ମାଟି ଅତଡ଼ା ଧସି ରାସ୍ତା ଅବରୋଧ, ଅଟକି ରହିଛି ଯାନବାହନ
କୋରାପୁଟ : ଲଗାଣ ବର୍ଷା ଯୋଗୁଁ ମାଟି ଅତଡ଼ା ଧସି ରାସ୍ତା ଅବରୋଧ। କୋରାପୁଟ ଜିଲ୍ଲା ନାରାୟଣପାଟଣା ତଳଗୁମାଣ୍ଡି ପଞ୍ଚାୟତ ବରିପୁଟରେ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡା ଓ ପଥର ଧସିଛି। ଗତକାଲି ମଧ୍ୟ ରାତ୍ରୀରୁ ପଥର ଧସିଥିବାରୁ ରାସ୍ତା…
କୋରାପୁଟ : ଲଗାଣ ବର୍ଷା ଯୋଗୁଁ ମାଟି ଅତଡ଼ା ଧସି ରାସ୍ତା ଅବରୋଧ। କୋରାପୁଟ ଜିଲ୍ଲା ନାରାୟଣପାଟଣା ତଳଗୁମାଣ୍ଡି ପଞ୍ଚାୟତ ବରିପୁଟରେ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡା ଓ ପଥର ଧସିଛି। ଗତକାଲି ମଧ୍ୟ ରାତ୍ରୀରୁ ପଥର ଧସିଥିବାରୁ ରାସ୍ତା…
ପୁରୀ: ପ୍ଲାଷ୍ଟିକ୍ ବର୍ଜ୍ୟ ସମୁଦ୍ର ପାଇଁ ଅଭିଶାପ ପାଲଟିଛି। ପ୍ଲାଷ୍ଟିକ୍ର ମାତ୍ରାଧିକ ବ୍ୟବହାର ଯୋଗୁ ଏହା ନଦୀ ମୁହାଣ ଦେଇ ସମୁଦ୍ର ମଧ୍ୟକୁ ଯାଉଛି। ଏହା ଦ୍ବାରା ମାଛ ଓ ସାମୁଦ୍ରିକ ଜୀବମାନେ ପ୍ରଭାବିତ ହେଉଛନ୍ତି। ଏପରିକି କିଛି ମାଛ ପଲିଥିନ…
କଲମପୁର: ବର୍ଷା ଅଭାବ, ଜଳସେଚନରେ ଅନିୟମିତତା, ରୋଗ ପୋକର ପ୍ରଭାବ, ସାର ଏବଂ କୀଟନାଶକର ଆକାଶ ଛୁଆଁ ଦରଦାମ ଏବଂ ଶ୍ରମିକ ସମସ୍ୟା ଭଳି ପ୍ରତିକୂଳ ପରିସ୍ଥିତିରେ ଚାଷୀ କରିଥିଲା ଚାଷ। ଏବେ ଚାଷ ଅମଳର ସମୟ। ଚାଷ ଜମିରେ ଧାନ…
ଭୁବନେଶ୍ବର : ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ଅଧୀନରେ ୧୪ଟି ବିଭାଗରେ ପୁରସ୍କାର ପାଇଁ ସାରା ରାଜ୍ୟରୁ ୭୯ ହଜାର ୫୬୫ ଜଣ ଆବେଦନ କରିଛନ୍ତି। ଆବେଦନ ପ୍ରକ୍ରିୟା ଶେଷ ହେବା ପରେ ଆବେଦନ ପତ୍ରର ଯାଞ୍ଚ ଆରମ୍ଭ ହୋଇଛି। ବିଭିନ୍ନ ସ୍ତରରେ…
