ସରୁନି ଦୁଇ ସ୍ମାର୍ଟସିଟିର ୧୧ ପ୍ରକଳ୍ପ: ୨୦୨୪ ଜୁନ ସୁଦ୍ଧା ସାରିବାକୁ ନିର୍ଦ୍ଦେଶ
ରାଉରକେଲା: ୨୦୧୬ ମସିହାରେ ରାଜ୍ୟରେ ଦୁଇଟି ସହର ଭୁବନେଶ୍ବର ଓ ରାଉରକେଲା ସ୍ମାର୍ଟ ସିଟି ମାନ୍ୟତା ପାଇଥିଲା। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଦାନ ବି ଦିଆଗଲା। ତେବେ ବର୍ଷ ବର୍ଷ ବିତିଲାଣି; କିନ୍ତୁ ସ୍ମାର୍ଟ ସିଟି ପକ୍ଷରୁ…