ବେଲପାହାଡ ରେଞ୍ଜ ପିକୋଲ ଜଙ୍ଗଲରେ ବୁଲୁଛି କଲରାପତରିଆ ବାଘ
ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକ ବେଲପାହାଡ଼ ଫରେଷ୍ଟ ରେଞ୍ଜ ଅଧୀନ ପିକୋଲ ଜଙ୍ଗଲରେ କଲରାପତରିଆ ବାଘ ଦେଖିବାକୁ ମିଳିଛି । ଜଙ୍ଗଲରେ ଲାଗିଥିବା ଟ୍ରାପ କ୍ୟାମେରାରେ କଏଦ ହୋଇଛି ଏହି ବାଘର ଫଟୋ । କଲରାପତରିଆ ବାଘର ଫୁଟେଜ ଗତ…
ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକ ବେଲପାହାଡ଼ ଫରେଷ୍ଟ ରେଞ୍ଜ ଅଧୀନ ପିକୋଲ ଜଙ୍ଗଲରେ କଲରାପତରିଆ ବାଘ ଦେଖିବାକୁ ମିଳିଛି । ଜଙ୍ଗଲରେ ଲାଗିଥିବା ଟ୍ରାପ କ୍ୟାମେରାରେ କଏଦ ହୋଇଛି ଏହି ବାଘର ଫଟୋ । କଲରାପତରିଆ ବାଘର ଫୁଟେଜ ଗତ…
ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ବରଗୁଡିପଡ଼ାରେ ଜଣେ ବୃଦ୍ଧଙ୍କୁ କଟୁରୀରେ ହାଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ପ୍ରହ୍ଲାଦ ଦାସ। ଆଜି ଦିନ ପ୍ରାୟ ସାଢ଼େ ଗୋଟାଏ ସମୟରେ ପ୍ରହ୍ଲାଦ ଘରେ ଥିବା ବେଳେ ନିକଟସ୍ଥ ନାରଦିଆ ଗ୍ରାମର…
ଭାରତୀୟ କୁସ୍ତି ମହାସଂଘର ପୂର୍ବତନ ମୁଖ୍ୟ ବ୍ରିଜଭୂଷଣ ଶରଣ ସିଂଙ୍କ ସହଯୋଗୀ ସଞ୍ଜୟ ସିଂ ଡବ୍ଲୁଏଫ୍ଆଇ ନିର୍ବାଚନ ଜିତିବା ପରେ ବିବାଦ ଆହୁରି ବଢ଼ିଛି। ସାକ୍ଷୀ ମଲିକଙ୍କ ପରେ ଏବେ କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଶୁକ୍ରବାର କ୍ୟାମେରା ସାମ୍ନାରେ କାନ୍ଦି ପକାଇଛନ୍ତି।…
ଭୁବନେଶ୍ବର: ଆସନ୍ତା ଜାନୁୟାରୀ ୧୭ ତାରିଖରେ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ଗତକାଲି ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ନିମନ୍ତ୍ରଣ ଦିଆଯିବାପରେ ଆଜି ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜଙ୍କୁ ନିମନ୍ତ୍ରଣ ପାଇଁ ଯାତ୍ରା ଆରମ୍ଭ କରିଛି ଟିମ୍। ଆଜି ଶ୍ରୀମନ୍ଦିର…
ନୂଆଦିଲ୍ଲୀ : ଖୁବଶୀଘ୍ର ଲୋକସଭା ନିର୍ବାଚନ ପୂର୍ବରୁ ଭାରତ ଯୋଡୋ ଯାତ୍ରା ପାର୍ଟ ଟୁ ଆରମ୍ଭ କରିବେ । ଏଥର ପୂର୍ବରୁ ପଶ୍ଚିମ ଭାରତ ଯାଏ ପଦଯାତ୍ରା କରିବେ ରାହୁଲ ଗାନ୍ଧି । ଏନେଇ ସଙ୍କେତ ଦେଇଛନ୍ତି କଂଗ୍ରେସ ନେତା କେ. ସି…
ଭୁବନେଶ୍ବର: ଢେଙ୍କାନାଳ ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ଓଡିଶାର ପ୍ରସିଦ୍ଧ ମହିମା ପୀଠ ଯୋରନ୍ଦାପୀଠର ରୂପାନ୍ତର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ଭୂମି ପୂଜନ କରିଛନ୍ତି । ଯୋରନ୍ଦାଠାରେ ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ…
୧୪୬ ସାଂସଦଙ୍କ ନିଲମ୍ବନ ମାମଲାରେ ବିରୋଧୀ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଗୁରୁବାର ଏଠାରେ ବିରୋଧୀ ସାଂସଦମାନେ ସଂସଦରୁ ବିଜୟ ଚୌକ ପର୍ଯ୍ୟନ୍ତ ଶୋଭାଯାତ୍ରା କରିଥିଲେ ଏବଂ ଆଜି ‘ଇଣ୍ଡିଆ’ ମେଣ୍ଟର ନେତୃତ୍ୱରେ ଯନ୍ତର ମନ୍ତରଠାରେ ବିରୋଧ ପ୍ରଦର୍ଶନ କରାଯାଉଛି। ଏଠାରେ ମଞ୍ଚ ଉପରେ…
ରାଉରକେଲା : କଲେରା ଆକ୍ରାନ୍ତଙ୍କ ସଂଖ୍ୟା କମ ହେଉଥିବା ପ୍ରଶାସନ ତରଫରୁ କୁହାଯାଉଥିବା ବେଳେ ଏବେ ମଧ୍ୟ ସ୍ଥିତି ଚିନ୍ତା ଜନକ ରହିଛି। ହଇଜା ନେଇଛି ଆଉ ଏକ ମୁଣ୍ଡ। ମୃତକ ହେଲେ ପଙ୍କଜ ମଣ୍ଡଳ। ତାଙ୍କର ବୟସ ୪୪ ବର୍ଷ। ପଙ୍କଜଙ୍କୁ…
ନୂଆଦିଲ୍ଲୀ: ଦେଶରେ ବଢୁଛି କରୋନା ସଂକ୍ରମଣ। ଗତ କିଛି ଦିନ ଧରି ଦେଶର ବିଭିନ୍ନ ରାଜ୍ୟରେ କାୟା ବିସ୍ତାର କରୁଛି ନୂଆ ସବ ଭାରିଆଣ୍ଟ JN.1 ମାମଲା। ଗତ ୨୪ ଘଣ୍ଟାରେ ଦେଶରେ ୩୨୮ ନୂଆ ମାମଲା ଚିହ୍ନଟ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ…
ଭୁବନେଶ୍ବର: ସାରା ରାଜ୍ୟରେ ଜାରି ରହିଛି ଶୀତ ଲହରୀ । ପ୍ରବଳ ଜାଡ଼ରେ ଥରୁଛନ୍ତି ଓଡିଶାବାସୀ । ଶୀତରୁ ରକ୍ଷା ପାଇବା ପାଇଁ କିଏ ଚା ଖଟିରେ ଭିଡ ଜମାଉଛି ତ ଆଉ କିଏ ନିଆଁ ପୋଇଁ ହେଉଛି । ଏହାରି…