December 2023

ନୂଆ ଠକେଇ: ମହିଳାଙ୍କୁ ‘ଡିଜିଟାଲ ଗିରଫ’ କରି ନେଇଗଲେ ଲକ୍ଷାଧିକ ଟଙ୍କା

ନୂଆଦିଲ୍ଲୀ : ସାମ୍ନାକୁ ଆସିଛି ଆଶ୍ଚର୍ଯ୍ୟ କରିବା ଭଳି ଘଟଣା। ଜଣେ ମହିଳାଙ୍କୁ ସାଇବର ଠକମାନେ ଡିଜିଟାଲ ଉପାୟରେ ଗିରଫ କରି ତାଙ୍କ ଠାରୁ ନେଇ ଯାଇଛନ୍ତି ଲକ୍ଷାଧିକ ଟଙ୍କା। ନୋଏଡାରେ ରହୁଥିବା ଜଣେ ମହିଳାଙ୍କ ସହ ଏପରି ଘଟଣା ଘଟିଛି।…

ଆପ୍‌ ସାଂସଦ ସଞ୍ଜୟ ସିଂହଙ୍କ ବିରୋଧରେ ଚାର୍ଜସିଟ୍‌ ଦାଖଲ କଲା ଇଡି

ନୂଆଦିଲ୍ଲୀ: ଦିଲ୍ଲୀର ନୂତନ ଅବକାରୀ ନୀତି ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ଆମ୍‌ ଆଦମୀ ପାର୍ଟି (ଆପ୍‌) ସାଂସଦ ସଞ୍ଜୟ ସିଂହଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଶନିବାର ଚାର୍ଜସିଟ୍‌ ଦାଖଲ କରିଛି। ପ୍ରିଭେନସନ୍‌ ଅଫ୍‌ ମନି ଲଣ୍ଡରିଂ ଆକ୍ଟ…

୨୦ ଲକ୍ଷ ଟଙ୍କା ‘ଲାଞ୍ଚ’ ନେଉଥିବା ବେଳେ ଧରାପଡ଼ିଲେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀ

ଚେନ୍ନାଇ/ ନୂଆଦିଲ୍ଲୀ: ତାମିଲନାଡୁର ଦିଣ୍ଡିଗୁଲରେ ଜଣେ ସରକାରୀ କର୍ମଚାରୀଙ୍କଠାରୁ ନଗଦ ୨୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିବା ପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଜଣେ ଅଧିକାରୀଙ୍କୁ ଗିରଫ କରାଯାଇଛି। ତାଙ୍କୁ ରାଜ୍ୟ ଭିଜିଲାନ୍‌ସ ଓ ଦୁର୍ନୀତି ନିବାରଣ ବିଭାଗ…

ମୃତ୍ୟୁକୁ ଏତେ ପାଖରୁ ଦେଖିଛି, ଆଉ ଯିବିନି; ଘ‌ରେ ପହଞ୍ଚିବା ପରେ ଏଭଳି କହିଲେ ଶ୍ରମିକ

ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ଟନେଲ ଦୁର୍ଘଟଣାରେ ଫସି ରହିଥିବା ଶ୍ରମିକଙ୍କୁ ବାହାରକୁ ଅଣାଯାଇଛି। ୧୭ଦିନ ପରେ ଖନନ କାର୍ଯ୍ୟ ଶେଷ ହେବା ସହ ଶ୍ରମିକମାନଙ୍କୁ ବାହାରକୁ ବାହାର କରାଯାଇଥିଲା। ଗତ ୧୭ଦିନ ଧରି ଟନେଲ ଭିତରେ ସେମାନେ ଫସି ରହିଥିଲେ।…

ରୁଷ୍ ଓ ୟୁକ୍ରେନ୍ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇପାରେ

ମସ୍କୋ: ରୁଷ୍ ଓ ୟୁକ୍ରେନ୍ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଇତିମଧ୍ୟରେ ଜଣେ ଆମେରିକୀୟ ସାମ୍ବାଦିକ ସେମୋର ହର୍ଶ ଏକ ବଡ଼ ଦାବି କରିଛନ୍ତି । ଏକ ରିପୋର୍ଟରେ ସେ କହିଛନ୍ତି ଯେ ରୁଷ୍ ଏବଂ ୟୁକ୍ରେନ୍ ମଧ୍ୟରେ ଏକ ଗୁରୁତ୍ବପୂର୍ଣ୍ଣ…

