ମାସେ ଭିତରେ ୨ ଶହରୁ ଊର୍ଦ୍ଧ୍ବ ଚେନ୍ ଲୁଟେରା ଧରାପଡ଼ିଛନ୍ତି: ପିନାକ ମିଶ୍ର
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଦିନକୁ ଦିନ ହିଂସାର ମାତ୍ରା ବଢ଼ିବାରେ ଲାଗିଛି। ଚୋରି, ଠକେଇ, ଲୁଟ୍, ରାହାଜାନୀ ଆଦି ଘଟଣା ବଢ଼ିଚାଲିଛି। ସେହିପରି ଘରୋଇ କଳି ଓ ପାରିବାରିକ ହିଂସା ମଧ୍ୟ ସୀମା ଅତିକ୍ରମ କରିଛି। ବ୍ରାଉନ୍ସୁଗାର ବ୍ୟାପର, ମଦ-ଗଂଜେଇ କାରବାର…