ସମ୍ବଲପୁର: ଆୟକର ଫାଙ୍କିବା ଅଭିଯୋଗରେ ସମ୍ବଲପୁରର ବିଭିନ୍ନ ସ୍ଥାନରେ ବୁଧବାରଠାରୁ ଏକାଧିକ ମଦ ବେପାରୀମାନଙ୍କ ଠିକଣାରେ ଆୟକର ବିଭାଗ ପକ୍ଷରୁ ଚଢ଼ଉ ଅଭିଯାନ ଚାଲିଛି। ଏହି କ୍ରମରେ ଗୁରୁବାର ସମ୍ବଲପୁରର ବଳଦେବ ସାହୁଙ୍କ ଧନୁପାଲିସ୍ଥିତ ମଦଭାଟି ସହିତ ଏହାର ବଡବଜାରଠାରେ ଥିବା…
ଭୁବନେଶ୍ବର: ଓଡ଼ିଶାରେ କଂଗ୍ରେସର ମିସନ ୯୦ ସଫଳ ହେବ। ତେଲେଙ୍ଗାନା ପରି ଓଡ଼ିଶାରେ କଂଗ୍ରେସ ୩ରୁ ୧ ନମ୍ବରକୁ ଆସିବ। ଓଡ଼ିଶାବାସୀଙ୍କ ଆଶୀର୍ବାଦରେ କଂଗ୍ରେସ ଏଥିରେ ସଫଳତା ହାସଲ କରିବ। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଶତର ପଟ୍ଟନାୟକ…
ପାରାଦୀପ : ରାଜ୍ୟର ପ୍ରମୁଖ ମତ୍ସ୍ୟ ଉତ୍ପାଦନ ସ୍ଥାନ ହେଲା ପାରାଦୀପ ମାଛଧରା ବନ୍ଦର। ଏହି ମାଛଧରା ବନ୍ଦର ଉପରେ ୫୦ ହଜାରରୁ ଅଧିକ ଲୋକ ନିର୍ଭରଶୀଳ ବୋଲି ଅନେକ ସମୟରେ ସରକାରୀ ଭାବେ କୁହାଯାଉଛି। କିନ୍ତୁ କୌତୂହଳ ପ୍ରସଙ୍ଗ ହେଲା…
ଭୁବନେଶ୍ୱର : ଚାଲିଲାନି ଗ୍ୟାସ୍ ଚୁଲା ମେଶିନ। ଫଳରେ ମଶାଣିରୁ ଫେରିଲା ମୃତଦେହ। ମଙ୍ଗଳବାର ବିଏମ୍ସି ଅଧୀନ ପଟିଆସ୍ଥିତ ଜଳିମୁଣ୍ଡା ସାହି ଶ୍ମଶାନରେ ଏଭଳି ଅବ୍ୟବସ୍ଥା ଦେଖାଯାଇଥିଲା। ଶେଷରେ ମୃତଦେହକୁ ସତ୍ୟନଗର ଶ୍ମଶାନକୁ ନିଆଯାଇ ସେଠାରେ ଦାହ କରାଯାଇଥିଲା। ଏହାକୁ ନେଇ…
ଭୁବନେଶ୍ବର : ରାଜଧାନୀ ଭୁବନେଶ୍ୱର ମହାନଗରର ଅବ୍ୟବସ୍ଥିତ ବର୍ଜ୍ୟବସ୍ତୁ ପରିଚାଳନା ସହରବାସୀଙ୍କ ପାଇଁ ଅଭିଶାପ ପାଲଟିଗଲାଣି। ଗତ କିଛି ମାସ ହେବ ସୈନିକ ସ୍କୁଲ ନିକଟସ୍ଥ ଡମ୍ପିଂୟାର୍ଡ(ଟିଟିଏସ୍)ରୁ ବାହାରୁଥିବା ଦୁର୍ଗନ୍ଧ ସାରା ସହରକୁ ଅସ୍ତବ୍ୟସ୍ତ କରୁଛି। ପଚାଶଢ଼ା ଗନ୍ଧରେ ନାକ ଫାଟିପଡୁଛି।…
ଫୁଲବାଣୀ : ଯୋଡ଼ା ମୁଣ୍ଡରୁ ଅଲଗା ଶିଶୁ ଜଗା ଏବଂ ତା ବାପା ଭୂୟାଁ କହଁର ଆକ୍ରମଣର ଶିକାର ହୋଇଥିବା ଅଭିଯୋଗ ହୋଇଛି। । ଜଣେ ଯୁବକ ଜଗାଙ୍କ ବାପାଙ୍କୁ ଠେଲାପେଲା କରିବା ସମୟରେ ଜଗା ତଳେ ପଡ଼ିଯାଇ ମୁଣ୍ଡ ମାଡ଼…