କମିସନରେଟ୍‌ ପୁଲିସର ଅନୁରୋଧ: ନୂଆବର୍ଷ ପାଳନ କରନ୍ତୁ, ହେଲେ ମଦ୍ୟପାନକୁ ନାଁ

ଭୁବନେଶ୍ବର: କ୍ୟାଲେଣ୍ଡର ବର୍ଷ-୨୦୨୪ ସରିବାକୁ ଯାଉଥିବା ବେଳେ ନୂଆବର୍ଷ-୨୦୨୫ ଚାରିଦିନ ପରେ ଆସିବ। ନୂଆବର୍ଷକୁ ନେଇ ଯୁବପିଢ଼ି ବେଶ ଉତ୍ସାହିତ ଥିବା ବେଳେ ବ୍ୟବସାୟୀମାନେ ମଧ୍ୟ ଭଲ ରୋଜଗାର କରିବାକୁ ଆଶା ରଖିଛନ୍ତି। ତେବେ ନୂଆବର୍ଷ ଶାନ୍ତିର ସହିତ ଅତିକ୍ରମ କରୁ…

ରାଜ୍ୟରେ ରହିଛନ୍ତି ନକଲି ଚାଷୀ, ଚିହ୍ନଟ ପାଇଁ ହେବ ପଞ୍ଜିକରଣ

ଭୁବନେଶ୍ବର: ରାଜ୍ୟରେ ଅନେକ ନକଲି ଚାଷୀ ବା ଅଣଚାଷୀ ରହିଛନ୍ତି । ଚାଷୀ ନହୋଇ ବି ଚାଷୀ ହେବାର ସମସ୍ତ ଫାଇଦା ଲାଭ କରୁଛନ୍ତି । ଏଥିପାଇଁ ସରକାର ପୁଣି ପଞ୍ଚିକରଣ କରିବେ । କିଛି ଏମିତି କହି ଅଣଚାଷୀଙ୍କୁ ପୂର୍ବରୁ…

ମନମୋହନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଆମେରିକା, ରୁଷ ଓ ଚୀନ

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗରେ କେବଳ ଦେଶ ନୁହେଁ ସାରା ବିଶ୍ଵର ନେତାମାନଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି। ମନମୋହନଙ୍କ ମୃତ୍ୟୁକୁ ନେଇ ଆମେରିକା, ରୁଷ, ଚୀନ, ଫ୍ରାନ୍ସ ସମେତ ବିଭିନ୍ନ ଦେଶ ପକ୍ଷରୁ ଶୋକବ୍ୟକ୍ତ କରାଯିବା ସହିତ ଶ୍ରଦ୍ଧାସୁମନ…

ଅମିତ ଶାହଙ୍କ ଓଡ଼ିଶା ଗସ୍ତ ସ୍ଥଗିତ

କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ସ୍ଥଗିତ ।  ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ପାଇଁ ଶାହଙ୍କ ଗସ୍ତ ସ୍ଥଗିତ ହୋଇଥିବା ଜଣାପଡ଼ିଛି ।  ଆସନ୍ତାକାଲି ଶନିବାରରେ ଭୁବନେଶ୍ବର ଆସିଥାଆନ୍ତେ ଅମିତ…

ଇଡି ଜାଲରେ କେନ୍ଦ୍ର ମନ୍ତ୍ରୀ ଚିରାଗ ପାଶ୍ୱାନଙ୍କ ସହଯୋଗୀ

ଲୋକ ଜନଶକ୍ତି ପାର୍ଟି (ରାମ ବିଳାଶ) ନେତା ତଥା କେନ୍ଦ୍ର ମନ୍ତ୍ରୀ ଚିରାଗ ପାଶ୍ୱାନଙ୍କ ସହଯୋଗୀ ହୁଲାସ ପାଣ୍ଡେଙ୍କ ତିନିଟି ଠିକଣାରେ ଆଜି ଚଢ଼ାଉ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ପାଟନା, ବେଙ୍ଗାଲୁରୁ ଓ ଦିଲ୍ଲୀରେ ଏହି ଚଢ଼ାଉ କରାଯାଇଛି। କିଛି…

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ବିୟୋଗରେ ରାଜ୍ୟ କଂଗ୍ରେସ ଭବନରେ ଶୋକସଭା

