ବିଜେପି ପ୍ରତି ମହାରାଷ୍ଟ୍ର କଂଗ୍ରେସ ମୁଖିଆଙ୍କ ‘କୁକୁର’ ବୟାନକୁ ନେଇ ତେଜିଲା ବିବାଦ
ମୁମ୍ବାଇ : ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଓ ବିଜେପି ମଧ୍ୟରେ ବାକଯୁଦ୍ଧ ତୀବ୍ର ହୋଇଛି। ମହାରାଷ୍ଟ୍ର କଂଗ୍ରେସ ମୁଖିଆ ନାନା ପାଟୋଲେ ବିଜେପି ପ୍ରତି ଅତ୍ୟନ୍ତ ବିବାଦୀୟ ଶବ୍ଦ ପ୍ରୟୋଗ କରିଛନ୍ତି। ଅକୋଲାରେ ଆୟୋଜିତ ରାଲିରେ ପାଟୋଲେ କହିଛନ୍ତି,…
