୧୦୦ ଦିନରେ୧୦୦ ବର୍ଷର ସମସ୍ୟାର ସମାଧାନ, ବିସ୍ଥାପିତ ଲୋକଙ୍କୁ ପଟ୍ଟା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟର ପ୍ରଶାସନିକ ଇତିହାସରେ ଆଜି ଏକ ଯୁଗାନ୍ତକାରୀ ଦିବସ। ବିସ୍ଥାପିତ ଲୋକମାନଙ୍କର ୧୦୦ ବର୍ଷର ସମସ୍ୟାର ଅନ୍ତ ହୋଇଛି। ୫-ଟି ରୂପାନ୍ତରଣ ପ୍ରକ୍ରିୟାରେ ମାତ୍ର ୧୦୦ ଦିନରେ ସେମାନଙ୍କର ବର୍ଷ ବର୍ଷର ସମସ୍ୟା ଦୂର ହୋଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ…
