୪୧୬୬ ମାଧ୍ୟମିକ ଶିକ୍ଷକଙ୍କୁ ମିଳିଲା ନିଯୁକ୍ତି, ନବନିଯୁକ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ରାଜ୍ୟ ସରକାରଙ୍କ ବିଭିନ୍ନ ବିଦ୍ୟାଳୟଗୁଡିକରେ ୪୧୬୬ ଜଣ ମାଧ୍ୟମିକ ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେଇଛନ୍ତି। ଏଥିପାଇଁ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଏକ ନିଯୁକ୍ତି ପର୍ବ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ପିଲାମାନଙ୍କ…