ଭୁବନେଶ୍ୱରରେ ଉଦଘାଟିତ ହେଲା EY ଟେକ୍ନୋଲୋଜି ହବ୍
ଭୁବନେଶ୍ବର: ରାଜ୍ୟର ଆଇଟି ଇକୋସିଷ୍ଟମକୁ ଆହୁରି ବିସ୍ତାର କରିବା ଉଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚନ୍ଦକା ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟର ଓ-ହବରେ EY ଟେକ୍ନୋଲୋଜି ହବ ଉଦଘାଟନ କରିଛନ୍ତି।ଉଦଘାଟନ ଉତ୍ସବରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ଥିଲେ। ଆଇଟି ମନ୍ତ୍ରୀ ତୁଷାରକାନ୍ତି…