December 26, 2023

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦଘାଟନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭୁବନେଶ୍ବର: ଆସନ୍ତା ଜାନୁଆରୀ ୧୭ ତାରିଖରେ ଓଡ଼ିଶା ସହ ଶ୍ରୀକ୍ଷେତ୍ର ଓ ଶ୍ରୀମନ୍ଦିର ଇତିହାସରେ ଯୋଡ଼ିହେବ ସ୍ୱର୍ଣ୍ଣିମ ଫର୍ଦ୍ଦ। ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ। ଏଥିପାଇଁ ଭବ୍ୟ ଆୟୋଜନ ଆରମ୍ଭ କରିଛି ଶ୍ରୀମନ୍ଦିର ପ୍ରଶାସନ। ଏହି ଧାର୍ମିକ କାର୍ଯ୍ୟରେ…

ରାଉରକେଲାରୁ କୋଲାକତା ଉଡ଼ିବ ବିମାନ

ଭୁବନେଶ୍ବର: ଏଣିକି ରାଉରକେଲାବାସୀଙ୍କ ପାଇଁ ସହଜ ହେବ କୋଲକତା ଯାତ୍ରା । କାରଣ ପ୍ରଥମଥର ପାଇଁ ରାଉରକେଲାରୁ କୋଲକତା ବିମାନ ସେବା ଆଜିଠାରୁ ଆରମ୍ଭ ହୋଇଛି । ଏଥିପାଇଁ ରାଜ୍ୟ ସରକାର ୩୫ଟି ଆସନ ପାଇଁ VGF ବ୍ୟବସ୍ଥା କରିଛନ୍ତି। ଏହା…

ବରଗଡ଼ରେ ରାଜ୍ୟପାଳ ରଘୁବର ଦାସ, ଚାଷୀ, ଗ୍ରାମବାସୀ ଓ ବିଦ୍ୟାର୍ଥୀଙ୍କ ସମସ୍ୟା ବିଷୟରେ ପଚାରି ବୁଝିଲେ

ବରଗଡ଼: ବରଗଡ଼ ଜିଲ୍ଲା ଅତାବିରାରେ ଚାଷୀଙ୍କୁ ଭେଟିଛନ୍ତି ରାଜ୍ୟପାଳ ରଘୁବର ଦାସ। ଅତାବିରା ଆରଏମସି ଗେଟ ନିକଟରେ ରାଜ୍ୟପାଳଙ୍କୁ ଭେଟିବା ପାଇଁ କିଛି ଚାଷୀ ପ୍ରଶାସନକୁ ଅନୁରୋଧ କରିଥିଲେ। ହେଲେ ପ୍ରଶାସନ ମନା କରିଦେଇଥିଲା। ତେବେ ରାଜ୍ୟପାଳ ଚାଷୀମାନଙ୍କୁ ଦେଖି ଗାଡ଼ି…

ଯଦି ଭାରତ-ପାକିସ୍ତାନ ଆଲୋଚନା ନ ହୁଏ ତେବେ ଗାଜା, ପାଲେଷ୍ଟାଇନ ପରି ହେବ କଶ୍ମୀରର ଅବସ୍ଥା : ଫାରୁକ୍ ଅବଦୁଲ୍ଲା

ନୂଆଦିଲ୍ଲୀ: ଭାରତ ଓ ପାକିସ୍ତାନ ମଧ୍ୟରେ ବିବାଦର ସମାଧାନ ପାଇଁ ଆଲୋଚନା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ନ୍ୟାସନାଲ କନଫରେନ୍ସ ମୁଖ୍ୟ ଫାରୁକ୍ ଅବଦୁଲ୍ଲା କହିଛନ୍ତି। ସେ କହିଛନ୍ତି ଯେ ଯଦି ଭାରତ ଓ ପାକିସ୍ତାନ ମଧ୍ୟରେ ଆଲୋଚନା ନହୁଏ ତେବେ ଫଳାଫଳ…

ଭାଇରାଲ ହେଉଛି ସରପଞ୍ଚ ଓ ଇଞ୍ଜିନିୟରଙ୍କ ମଧ୍ୟରେ ଲଢ଼େଇ

ବଲାଙ୍ଗୀର : ଭାଇରାଲ ହେଉଛି ସରପଞ୍ଚ ଓ ଇଞ୍ଜିନିୟରଙ୍କ ମଧ୍ୟରେ ଲଢ଼େଇ । ଆଜି ଏହି ଖବର ରହିଛି ସବୁଠି ଭାରି ଚର୍ଚ୍ଚାରେ । ପ୍ରଥମେ ଯୁକ୍ତି ତର୍କ ଆଉ ପରେ ଧସ୍ତାଧସ୍ତି । ଯାହାକୁ ଦେଖି ସେଠାରେ ଉପସ୍ଥିତ ଥିବା…

