ଖତ ଗଦାରୁ ବାହାରିଲା ବିଡ଼ା ବିଡ଼ା ନୋଟ୍; ମା’,ପୁଅ ଅଟକ
ଖତ ଗଦାରୁ ବାହାରିଲା ବିଡ଼ା ବିଡ଼ା ଟଙ୍କା । ହାଇଦ୍ରାବାଦରୁ ଚୋରି କରି ବାଲେଶ୍ୱର କମର୍ଦ୍ଦାରେ ଟଙ୍କା ଲୁଚାଇଥିଲେ ଅଭିଯୁକ୍ତ । ମାତ୍ର ପୁଲିସ୍ ଖୋଜାଖୋଜି କରି ଖତ ଗଦା ସମେତ ଘରୁ ବାହାର କରିଛି ୧୪ ଲକ୍ଷ ଟଙ୍କା। ଏପରି…
ଖତ ଗଦାରୁ ବାହାରିଲା ବିଡ଼ା ବିଡ଼ା ଟଙ୍କା । ହାଇଦ୍ରାବାଦରୁ ଚୋରି କରି ବାଲେଶ୍ୱର କମର୍ଦ୍ଦାରେ ଟଙ୍କା ଲୁଚାଇଥିଲେ ଅଭିଯୁକ୍ତ । ମାତ୍ର ପୁଲିସ୍ ଖୋଜାଖୋଜି କରି ଖତ ଗଦା ସମେତ ଘରୁ ବାହାର କରିଛି ୧୪ ଲକ୍ଷ ଟଙ୍କା। ଏପରି…
ସମ୍ବଲପୁର: ଡେବ୍ରିଗଡ଼ ଅଭୟାରଣ୍ୟରେ ଅଛନ୍ତି ୬୫୯ଟି ଗୟଳ । ୬୫୯ଟି ରୁ ୨୧୦ଟି ଗୟଳ କମ୍ ବୟସର ଅଛନ୍ତି । ଗତ ୧୨ ଏବଂ ୧୩ ତାରିଖରେ ପ୍ରଥମ ଥର ପାଇଁ ସମ୍ବଲପୁର ଡେବ୍ରିଗଡ ଅଭୟାରଣ୍ୟରେ ଗୟଳ ଗଣନା ହୋଇଥିବା ବେଳେ…
ଜମ୍ମୁ କଶ୍ମୀରରେ ବେକାରୀ ହାରରେ ବହୁମାତ୍ରାରେ ବୃଦ୍ଧି ଘଟିଛି। ଜମ୍ମୁ କଶ୍ମୀର ସରକାରଙ୍କ ନିଯୁକ୍ତି ନିର୍ଦ୍ଦେଶାଳୟ (DoE)ର ୨୦୨୪ ପ୍ରଥମ ତ୍ରୟମାସିକ ତଥ୍ୟ ଅନୁଯାୟୀ ରାଜ୍ୟରେ ୩.୫୨ ଲକ୍ଷ ଯୁବକ ବେକାର ଅଛନ୍ତି। ଏମାନଙ୍କ ମଧ୍ୟରୁ ୧.୦୯ ଲକ୍ଷ ଯୁବକ ସ୍ନାତକ…
ଭୁବନେଶ୍ବର: ଭରତପୁର ଥାନାରେ ସେନା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସ ଦୁର୍ବ୍ୟବହାର ମାମଲାର ତଦନ୍ତ କରୁଥିବା ତଦନ୍ତ କମିଶନ ଜଷ୍ଟିସ ଚିତ୍ତରଂଜନ ଦାଶଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି। ୨୦୨୫ ଜାନୁଆରି ୩୧ ତାରିଖ ଯାଏ ଏହାକୁ ବୃଦ୍ଧି କରାଯାଇଛି। ଏନେଇ…
