ନେହରୁ ଶତାବ୍ଦୀ ହସ୍‌ପିଟାଲ ହେଲା ପବିତ୍ର ମୋହନ ପ୍ରଧାନ ସରକାରୀ ଡାକ୍ତରଖାନା

ଭୁବନେଶ୍ବର/ତାଳଚେର: ଅନୁଗୁଳ ଜିଲ୍ଲା ତାଳଚେରସ୍ଥିତ ନେହରୁ ଶତାବ୍ଦୀ ହସ୍‌ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ମହାନଦୀ କୋଲଫିଲ୍ଡ ଲିମିଟେଡ୍‌ (ଏମ୍‌ସିଏଲ୍‌) ପରିଚାଳିତ ଏହି ହସ୍‌ପିଟାଲକୁ ରାଜ୍ୟ ସରକାର ହାତକୁ ନେବା ସହ ଏହାର ନାମ ‘ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍‌ପିଟାଲ’କୁ ପରିବର୍ତ୍ତନ…

ସମ୍ଭାବ୍ୟ ବର୍ଷା ଏବଂ ବାତ୍ୟାକୁ ଆଖି ଆଗରେ ରଖି ଚାଷୀଙ୍କ ପ୍ରତି ଧ୍ୟାନ ଦେବାକୁ ଜିଲ୍ଲା କୃଷି ଅଧିକାରୀଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବର: ସମ୍ଭାବ୍ୟ ବର୍ଷା ଏବଂ ବାତ୍ୟାକୁ ନେଇ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ। ସେ କହିଛନ୍ତି, ଛୋଟ ଧରଣର ବାତ୍ୟାକୁ ଆଖି ଆଗରେ ରଖି ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି। ଯୋଗାଣ ବିଭାଗ ପକ୍ଷରୁ…

ବାତ୍ୟା ‘ମିଗ୍‌ଜୋମ୍‌’ ପ୍ରଭାବରେ ଚେନ୍ନାଇରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ:  ବର୍ତ୍ତମାନ ବଙ୍ଗୋପସାଗରରଦେଇ ଗତି କରୁଥିବା ଏବଂ ଆନ୍ଧ୍ର ଉପକୂଳ ଆଡକୁ ମୁହାଁଇଥିବା ସାମୁଦ୍ରିକ ବାତ୍ୟା  ‘ମିଗ୍‌ଜୋମ୍‌’ ପ୍ରଭାବରେ ତାମିଲନାଡୁ ଏବଂ ପୁଡୁଚେରୀରେ ପ୍ରବଳ ବର୍ଷା ଚାଲିଛି । ଉତ୍ତର ଉପକୂଳ ତାମିଲନାଡୁର ଚେନ୍ନାଇ, ଚେଙ୍ଗଲପାଟ୍ଟୁ, କାଞ୍ଚିପୁରମ୍, ନାଗାପାଟ୍ଟିନମ୍ ଏବଂ କୁଡାଲୋର ଜିଲ୍ଲାରେ…

ଭିଜିଲାନ୍ସ ଜାଲରେ ସିନିୟର ଆସିଷ୍ଟାଣ୍ଟ କ୍ଲର୍କ

ଅନୁଗୁଳ : ଭିଜିଲାନ୍ସ ଜାଲରେ ସିନିୟର ଆସିଷ୍ଟାଣ୍ଟ କ୍ଲର୍କ ନିତ୍ୟାନନ୍ଦ ଗାଇଗରିଆ । ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ କାବୁ କରିଥିଲା । ସୂଚନା ଅନୁସାରେ ଅନୁଗୋଳ ଜିଲ୍ଲା କିଶୋରନଗର ବ୍ଲକରେ ପୂର୍ବରୁ ପିଅନ ଥିବା ପୂର୍ଣ୍ଣଚନ୍ଦ୍ର…

ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀ ଜୋରାମଥାଙ୍ଗା, ଶାସନ କରିବେ ଲାଲଦୁହୋମା

ମିଜୋରାମରେ କ୍ଷମତାସୀନ ମିଜୋ ନ୍ୟାଶନାଲ ଫ୍ରଣ୍ଟ (ଏମଏନଏଫ)ର ପତନ ହୋଇଛି। ଜୋରାମ ପିପୁଲ୍ସ ମୁଭମେଣ୍ଟ(ZPM) ମିଜୋରାମ ବିଧାନସଭା ନିର୍ବାଚନରେ କ୍ଷମତା ଦଖଲ କରିଛି। ଏମଏନଏଫ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ୨୧ ଠାରୁ ଯଥେଷ୍ଟ ପଛରେ ରହି ଯାଇଛି।…

