ଆଦିବାସୀଙ୍କ ସମ୍ପତ୍ତି ହସ୍ତାନ୍ତର ନିଷ୍ପତ୍ତି ପ୍ରସ୍ତାବ ନାମଞ୍ଜୁର, ତର୍ଜମା ହେବ ପେସା ଚିଠା ରୁଲ୍

ଭୁବନେଶ୍ବର : ଆଦିବାସୀଙ୍କ ଜମିକୁ ଅଣଆଦିବାସୀଙ୍କୁ ହସ୍ତାନ୍ତର କରିବା ପାଇଁ ବିଜେଡି ସରକାର ଅମଳରେ ହୋଇଥିବା ତ୍ରୁଟିକୁ ସୁଧାରିଛନ୍ତି ବିଜେପି ସରକାର । ଏହାସହିତ ପେସା ଆଇନ-୧୯୯୬ର ଡ୍ରାଫ୍ଟ ରୁଲ ଉପରେ ଅଧିକ ତର୍ଜମା କରାଯିବାକୁ ମଧ୍ୟ ନିଷ୍ପତ୍ତି ହୋଇଛି ।…

୨୦୨୪ର ଶେଷ ଦିନରେ ନନ୍ଦନକାନନରେ ପ୍ରାୟ ୩୦ ହଜାର ପର୍ଯ୍ୟଟକ ବୁଲିଲେ ନନ୍ଦନକାନନ

ବାରଙ୍ଗ: ୨୦୨୪ର ଅନ୍ତିମ ଦିନରେ ନନ୍ଦନକାନନରେ ଜମିଲା ପର୍ଯ୍ୟଟକଙ୍କ ଭିଡ଼। ମଙ୍ଗଳବାର ରାଜ୍ୟ ତଥା ରାଜ୍ୟ ବାହାରୁ ନନ୍ଦନକାନନରେ ପର୍ଯ୍ୟଟକଙ୍କ ଭିଡ଼ ଲାଗିରହିଥିଲା। ସୂଚନା ଅନୁଯାୟୀ, ଚିଡ଼ିଆଖାନାକୁ ପ୍ରାୟ ୨୯ ହଜାର ୧୨୬ ଜଣ ପର୍ଯ୍ୟଟକ ବୁଲିଛନ୍ତି । ଅବଶ୍ୟ ଏହା…

ଆସନ୍ତା ଜାନୁଆରୀ ୨୦ ତାରିଖରୁ ଧାଡି ଦର୍ଶନ

ପୁରୀ ୩୧।୧୨: ନୂଆବର୍ଷ ଆସୁଥିବାରୁ ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି । ଆସନ୍ତା ୨୦ ତାରିଖରେ ଧାଡ଼ି ଦର୍ଶନ ପ୍ରକ୍ରିୟା ଆରମ୍ଭ ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି । ତେବେ ଆସନ୍ତା ୨୦ ତାରିଖ ମଧ୍ୟରେ ଧାଡ଼ି ଦର୍ଶନ ପାଇଁ ଟ୍ରାଏଲ ରନ୍ କରାଇବାକୁ ସରକାର ଚାହୁଁନାହାନ୍ତି ବୋଲି…

ପ୍ରବାସୀ ଭାରତୀୟ ଦିବସ ସମାରୋହ: ମୁଖ୍ୟ ଅତିଥି ହେବେ ତ୍ରିନିଦାଦ ଓ ଟୋବାଗୋ ରାଷ୍ଟ୍ରପତି, ଓଡ଼ିଶା ଆସିବେ ୭ହଜାର ଅତିଥି

ଭୁବନେଶ୍ବର :ଆସନ୍ତା ୮ରୁ ୧୦ତାରିଖ ପର୍ଯ୍ୟନ୍ତ ୩ଦିନ ଧରି ଭୁବନେଶ୍ୱରର ଜନତା ମଇଦାନରେ ‘ପ୍ରବାସୀ ଭାରତୀୟ ଦିବସ’ ସମାରୋହ ପାଳିତ ହେବ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ତ୍ରିନିଦାଦ ଓ ଟୋବାଗୋ ରାଷ୍ଟ୍ରପତି କ୍ରିଷ୍ଟାଇନ୍ କାର୍ଲ କାଙ୍ଗାଲୁଙ୍କ ସମେତ…

ସମ୍ପତ୍ତିରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ୨୨ରେ

ଭୁବନେଶ୍ବର : ଦେଶର ୩୧ ଜଣ ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତି ତାଲିକାର ଏକ ରିପୋର୍ଟ ପ୍ରକାଶ କରିଛି ଏଡିଆର- ଆସୋସିଏସନ୍ ଫର୍ ଡେମାକ୍ରାଟିକ୍ ରିଫର୍ମସ। ମୁଖ୍ୟମନ୍ତ୍ରୀମାନେ ସେମାନଙ୍କ ସମ୍ପତ୍ତି ଓ ଋଣକୁ ନେଇ ଦେଇଥିବା ସତ୍ୟପାଠକୁ ଆଧାର କରି ଏହି ରିପୋର୍ଟ ତିଆରି…