ଭୁବନେଶ୍ବର: ଖୁବ୍ଶୀଘ୍ର ଓଡ଼ିଶାର ଦୁଗ୍ଧ ଚାଷୀଙ୍କ ପାଇଁ ଡିବିଟି ଲାଗୁ କରାଯିବ । ଅନ୍ୟ ରାଜ୍ୟ ଭଳି ଏଣିକି ଓଡ଼ିଶାର ଦୁଗ୍ଧ ଚାଷୀଙ୍କ ଆକାଉଣ୍ଟକୁ ଯିବ ପ୍ରୋତ୍ସାହନ ରାଶି ଟଙ୍କା । ପଞ୍ଚାୟତ କ୍ଷୀର ଧାରା କେନ୍ଦ୍ରରେ କ୍ଷୀର ଦେଲେ ସିଧାସଳଖ…
ବିଜେପି ଓ କଂଗ୍ରେସକୁ ଜବାବ ମାଗିଲେ ନିର୍ବାଚନ ଆୟୋଗ। ଜାତୀୟ ସ୍ତରରେ ଦୁଇ ପ୍ରମୁଖ ଦଳର ଷ୍ଟାର୍ ପ୍ରଚାରକ ଅମିତ ଶାହ ଏବଂ ରାହୁଲ ଗାନ୍ଧିଙ୍କ ମନ୍ତବ୍ୟକୁ ନେଇ ଦଳର ସଭାପତିମାନଙ୍କୁ ସ୍ପଷ୍ଟୀକରଣ ମାଗିଛନ୍ତି ନିର୍ବାଚନ କମିଶନ। ଆସନ୍ତା ସୋମବାର ସୁଦ୍ଧା…
ବାରିପଦା: ସଫ୍ଟ ଏନକ୍ଲୋଜରରେ ପ୍ରଥମ ଶିକାର କଲା ବାଘୁଣୀ ‘ଜିନତ୍’ l ଏନକ୍ଲୋଜରରେ ଘୁଷୁରିକୁ ଶିକାର କରି ଖାଇଲା ବାଘୁଣୀ ‘ଜିନତ୍’ l ରାତି ପ୍ରାୟ ୧୦ଟାରେ ଏନ୍କ୍ଲୋଜର୍ରେ ପ୍ରଥମ ଶିକାର କରିଛି ବାଘୁଣୀ l ମହାରାଷ୍ଟ୍ରରୁ ଆସିଥିବା ବାଘୁଣୀ ‘ଜିନତ୍’ର…
ଭୁବନେଶ୍ୱର : ରାଜଧାନୀରେ ଉଭା ହୋଇଛନ୍ତି ଜୁନିୟର ସାରଥୀ । ବୟସ ପାଖାପାଖି ୧୮ । ତୁଳସୀ ଓ ମୟୂର ଚୂଳ ପିନ୍ଧି ସାରଥୀଙ୍କ ଭଳି ସଜେଇ ହୋଇଛନ୍ତି । ତାଙ୍କୁ ଲୋକ ପୂଜା ବି କରୁଛନ୍ତି । ଖଣ୍ଡଗିରି ଅଞ୍ଚଳର…
ଢେଙ୍କାନାଳ: ପଦ ହରାଇଲେ ସଦର ବ୍ଲକ ଅଧ୍ୟକ୍ଷା ରାଜଶ୍ରୀ ନାୟକ । ଅନାସ୍ଥା ଭୋଟିଂରେ ଅଧ୍ୟକ୍ଷାଙ୍କ ବିପକ୍ଷରେ ୪୪ ଭୋଟ୍ ରହିଥିବା ବେଳେ ସପକ୍ଷରେ ୧୭ଟି ଭୋଟ୍ ପଡିଥିଲା । ଏଥିସହିତ ଗୋଟିଏ ଭୋଟ୍ ନାକଚ ହୋଇଥିବା ବେଳେ ୧୭ ଭୋଟ…
ପଞ୍ଜାବ ରାଜନୀତିରୁ ଆସିଛି ଏକ ବଡ଼ ଖବର। ଶିରୋମଣି ଅକାଳୀ ଦଳର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ସୁଖବୀର ସିଂହ ବାଦଲ। ସେ ଦଳର କାର୍ଯ୍ୟକାରୀ କମିଟିକୁ ନିଜର ଇସ୍ତଫା ପତ୍ର ପଠାଇଥିବା ଜଣାପଡ଼ିଛି। ଏନେଇ ପଞ୍ଜାବର ପୂର୍ବତନ ଶିକ୍ଷା ମନ୍ତ୍ରୀ…