୨୦୨୩-୨୪ ବର୍ଷରେ ଦେଶରେ କୋଇଲା ଉତ୍ପାଦନ ସର୍ବାଧିକ

ନୂଆଦିଲ୍ଲୀ : ୨୦୨୩-୨୪ ବର୍ଷରେ ଭାରତରେ ସର୍ବାଧିକ କୋଇଲା ଉତ୍ପାଦନ ହୋଇଛି। ୨୦୨୩-୨୪ ବର୍ଷରେ ସର୍ବଭାରତୀୟ କୋଇଲା ଉତ୍ପାଦନ ୯୯୭.୮୨୬ ନିୟୁତ ଟନ୍ ହୋଇଥିବା ବେଳେ ୨୦୨୨-୨୩ରେ ଏହା ୮୯୩.୧୯୧ ନିୟୁତ ଟନ୍ ଥିଲା ଏବଂ ଏଥିରେ ପ୍ରାୟ ୧୧.୭୧ ପ୍ରତିଶତ…

ଅଡୁଆରେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ, ସମନ ଜାରି କଲା ଇଡି

ହାଇଦ୍ରାବାଦ : ବଢ଼ିଲା ତେଲଙ୍ଗାନର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅଙ୍କ ଅଡୁଆ। ସମନ ଜାରି କଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ମନି ଲଣ୍ଡରିଂ ମାମଲାରେ ଇଡି ବିଆର୍‌ଏସ୍‌ କାର୍ଯ୍ୟକାରୀ ଅଧ୍ୟକ୍ଷ ତଥା ପୂର୍ବତନ ମନ୍ତ୍ରୀ କେଟି ରାମା ରାଓଙ୍କୁ ସମନ ଜାରି କରିଛି। ୨୦୨୩ରେ…

ଦିଲ୍ଲୀ ସରକାରଙ୍କ ଯୋଜନାର ତଦନ୍ତ ନିର୍ଦ୍ଦେଶ, ସମାଲୋଚନା କଲେ କେଜ୍ରିୱାଲ

ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଅଡ଼ୁଆରେ ଆମ୍ ଆଦମୀ ପାର୍ଟି ସରକାର। ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଘୋଷଣା କରିଥିବା 'ମହିଳା ସମ୍ମାନ ଯୋଜନା' ବିରୋଧରେ ଆସିଥିବା ଅଭିଯୋଗର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଉପରାଜ୍ୟପାଳ ବିନୟ କୁମାର…

ଅଟଳ ଟନେଲରେ ଫସିଲେ ଶହ ଶହ ପର୍ଯ୍ୟଟକ, ପ୍ରବଳ ଜାମ

ସିମଲା : ହିମାଚଳ ପ୍ରଦେଶରେ ଆରମ୍ଭ ହୋଇଛି ତୁଷାରପାତ। ବରଫ ଚାଦର ତଳେ ଢ଼ାଙ୍କି ହୋଇଛି ପାହାଡ। ଏହାର ମଜା ନେବା ପାଇଁ ଶହ ଶହ ପର୍ଯ୍ୟଟକ ଛୁଟି ଆସୁଛନ୍ତି। ନୂଆବର୍ଷ ପାଳନ ପାଇଁ ମଧ୍ୟ ଏଠାରେ ଭିଡ଼ ଜମିଛି। ତେବେ…

ମନମୋହନଙ୍କୁ ଅଶ୍ରୁଳ ବିଦାୟ, ପଞ୍ଚଭୂତରେ ଲୀନ ହେଲେ : ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ 

ନୂଆଦିଲ୍ଲୀ : ପଞ୍ଚଭୂତରେ ଲୀନ ହେଲେ ଦିବଙ୍ଗତ ପ୍ରଧାନମନ୍ତ୍ରୀ ମନମୋହନ ସିଂହ। ସରିଲା ଅନ୍ତିମ ସଂସ୍କାର। ନୂଆଦିଲ୍ଲୀ ନିଗମବୋଧ ଘାଟରେ ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମନମୋହନ ସିଂହଙ୍କ ଅନ୍ତିମ ସଂସ୍କାର ସମ୍ପୂର୍ଣ୍ଣ ହୋଇଛି। ପୂର୍ଣ୍ଣ ସେନା ସମ୍ମାନ ସହ ଶେଷକୃତ୍ୟ…