୨୮ ବର୍ଷ ପରେ ଧରାପଡ଼ିଲା ହତ୍ୟାକାରୀ

ବ୍ରହ୍ମପୁର : ୨୮ ବର୍ଷ ପରେ ଧରାପଡ଼ିଲା ହତ୍ୟାକାରୀ । ବ୍ରହ୍ମପୁରର ଅଭିଯୁକ୍ତ ହରିହର ପାଟ୍ଟଯୋଶୀକୁ ଗୋଷାଣୀ ନୂଆଗାଁ ଥାନା ପୋଲିସ ସହାୟତାରେ ଗିରଫ କଲା ଚେନ୍ନାଇ ପୋଲିସ । ଅଭିଯୋଗ ଅନୁଯାୟୀ, ବ୍ରହ୍ମପୁରର ହରିହର ପାଟ୍ଟଯୋଶୀ ୧୯୯୫ ମସିହାରେ ଚେନ୍ନାଇରେ…

ନୂଆ ବର୍ଷରେ ରାଜଧାନୀରେ ରାତି ସାଢେ ୧୨ଟା ଯାଏ ହୋଟେଲ,ବାର୍ ଖୋଲା ରହିବ

ବାର୍ ଓ ହୋଟେଲ ଗୁଡ଼ିକ ପାଇଁ ନ୍ୟୁ ଇୟର୍ ଗାଇଡ୍‌ଲାଇନ୍ ଜାରି। ରାତି ୧୨.୩୦ ଯାଏ ହୋଟେଲ୍ ଓ ବାର୍ ଖୋଲିପାରିବେ। ଆଉ ଅଧିକ ସମୟ ପାଇଁ ଖୋଲିବାକୁ ହେଲେ ସ୍ୱତନ୍ତ୍ର ଅନୁମତି ଦରକାର। ଅତ୍ୟଧିକ ମଦ୍ୟପାନ ରୋକିବାକୁ ନଜର ରଖାଯିବ।…

ବଢ଼ିଲା ନୌସେନାର ଶକ୍ତି, ସାମିଲ ହେଲା ଆଇଏନ୍‌ଏସ୍‌ ଇମ୍ଫାଲ୍‌

ଥରହର ହେବ ଶତ୍ରୁପକ୍ଷ। ସାବାଡ଼ ହେବେ ଚୀନ୍‌-ପାକିସ୍ତାନ। ଭାରତ ମହାସାଗରେ ବଢ଼ିଲା ନୌସେନାର ଶକ୍ତି। ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଷ୍ଟିଲଥ ଗାଇଡେଡ ମିଜାଇଲ ବିଧ୍ୱଂସକ ଯୁଦ୍ଧ ଜାହାଜ ଆଇଏନଏସ ଇମ୍ଫାଲ ନୌସେନାରେ ସାମିଲ ହୋଇଛି। ମୁମ୍ବାଇ ସ୍ଥିତ ନୌସେନାର ଡକୟାର୍ଡରେ ଆୟୋଜିତ…

ଜାନୁଆରୀ ୨ରେ କଂଗ୍ରେସ ପାଳିବ ଶ୍ରଦ୍ଧାଞ୍ଜଳି ଦିବସ

ଭୁବନେଶ୍ବର : ଜାନୁଆରୀ ୨ ତାରିଖରେ ଶ୍ରଦ୍ଧାଞ୍ଜଳି ଦିବସ ପାଳନ କରିବ କଂଗ୍ରେସ । କଳିଙ୍ଗନଗର ଗୁଳିକାଣ୍ଡକୁ ମନେ ପକାଇ ଶ୍ରଦ୍ଧାଞ୍ଜଳି ଦିବସ । ସମସ୍ତ ଜିଲ୍ଲା ଓ ସହରରେ କ୍ୟାଣ୍ଡେଲ ଜାଳି ଦୁଇ ମିନିଟ୍ ପ୍ରାର୍ଥନା କରାଯିବ । ସରକାରଙ୍କ…

RBI କାର୍ଯ୍ୟାଳୟକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ

ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆକୁ ମିଳିଲା ଧମକ। ମୁମ୍ବାଇରେ ଥିବା ଆର୍‌ବିଆଇ କାର୍ଯ୍ୟାଳୟକୁ ବୋମା ପକାଇ ଉଡାଇ ଦେବାକୁ ଧମକ ମିଳିଛି। କେବଳ ସେତିକି ନୁହେଁ ମୁମ୍ବାଇର ପ୍ରାୟ ୧୧ଟି ସ୍ଥାନରେ ବୋମା ରଖାଯାଇଥିବା ନେଇ ଆର୍‌ବିଆଇକୁ କେହି ଜଣେ ଦୁର୍ବୃତ୍ତ…