ଉପମୁଖ୍ୟମନ୍ତ୍ରୀଙ୍କ ନାଁ ନେଇ ଠକେଇ, ୨ ଯୁବକ ଥାନାରେ ଅଟକ
ଭୁବନେଶ୍ବର : ଉପମୁଖ୍ୟମନ୍ତ୍ରୀଙ୍କ ନାଁ ନେଇ ଠକେଇ ଅଭିଯୋଗ। ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓଙ୍କ ନାଁ ନେଇ ଚାକିରୀ କରାଇ ଦେବା କହି ଠକେଇ ଅଭିଯୋଗ। ଏହି ଘଟଣାରେ ୨ ଜଣ ଯୁବକଙ୍କୁ ପାଟଣାଗଡ଼ ଥାନାରେ ଅଟକ ରଖିଛି ପୁଲିସ। ଅଭିଯୁକ୍ତମାନେ ସ୍ଥାନୀୟ…