ଖୁବଶୀଘ୍ର ପଦମପୁରକୁ ଜିଲ୍ଲା ମାନ୍ୟତା, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପାଇଁ ପ୍ରକ୍ରିୟା ଆରମ୍ଭ

ପଦମପୁର: ଖୁବଶୀଘ୍ର ଜିଲ୍ଲା ମାନ୍ୟତା ପାଇବ ପଦମପୁର । ଓଡ଼ିଶାର ଜିଲ୍ଲା ସଂଖ୍ୟା ବୃଦ୍ଧି ପାଇବ। ଏଥିସହ ସତ ହେବ ପଦମପୁରବାସୀଙ୍କ ସ୍ବପ୍ନ । ଦୀର୍ଘଦିନ ଧରି ଜିଲ୍ଲା ମାନ୍ୟତା ଦାବି କରୁଥିଲେ ପଦମପୁରବାସୀ। ଯାହା ଏବେ ସତ ହେବାକୁ ଯାଉଛି।…

ଆଗ୍ନେୟ ଉଦ୍‌ଗୀରଣ, ୧୧ ପର୍ବତାରୋହୀ ମୃତ

ଇଣ୍ଡୋନେସିଆର ପଶ୍ଚିମ ସୁମାତ୍ରା ସ୍ଥିତ ମାଉଣ୍ଟ ମେରାପିରେ ଆଗ୍ନେୟ ଉଦ୍‌ଗୀରଣ ହୋଇଛି। ଏଥିରେ ୧୧ ଜଣ ପର୍ବତାରୋହୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିସହ ଅନେକ ପର୍ବତାରୋହୀ ନିଖୋଜ ଅଛନ୍ତି। ସେମାନଙ୍କୁ ଖୋଜାଖୋଜି କରାଯାଉଛି। ରିଲିଫ ଓ ଉଦ୍ଧାର କାର୍ଯ୍ୟ ଯୁଦ୍ଧକାଳୀନ…

୩ ରାଜ୍ୟରେ ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ମଧ୍ୟପ୍ରଦେଶ, ଛତିଶଗଡ଼ ଓ ରାଜସ୍ଥାନରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ବିଜେପିର ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଆଜି ସକାଳେ ମୁଖ୍ୟମନ୍ତ୍ରୀ ଟେଲିଫୋନ ଯୋଗେ ପ୍ରଧାନମନ୍ତ୍ରୀଙ୍କ ସହ କଥା ହୋଇ ନରେନ୍ଦ୍ର ମୋଦୀଙ୍କୁ…

୬ରେ ଇଣ୍ତିଆ ମେଣ୍ଟର ବୈଠକ

ବିଜେପିକୁ ଚେକ ଦେବାକୁ ବିରୋଧୀ ଦଳଗୁଡ଼ିକ ମିଳିତ ଭାବେ ଗଠନ କରିଥିବା ଇଣ୍ଡିଆ ମେଣ୍ଟରେ ଏବେ କିଛି ବି ଠିକଠାକ ଚାଲି ନାହିଁ। ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡ଼ ବିଧାନସଭା ନିର୍ବାଚନରେ କଂଗ୍ରେସ ହାରିବା ପରେ ଇଣ୍ଡିଆ ମେଣ୍ଟରେ ଥିବା ଦଳଗୁଡ଼ିକ…

ଭଡ଼ା ଘରୁ ସାମ୍ବାଦିକଙ୍କ ମୃତଦେହ ଉଦ୍ଧାର

ବ୍ରହ୍ମପୁର: ଭଡ଼ା ଘରୁ ସାମ୍ବାଦିକଙ୍କ ମୃତଦେହ ଉଦ୍ଧାର । ଗଞ୍ଜାମ ଜିଲ୍ଲା ଗୋପାଳପୁର ଥାନା ରେଡିକା ସାହିର ଏକ ଭଡ଼ା ଘରୁ ମୃତଦେହ ମିଳିଛି। ମୃତକ ଗାଙ୍ଗପୁର ଥାନା ଖଇରପୁଟି ଗାଁର ଜଗନ୍ନାଥ ନାୟକ । ସେ ଏକ ଖବରକାଗଜରେ କାମ କରିବା…