ଝାଡ଼ଖଣ୍ଡରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଲାଗି ମତଦାନ
ରାଞ୍ଚି: ଝାଡ଼ଖଣ୍ଡରେ ଆଜି ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଲାଗି ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ସକାଳ ୭ଟାରୁ ଆରମ୍ଭ ହୋଇ ଏହା ସନ୍ଧ୍ୟା ୫ଟା ଯାଏ ଚାଲିବ।। ପ୍ରଥମ ପର୍ଯ୍ୟାୟରେ ୧୫ ଜିଲ୍ଲାର ୪୩ ବିଧାନସଭା ଆସନରେ ଭୋଟ୍ ଗ୍ରହଣ…