ସୋମବାରଠାରୁ ସଂସଦର ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ: ସଂସଦର ଶୀତକାଳୀନ ଅଧିବେଶନ ପୂର୍ବରୁ ସରକାର ଶନିବାର କହିଛନ୍ତି ଯେ ସମସ୍ତ ପ୍ରସଙ୍ଗରେ ଆଲୋଚନା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି, କିନ୍ତୁ ବିରୋଧୀ ମାନେ ମଧ୍ୟ ସୁନିଶ୍ଚିତ କରିବା ଉଚିତ ଯେ ଗୃହରେ ଆଲୋଚନାରେ ପାଇଁ ଭଲ ବାତାବରଣ ସୃଷ୍ଟି…

ଆମେ ସରକାରଙ୍କ ଚାକର, ଆପଣଙ୍କର ନୁହଁ; ମାଜିଷ୍ଟ୍ରେଟ ପାଣି ମାଗିବାରୁ ଏଭଳି କହିଲେ କନଷ୍ଟେବଳ

ପାଟନା: ଆମେ ସରକାରଙ୍କ ଚାକର, ଆପଣଙ୍କର ନୁହଁ । ମାଜିଷ୍ଟ୍ରେଟ ପାଣି ମାଗିବାରୁ ଏଭଳି କହିଲେ ମହିଳା କନଷ୍ଟେବଳ । ବିହାର ପୁଲିସର ଜଣେ ମହିଳା କନଷ୍ଟେବଳ ଏଭଳି କହୁଥିବାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭାଇରାଲ…

ଆସିଲା ଅଯୋଧ୍ୟା ରାମ ମନ୍ଦିର ପ୍ରତିଷ୍ଠା ନିମନ୍ତ୍ରଣ ପତ୍ରର ଫଟୋ, ସୋସିଆଲ ମିଡିଆରେ ହେଲା ଭାଇରାଲ

ଅଯୋଧ୍ୟା: ଉତ୍ତରପ୍ରଦେଶର ଅଯୋଧ୍ୟାରେ ନିର୍ମାଣ ହେଉଥିବା ଶ୍ରୀରାମ ମନ୍ଦିରରେ ଆସନ୍ତା ଜାନୁଆରି ୨୨ରେ ଶ୍ରୀରାମଲଲ୍ଲାଙ୍କ ଶ୍ରୀବିଗ୍ରହର ପ୍ରାଣ ପ୍ରତିଷ୍ଠା କରାଯିବ । ଏହି ସମାରୋହ ପାଇଁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏହି ସମାରୋହ ପାଇଁ ସାରାଦେଶରୁ ପ୍ରାୟ ୬…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୪ ଓଡ଼ିଆ ଶ୍ରମିକ, ପ୍ରତ୍ୟେକଙ୍କୁ ୨ଲକ୍ଷ ଟଙ୍କାର ସହାୟତା

ଭୁବନେଶ୍ଵର: ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକ ମାନେ ଆଜି ଭୁବନେଶ୍ୱରରେ ପହଞ୍ଚି ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହି ଅବସରରେ ସେମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି…

ଏଣିକି CBSE ଘୋଷଣା କରିବନି ମାର୍କ ଓ ଡିଭିଜନ

ଭୁବନେଶ୍ବର: ଏଣିକି ସିବିଏସଇ ଦଶମ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀ ପରୀକ୍ଷାର୍ଥୀ ରଖିଥିବା ମାର୍କ କିମ୍ବା ଡିଭିଜନ ଘୋଷଣା କରିବ ନାହିଁ । ଏପରିକି ଦଶମ ଓ ଦ୍ବାଦଶ ଶ୍ରେଣୀ ପାସ୍ କରିଥିବା ଛାତ୍ରଛାତ୍ରୀଙ୍କୁ ଗ୍ରେଡ, ଡିଭିଜନ କି ଡିସ୍ଟିକସନ ଦିଆଯିବ…