December 23, 2023

ଜାନୁୟାରୀ ୧୫ ସୁଦ୍ଧା ଦାବି ପୂରଣ ନ ହେଲେ ଆୟୁଷ ଡାକ୍ତର ସମୂହ ଛୁଟିରେ ଯିବେ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ କାର୍ଯ୍ୟ କରୁଥିବା ୧୨୭୨ ଆରବିଏସ୍‌କେ ଆୟୁଷ ଡାକ୍ତର ଜାନୁୟାରୀ ୧୫ ତାରିଖ ସୁଦ୍ଧା ଦାବି ପୂରଣ ନ ହେଲେ ସମୂହ ଛୁଟିରେ ଯିବେ। ଆରବିଏସ୍‌କେ ଆୟୁଷ ଡାକ୍ତର ସଂଘ ଏହି ନିଷ୍ପତ୍ତି ନେଇଛି। ସଂଘର ସଭାପତି ପ୍ରଭାତ ମହାନ୍ତି…

‘ଛାତ୍ରୀଛାତ୍ର କଠିନ ପରିଶ୍ରମ କରିବା ଉଚିତ’

କୋରାପୁଟ : ଶନିବାର କୋରାପୁଟ ଗସ୍ତରେ ରାଜ୍ୟ ଯୁବ ଓଡ଼ିଶା ନବୀନ ଓଡ଼ିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆସିଛନ୍ତି। କୋରାପୁଟସ୍ଥିତ ସରକାରୀ ମହାବିଦ୍ୟାଳୟ ପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ଯୁବ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ତଥା ଯୁବ ଉତ୍ସବରେ…

ଅସମ୍ଭାଳ ହେଉଛି କରୋନା, ଜିରୋ ନାଇଟ ସେଲିବ୍ରେସନକୁ ନେଇ ଦ୍ୱନ୍ଦ୍ବ

ଭୁବନେଶ୍ବର : ପୁଣି କରୋନା ଦେଖାଇଛି ତାର ପୁରୁଣା ରୂପ। ଦେଶରେ ଦିନକୁ ଦିନ ବଢି ଚାଲିଛି କୋଭିଡର ଏହି ନୂଆ ଭାରିଆଣ୍ଟ ସଂକ୍ରମଣ। ଆଉ ଏଥିପାଇଁ କେନ୍ଦ୍ର ସରକାର ସବୁ ରାଜ୍ୟକୁ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାରି ଭିତରେ…

ପୂର୍ବତନ ରାଜ୍ୟପାଳଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୧୨: ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ୍‌ଏମ୍‌ ରାଜେନ୍ଦ୍ରନ୍‌ଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ‘ଏକ୍ସ’ରେ କହିଛନ୍ତି, ଅମଲା କର୍ମଚାରୀ ଭାବରେ ତାଙ୍କର ଦୀର୍ଘବର୍ଷର ଅଭିଜ୍ଞତା ତାଙ୍କୁ ଜଣେ ଭଲ ପ୍ରଶାସକ କରିପାରିଥିଲା। ଜନସାଧାରଣଙ୍କ ପ୍ରତି ତାଙ୍କର…

ଜେଲ୍‌ ଗଲା ବୁଖାରୀ, ରବିବାର ଓଡ଼ିଶା ଆସିବ କଶ୍ମୀର ପୁଲିସ୍‌!

ଭୁବନେଶ୍ବର : ସରିଲା ରିମାଣ୍ଡ ଅବଧି। ଜେଲକୁ ଗଲା ସୟିଦ ଈଶାନ୍ ବୁଖାରୀ। ୫ ଦିନିଆ ରିମାଣ୍ଡ ଅବଧି ପରେ ସନ୍ଦିଗ୍ଧ କାଶ୍ମୀରୀ ଆତଙ୍କୀ ସୟିଦ ଈଶାନ୍ ବୁଖାରୀକୁ ଜେଲ୍ ପଠାଇଛନ୍ତି ଚଣ୍ଡିଖୋଲ କୋର୍ଟ। ବୁଖାରୀକୁ ୫ ଦିନିଆ ରିମାଣ୍ଡରେ ନେଇ…