ଲୋକସେବା ଭବନରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ମନମୋହନ ସିଂହଙ୍କ ଫଟୋଚିତ୍ରରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଗଣମାଧ୍ୟମକୁ ବିବୃତ୍ତି ଦେଇ କହିଥିଲେ…

ପାଳଗଦାରୁ ଅର୍ଦ୍ଧ ଦଗ୍ଧ ମୃତଦେହ ଉଦ୍ଧାର, ସ୍କୁଟି ସହ ଯୁବକଙ୍କୁ ଜାଳି ଦେଇଥିବା ସନ୍ଦେହ

ସୁନ୍ଦରଗଡ଼଼: ପାଳଗଦାରୁ ସ୍କୁଟି ସହ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଲେଫ୍ରିପଡ଼ା ଥାନା ସର୍ଗିପାଲି ନବୋଦୟ ସ୍କୁଲ ପଛ ପଟେ ଥିବା ପାଳଗଦାରୁ ସ୍କୁଟି ସହ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। କେହି ସ୍କୁଟି ସହ ଯୁବକଙ୍କୁ ଜାଳି ଦେଇଥିବା ସନ୍ଦେହ…

ଜିରୋ ନାଇଟ ପାଇଁ ଦିଆଯିବ ନାହିଁ ଅସ୍ଥାୟୀ ଲାଇସେନ୍ସ, ଚୋରା ମଦ ବିକିଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର: ଜିରୋ ନାଇଟ୍ ସେଲିବ୍ରେସନ ନେଇ କଟକଣା ଜାରି କରିଛି କମିଶନରେଟ ପୋଲିସ । ୩୧ ଡିସେମ୍ବର ସନ୍ଧ୍ୟାରୁ କଡ଼ାକଡ଼ି ଚେକିଂ ହେବ। ମଦ୍ୟପାନ କରି ଗାଡି ଚଳାଇଲେ ପୋଲିସ ବାନ୍ଧିବ ବୋଲି କହିଛନ୍ତି ଭୁବନେଶ୍ୱର ଡିସିପି। ଅନ୍ୟପଟେ ଜିରୋ ନାଇଟ୍କୁ…

ଘୁଞ୍ଚିଲା ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ଜାମିନ ଆବେଦନ ଶୁଣାଣି

ହାଇଦ୍ରାବାଦ: ଘୁଞ୍ଚିଲା ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ନିୟମିତ ଜାମିନ(ରେଗୁଲାର ବେଲ୍) ଆବେଦନର ଶୁଣାଣି। ହାଇଦ୍ରାବାଦ ଦଳଚକଟା ମାମଲାରେ ଶୁଣାଣି କରୁଥିବା ନାମ୍ପାଲୀ କୋର୍ଟ ଜାମିନ ଆବେଦନ ଶୁଣାଣିକୁ ଡିସେମ୍ବର ୩୦ ପର୍ଯ୍ଯନ୍ତ ଘୁଞ୍ଚାଇ ଦେଇଛନ୍ତି। ଏହା ପୂର୍ବରୁ ଅଦାଲତ ଅଭିନେତାଙ୍କୁ ୧୪…

ଶଙ୍ଖ ଭବନରେ ମହିଳା କର୍ମକର୍ତ୍ତାଙ୍କ ହାତାହାତି ଘଟଣାରେ ପ୍ରତିକ୍ରିୟା ରଖିଲେ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ

କଟକ: ଶଙ୍ଖ ଭବନରେ ଦୁଇ ମହିଳା କର୍ମକର୍ତ୍ତାଙ୍କ ହାତାହାତି ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ । କେହି କାହାକୁ ମାଡ଼ ମାରି ନାହାନ୍ତି। ସେ କହିଛନ୍ତି, ଏହା ଏକ ଛୋଟ ଘଟଣା, ଚେୟାର ଖଣ୍ଡେ ନ…