ଚଳିତ ଶିକ୍ଷାବର୍ଷରୁ ଉଚ୍ଚଶିକ୍ଷା କ୍ଷେତ୍ରରେ ଆରମ୍ଭ ହେବ ଜାତୀୟ ଶିକ୍ଷା ନୀତି
ଭୁବନେଶ୍ବର : ଉଚ୍ଚଶିକ୍ଷା କ୍ଷେତ୍ରରେ ୨୦୨୪-୨୫ ଶିକ୍ଷା ବର୍ଷରେ ଜାତୀୟ ଶିକ୍ଷା ନୀତି-୨୦୨୦ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଓଡ଼ିଶା ସରକାର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଓ…