‘ସ୍ପୋର୍ଟ୍ସ କୋଟା ନେଇ ଆଇଆଇଟି କାଉନସିଲ ନୀତିଗତ ନିଷ୍ପତ୍ତି ନେଇଛନ୍ତି’ – ଧର୍ମେନ୍ଦ୍ର

ଭୁବନେଶ୍ବର : ଆଇଆଇଟିରେ କାର୍ଯ୍ୟକାରୀ ହୋଇପାରେ ସ୍ପୋର୍ଟସ କୋଟା। ଜେଇଇ ମାଧ୍ୟମରେ ଆଇଆଇଟି ଯାଏଁ ଯାଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ସ୍ପୋର୍ଟସ କୋଟା ରହିବା ସମ୍ଭାବନା ରହିଛି। ସ୍ପୋର୍ଟସ କୋଟା ନେଇ ଆଇଆଇଟି କାଉନସିଲ ନୀତିଗତ ନିଷ୍ପତ୍ତି ନେଇଛନ୍ତି ବୋଲି ସୂଚନା ଦେଇଛନ୍ତି…

ପାଣ୍ଡିଆନଙ୍କୁ ଘେରିଲେ ବିଜେପି ଓ କଂଗ୍ରେସ: ଜୟ ଜଗନ୍ନାଥ କହି ଏଡ଼ାଇଗଲେ ପାଣ୍ଡିଆନ, ମୁହଁ ଖୋଲିଲେ କାମିୟା ଜାନି

ଭୁବନେଶ୍ବର : ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ୟୁଟ୍ୟୁବ ଇନଫ୍ଲୁଏନ୍ସର କାମିୟା ଜାନିଙ୍କ ପ୍ରବେଶ ଓ ମହାପ୍ରସାଦ ଖାଇବାକୁ ନେଇ ଦୁଇ ବିରୋଧୀ ଦଳ ସିଧାସଳଖ ବିଜେଡି ନେତା ଭିକେ ପାଣ୍ଡିଆନଙ୍କୁ ଟାର୍ଗେଟ୍ କରିଛନ୍ତି । ପୁରୀ ଶ୍ରୀମନ୍ଦିର ଭିତରକୁ କାମିୟା ଜାନିଙ୍କୁ…

ତାଣ୍ଡବ ରଚିଲେ ହାତୀପଲ, କ୍ଷେତକୁ ଯାଇଥିବା ବେଳେ ଯୁବକଙ୍କୁ ଦଳିଦେଲେ

ଖୋର୍ଦ୍ଧା: ଆଜି ଅପରାହ୍‌ଣରେ ଖୋର୍ଦ୍ଧା ସହର ଉପକଣ୍ଠ ଛତିପୁର ଗାଁରେ ହାତୀପଲ ପୁଣି ଗଡ଼ାଇଛନ୍ତି ମୁଣ୍ଡ। ଗ୍ରାମର ନବକିଶୋର ପଶ୍ଚିମକବାଟଙ୍କ ପୁଅ ବିଧାନ ପଶ୍ଚିମକବାଟ(୨୨)ଙ୍କୁ ହାତୀପଲ ଦଳି ଚକଟି ମାରି ଦେଇଛନ୍ତି। ୨୦ଦିନ ତଳେ ହାତୀପଲ ଦୁଇଟି ମୁଣ୍ଡ ନେଇଥିବା ବେଳେ…

ପ୍ରତିଭା ପ୍ରଦର୍ଶନ ପାଇଁ ସର୍‌ଗି ଫୁଲ୍‌ ଏକ ବହୁତ୍ ଭଲ ସୁଯୋଗ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଭଲ ପାଠ ପଢ, ତୁମ ବାପା-ମାଙ୍କ ସ୍ବପ୍ନକୁ ସାକାର କର। ତୁମ ପ୍ରତିଭାର ସୁରଭି ସମସ୍ତେ ଅନୁଭବ କରନ୍ତୁ। ଆଜି ‘ଲୋକସେବା ଭବନ’ର ସଭାଗୃହ ଠାରେ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଅଧିନରେ ଥିବା ବିଦ୍ୟାଳୟର ପିଲାମାନଙ୍କ ପାଇଁ…

ବିକଶିତ ଭାରତ ସଙ୍କଳ୍ପ ଯାତ୍ରା ହେଉଛି ବିକାଶର କ୍ରାନ୍ତି: ଅର୍ଜୁନ ମୁଣ୍ଡା

କେନ୍ଦୁଝର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୫ ତାରିଖରୁ ବିକଶିତ ଭାରତର ଯେଉଁ ଅଭିଯାନ ଆରମ୍ଭ କରିଛନ୍ତି ତାହା ହେଉଛି ବିକାଶର ଏକ କ୍ରାନ୍ତି । ବିପୁଳ ଜନଭାଗିଦାରୀ ସହ ଏହି ଯାତ୍ରା ଦେଶବ୍ୟାପୀ ଆଗେଇ ଚାଲିଛି। ଏହା ଦେଶକୁ ବିକାଶ…