ଭୁବନେଶ୍ୱର : ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗରେ ରାଜ୍ୟ କଂଗ୍ରେସ ଭବନରେ ଶୋକ ସଭା ଅନୁଷ୍ଠିତ ।   କଂଗ୍ରେସର ବହୁ ବରିଷ୍ଠ ନେତା ଶୋକ ସଭାରେ ଉପସ୍ଥିତ ରହି ଅମର ଆତ୍ମାର ସଦଗତି ପାଇଁ ପ୍ରାର୍ଥନା କରିଥିଲେ ।  ପରେ ମନମୋହନ…

ବିମାନ ଦୁର୍ଘଟଣା ନେଇ ଆମକୁ ଦୋଷ ଦିଅ ନାହିଁ: ଆମେରିକାକୁ ରୁଷିଆର ଜବାବ

ମସ୍କୋ: ଆଜରବୈଜାନ ବିମାନ କାଜାଖସ୍ତାନରେ ଦୁର୍ଘଟଣାଗ୍ରସ୍ତ ବେହା ଘଟଣା ଏବେ ନୂଆ ମୋଡ ନେଇଛି। ପାଶ୍ଚାତ୍ୟ ଗଣମାଧ୍ୟମ ଏବଂ ପାଶ୍ଚାତ୍ୟ ଦେଶ ଅଭିଯୋଗ କରୁଛନ୍ତି ଯେ ରୁଷିଆ କ୍ଷେପଣାସ୍ତ୍ର ମାଡ଼ରେ ଏଭଳି ଘଟିଛି। ତେବେ ରୁଷିଆ ପକ୍ଷରୁ ଏଭଳି ଆରୋପକୁ ଖଣ୍ଡନ…

ଗିରଫ ହେଲେ ବୋରିଗୁମା ଭାରପ୍ରାପ୍ତ ଏଆରଆଇ, ଜବତ ହେଲା କୋଟିଏରୁ ଅଧିକ ଟଙ୍କାର ସଂପତ୍ତି

ଭୁବନେଶ୍ଵର : ଗିରଫ ହେଲେ କୋରାପୁଟ ଜିଲ୍ଲା ବୋରିଗୁମା କୁମୁଳି ସର୍କଲର ଭାରପ୍ରାପ୍ତ ଏଆରଆଇ ସୁରେନ୍ଦ୍ର ତନ୍ତି । ଭିଜିଲାନ୍ସ ରେଡ୍ ବେଳେ ତାଙ୍କର ଅଚଳାଚଳ ସଂପତ୍ତି ଠାବ ହୋଇ ଛି । ୩ଟି ବହୁତଳ ବିଲ୍ଡିଂ, ୧୭ଟି ପ୍ଲଟ୍ ର…

ବଢ଼ିଲା ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ

ଭୁବନେଶ୍ବର: ବଢିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ । ମୋହନ ସରକାରରେ ଆହୁରି ବର୍ଷେ କାମ କରିବେ ମୁଖ୍ୟ ଶାସନ ସଚିବ ଆଇଏଏସ ମନୋଜ ଆହୁଜା । ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳକୁ ୧ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ରାଜ୍ୟ…

ଚୁକ୍ତି ପରେ ମଧ୍ୟ ଚୀନ୍ ସେନା ଏଲଏସିରେ ରହିଛନ୍ତି

ନୂଆଦିଲ୍ଲୀ: ଲାଇନ୍ ଅଫ୍ ଆକ୍ଟୁଆଲ୍ କଣ୍ଟ୍ରୋଲ୍ (ଏଲଏସି) ଉପରେ ଭାରତ ଏବଂ ଚୀନ୍ ମଧ୍ୟରେ ଚାଲିଥିବା ବିବାଦ ଶେଷ ହେବାକୁ ଯାଉଛି। ଚୀନ୍‌ର ପ୍ରତିରକ୍ଷା ମନ୍ତ୍ରଣାଳୟ ଗୁରୁବାର ଦିନ କହିଛି ଯେ ପୂର୍ବ ଲଦାଖରେ ଚାଲିଥିବା ବିବାଦକୁ ବନ୍ଦ କରିବା ପାଇଁ…