ଦକ୍ଷିଣ ଆଫ୍ରିକା ବିପକ୍ଷରେ ୮ ୱିକେଟରେ ଜିତିଲା ଭାରତ
ପ୍ରଥମେ ବୋଲର୍ ଆଉ ପରେ ଦକ୍ଷିଣ ଆଫ୍ରିକାକୁ ଧୋଇ ଦେଲେ ବ୍ୟାଟର୍। ପ୍ରଥମ ଦିନିିକିଆରେ ଭାରତକୁ ସହଜ ବିଜୟ ମିଳିଛି। ଏହି ମ୍ୟାଚକୁ ଟିମ୍ ଇଣ୍ଡିଆ ୮ ୱିକେଟରେ ଜିତି ନେଇଛି। ପଦାର୍ପଣ ମ୍ୟାଚ୍ରେ ସାଇ ସୁଦର୍ଶନଙ୍କ ବ୍ୟାଟିଂର ଚମକ ଦେଖିବାକୁ…
ପ୍ରଥମେ ବୋଲର୍ ଆଉ ପରେ ଦକ୍ଷିଣ ଆଫ୍ରିକାକୁ ଧୋଇ ଦେଲେ ବ୍ୟାଟର୍। ପ୍ରଥମ ଦିନିିକିଆରେ ଭାରତକୁ ସହଜ ବିଜୟ ମିଳିଛି। ଏହି ମ୍ୟାଚକୁ ଟିମ୍ ଇଣ୍ଡିଆ ୮ ୱିକେଟରେ ଜିତି ନେଇଛି। ପଦାର୍ପଣ ମ୍ୟାଚ୍ରେ ସାଇ ସୁଦର୍ଶନଙ୍କ ବ୍ୟାଟିଂର ଚମକ ଦେଖିବାକୁ…
ଭୁବନେଶ୍ବର : ଯାଜପୁର ଧର୍ମଶାଳାରୁ କାଶ୍ମୀରର ସନ୍ଦିଗ୍ଧ ଆତଙ୍କୀ ଗିରଫ ହେବା ଘଟଣା । ଏସଟିଏଫ୍ ଏସପିଙ୍କ ଏ ନେଇ ଅଧିକ ସୂଚନା ଦେଇଛନ୍ତି । ସେ କହିଛନ୍ତି ପାକିସ୍ତାନ ISI ଏଜେଣ୍ଟ ସହ ବୁଖାରୀର ଚାଟିଂ ପ୍ରମାଣ ମିଳିଛି ।…
ବାରଣାସୀ: ସଂପ୍ରତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ ବାରଣାସୀ ଗସ୍ତରେ ଅଛନ୍ତି। ତେବେ, ବାରଣାସୀ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ମୋଦୀ ଆଜି ଏକ ବିରଳ ଘଟଣାକ୍ରମରେ ଏକ ଆମ୍ବୁଲାନ୍ସକୁ ବାଟ ଛାଡ଼ିବା ଉଦ୍ଦେଶ୍ୟରେ ନିଜ ‘କାରକେଡ୍’କୁ ଅଟକାଇ ଦେଇଥିଲେ। ଏହି…
ଭୁବନେଶ୍ବର: କ୍ୟାପିଟାଲ ହସ୍ପିଟାଲରେ କଠୋର ହେଲା ନିୟମ । ବିନା ପ୍ରେସ୍କ୍ରିପ୍ଶନରେ ଏମ୍ଆର୍ଆଇ କିମ୍ବା ସିଟି ସ୍କାନ୍ ହୋଇପାରିବ ନାହିଁ । ଏନେଇ କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ ଜାରି ହେଲା ଏସ୍ଓପି । ଏନେଇ ସୂଚନା ଦେଇଛନ୍ତି କ୍ୟାପିଟାଲ ହସ୍ପିଟାଲ କର୍ତ୍ତୃପକ୍ଷ…
ବଢିଲା JSW ଗ୍ରୁପ୍ ସିଏମ୍ଡି ସଜ୍ଜନ ଜିନ୍ଦଲଙ୍କ ଅଡ଼ୁଆ । ଦୁଷ୍କର୍ମ ଅଭିଯୋଗରେ ସଜ୍ଜନ ଜିନ୍ଦଲଙ୍କ ବିରୋଧରେ ମାମଲା ରୁଜୁ କରିଛି ମୁମ୍ବାଇ ପୋଲିସ । ବମ୍ବେ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଦୁଷ୍କର୍ମ ଅଭିଯୋଗରେ ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି…
ମୟୂରଭଞ୍ଜ : ଶିମିଳିପାଳ ଅଭୟାରଣ୍ୟରେ ପୁଣି ଏକ ହାତୀର ମୃତ୍ୟୁ। ମୟୂରଭଞ୍ଜ ଜିଲ୍ଲା କବାଟଘାଇ ରେଞ୍ଜ ଅଞ୍ଚଳରେ ମାଈ ହାତୀର ମୃତଦେହ ଠାବ ହୋଇଛି। ଗତକାଲି ପାଟ୍ରୋଲିଂ ବେଳେ ହାତୀର ମୃତଦେହ ଠାବ ହୋଇଥିଲା। ମୃତ ହାତୀର ବୟସ ୧୨ ବର୍ଷ…
ମହାରାଷ୍ଟ୍ର ନାଗପୁରରେ ଅଘଟଣ। ଏକ ସୋଲାର୍ ଏକ୍ସପ୍ଲୋସିଭ୍(ସୋଲାର ବିସ୍ଫୋରକ) କମ୍ପାନୀରେ ବିସ୍ଫୋରଣ ଘଟି ଅତି କମରେ ଛଅ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏଥିସହ ଏକାଧିକ ଲୋକ ଆହତ ହୋଇଛନ୍ତି। ସବିଶେଷ ତଥ୍ୟ ଅନୁଯାୟୀ, ଆଜି ସକାଳ ପ୍ରାୟ ୯ଟା ୩୦…
ବଲାଙ୍ଗୀର : ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ସାମ୍ନାକୁ ଆସିଲା ଚାଷୀ ଆତ୍ମହତ୍ୟା ଘଟଣା । ପୁଣି ଜଣେ ଚାଷୀ ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତକ ଟିଟଲାଗଡ ବିନକେଲ ଗାଁର ଚମରୁ ବାଗ୍ ବୋଲି…
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆଜି ପଞ୍ଜାବର ବଠିଣ୍ଡାଠାରେ ୧୧୨୫ କୋଟି ଟଙ୍କା ମୂଲ୍ୟର ବିକାଶ ଯୋଜନା ଆରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ବଠିଣ୍ଡାରେ ‘ବିକାଶ କ୍ରାନ୍ତି ରାଲି’ରେ ଭାଗ ନେଇଥିଲେ। ଏହି ସମୟରେ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ…
କଟକ: କଟକ ବାରବାଟୀ ଷ୍ଟାଡିୟମ ନବୀକରଣ ପାଇଁ ଖର୍ଚ୍ଚ ହେବ ୬୦୦ ରୁ ୭୦୦ କୋଟି। ବିସିସିଆଇ ଅନୁଦାନ ଓ ରାଜ୍ୟ ସରକାରଙ୍କ ସହାୟତାରେ ହେବ ଏହି ନବୀକରଣ କରାଯିବ । ଏଥିପାଇଁ ଜାନୁଆରୀ ସୁଦ୍ଧା ପ୍ରସ୍ତୁତ ହେବ ଡିପିଆର। ଏନେଇ…