ମହିଳାଙ୍କ ECG କରୁଥିଲେ ସଫେଇ କର୍ମଚାରୀ, ମାଡ଼ି ବସିଲେ ପୂର୍ବତନ କର୍ପୋରେଟର

ମୁମ୍ବାଇ : ସରକାରୀ ସ୍ୱାସ୍ଥ୍ୟ ସେବାର ଆଉ ବିକଳ ଚେହେରା ସାମ୍ନାକୁ ଆସିଛି। ମୁମ୍ବାଇର ଏକ ସରକାରୀ ହସ୍ପିଟାଲରେ ସଫେଇ କର୍ମଚାରୀ କରୁଛନ୍ତି ECG। ସଫେଇ କର୍ମଚାରୀ ଜଣଙ୍କ ଜଣେ ମହିଳାଙ୍କ ECG କରୁଥିବା ବେଳେ ତାଙ୍କୁ ହଠାତ୍‌ ଧରିଛନ୍ତି ଜଣେ…

୨୦୨୫କୁ ନେଇ ସମାନ ଭବିଷ୍ୟବାଣୀ କରିଛନ୍ତି ବାବା ଭେଙ୍ଗା ଓ ନୋଷ୍ଟ୍ରାଡାମସ

ନୂଆଦିଲ୍ଲୀ : ବର୍ଷ ୨୦୨୫ ଆରମ୍ଭ ହେବାକୁ ଯାଉଛି। ନୂଆ ବର୍ଷକୁ ନେଇ ସମସ୍ତେ ଉତ୍ସାହିତ। ଏହାରି ଭିତରେ ସଠିକ୍ ଭବିଷ୍ୟବାଣୀ ପାଇଁ ଜଣାଶୁଣା ବାବା ଭେଙ୍ଗା ଏବଂ ନୋଷ୍ଟ୍ରାଡାମସଙ୍କର କିଛି ଭବିଷ୍ୟବାଣୀ ସମସ୍ତଙ୍କୁ ଚକିତ କରିଛି। ଆଶ୍ଚର୍ଯ୍ୟଜନକ କଥା ହେଉଛି,…

୨୦୨୪ ବର୍ଷ ଲାଗି ଭାରତୀୟ ରାଜନୀତି ପରିକ୍ରମା

ନୂଆଦିଲ୍ଲୀ : ୨୦୨୪ ବର୍ଷ ଭାରତୀୟ ରାଜନୀତି ପାଇଁ ଗୁରୁତ୍ୱପୂର୍ଣ୍ଣ ଥିଲା କାରଣ ନିର୍ବାଚନ ଆୟୋଗ ବିଶ୍ୱର ସର୍ବବୃହତ ନିର୍ବାଚନୀ ଆୟୋଜନ କରିଥିଲେ ଏବଂ ଆଗାମୀ ପାଞ୍ଚ ବର୍ଷ ପାଇଁ ଦେଶରେ କିଏ ଶାସନ କରିବ ତାହା ସ୍ଥିର କରିବା ପାଇଁ…

କେରଳ ନର୍ସଙ୍କ ମୃତ୍ୟୁ ଦଣ୍ଡକୁ ୟେମେନ ରାଷ୍ଟ୍ରପତିଙ୍କ ଅନୁମୋଦନ, ପ୍ରତିକ୍ରିୟା ରଖିଲା ଭାରତ

ନୂଆଦିଲ୍ଲୀ : ୟେମେନରେ ଜଣେ ନାଗରିକଙ୍କ ହତ୍ୟା ମାମଲାରେ କେରଳର ନର୍ସ ନିମିଷା ପ୍ରିୟାଙ୍କୁ ସେଠାରେ ମୃତ୍ୟୁ ଦଣ୍ଡାଦେଶ ମିଳିଛି। ନିମିଷାଙ୍କ ପରିବାର ନିଜ ଝିଅକୁ ବଞ୍ଚାଇବାକୁ ସମସ୍ତ ପ୍ରକାର ପ୍ରୟାସ କରୁଛନ୍ତି। ହେଲେ ସୋମବାର ୟେମେନ ରାଷ୍ଟ୍ରପତି ଅଲ-ଅଲିମି ନିମିଷାଙ୍କ…

କନ୍ୟାକୁମାରୀଠାରେ ସମୁଦ୍ର ଉପରେ ଦେଶର ପ୍ରଥମ କାଚ ବ୍ରିଜ୍ ଉଦଘାଟିତ

ଚେନ୍ନାଇ : ତାମିଲନାଡୁର କନ୍ୟାକୁମାରୀଠାରେ ସମୁଦ୍ର ଉପରେ ଦେଶର ପ୍ରଥମ କାଚ ବ୍ରିଜ ନିର୍ମାଣ କରାଯାଇଛି। ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ଏହି ଗ୍ଲାସ ବ୍ରିଜକୁ ଉଦଘାଟନ କରିଛନ୍ତି। ଏହି ବ୍ରିଜ ଦେଇ ପର୍ଯ୍ୟଟକମାନେ ବର୍ତ୍ତମାନ ବିବେକାନନ୍ଦ ସ୍ମାରକୀରୁ ଥିରୁଭଲ୍ଲୁଭରଙ୍କ ପ୍ରତିମୂର୍ତ୍ତି ସ୍ଥଳକୁ…