ରାଜ୍ୟସ୍ତରୀୟ ଜାତୀୟ ଉପଭୋକ୍ତା ଦିବସ ପାଳିତ
ଭୁବନେଶ୍ୱର: ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଜାତୀୟ ଉପଭୋକ୍ତା ଦିବସ ପାଳିତ ହୋଇଯାଇଛି। ଜୟଦେବ ଭବନରେ ରାଜ୍ୟସ୍ତରୀୟ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ରାଜ୍ୟ ଉପଭୋକ୍ତା ସଚେତନତା ପ୍ରତିଷ୍ଠାନ ପକ୍ଷରୁ ଉପଭୋକ୍ତା ସଚେତନତା ନିମନ୍ତେ ଏକ…