2024

ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: କିଛି ଦିନ ବ୍ୟବଧାନରେ ପୁଣି ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଲଘୁଚାପରେ ପରିଣତ ହେବା ପରେ ପଶ୍ଚିମ ଦିଗକୁ ଗତି କରିବ ବୋଲି ସୂଚନା ମିଳିଛି । ଏନେଇ ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ ପକ୍ଷରୁ ସୂଚନା…

ଚାମ୍ପିଅନ୍ସ ଟ୍ରଫି ପାଇଁ ପାକିସ୍ତାନ ଯିବନି ଟିମ୍ ଇଣ୍ଡିଆ

ନୂଆଦିଲ୍ଲୀ: ଚାମ୍ପିୟନ୍ସ ଟ୍ରଫି ୨୦୨୫କୁ ନେଇ ସାମ୍ନାକୁ ଆସିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ । ପାକିସ୍ତାନ କ୍ରିକେଟ୍ ବୋର୍ଡକୁ ବଡ଼ ଝଟକା ଦେଇଛି ଟିମ୍ ଇଣ୍ଡିଆ। ଏକ ରିପୋର୍ଟ ଅନୁଯାୟୀ, ଭାରତୀୟ ଦଳ ଚାମ୍ପିୟନ୍ସ ଟ୍ରଫି ଖେଳିବାକୁ ପାଇଁ ପାକିସ୍ତାନ ଯିବ ନାହିଁ।…

କଟକ ବାଲିଯାତ୍ରା ସମୟରେ ଫୁଟପାଥରେ ବସିପାରିବେନି ଉଠା ଦୋକାନୀ

କଟକ: ଆଉ କିଛି ଦିନର ଅପେକ୍ଷା ଏହା ପରେ ଆରମ୍ଭ ହେବ ବିଶ୍ବ ପ୍ରସିଦ୍ଧ କଟକ ବାଲିଯାତ୍ରା । ତେବେ ବାଲିଯାତ୍ରାକୁ ନେଇ କିଛି ନିଷେଧାଦେଶ ଜାରି କରାଯାଇଛି । ବାଲିଯାତ୍ରା ସମୟରେ ଫୁଟପାଥରେ ଉଠାଦୋକାନୀ ବସିପାରିବେ ନାହିଁ ବୋଲି ହାଇକୋର୍ଟଙ୍କ…

ଅଧା ରାସ୍ତାରେ ବେକରେ ଟାଙ୍ଗିଆ ରଖି ନେଇଗଲେ ୭ ଲକ୍ଷ ଟଙ୍କା

ଅଧା ରାସ୍ତାରେ ବେକରେ ଟାଙ୍ଗିଆ ରଖି ନେଇଗଲେ ୭ ଲକ୍ଷରୁ ଅଧିକ ଟଙ୍କା। ଏପରି ଅଭିଯୋଗ ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଅଞ୍ଚଳରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ୍‌ ଘଟଣାର ତଦନ୍ତ ଚଳାଇଛି। ମୁରିବାହାଲ ଥାନା ହଳଦୀ ଗାଁରେ…

ରାଜ୍ୟସ୍ତରୀୟ ପୋଷ୍ୟ ସନ୍ତାନ ନିର୍ଦ୍ଦେଶାବଳୀ ତାଲିମ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଆଇନଗତ ପୋଷ୍ୟ ଗ୍ରହଣ ହିଁ ପ୍ରତ୍ୟେକ ଶିଶୁକୁ ପରିବାର ଯୋଗାଇ ଦେବାର ପ୍ରକୃଷ୍ଟ ଉପାୟ। ଶିଶୁ ସୁରକ୍ଷା ବ୍ୟବସ୍ଥାର ପ୍ରତ୍ୟେକ ହିତାଧିକାରୀଙ୍କ ସକ୍ରିୟ ସହଭାଗିତା ଦ୍ୱାରା ଏହାକୁ ନିଶ୍ଚିତ କରାଯାଇ ପାରି। ଆଜି ଏକଦିବସୀୟ ରାଜ୍ୟସ୍ତରୀୟ ପୋଷ୍ୟ ଗ୍ରହଣ ନିୟମାବଳୀ,…

‘କାଲିଠାରୁ ନ୍ୟାୟ ପ୍ରଦାନ କରିପାରିବିନି..’; ବିଦାୟୀ ବାର୍ତ୍ତା ବେଳେ ଭାବବିହ୍ୱଳ ପ୍ରଧାନ ବିଚାରପତି

ଆଜି ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ୱାଇ ଚନ୍ଦ୍ରଚୂଡ଼ଙ୍କର ଶେଷ କାର୍ଯ୍ୟଦିବସ ଥିଲା। ଶେଷ କାର୍ଯ୍ୟଦିବସରେ ଅବସରକାଳୀନ ବାର୍ତ୍ତା ବେଳେ ଭାବବିହ୍ୱଳ ହୋଇଛନ୍ତି ପ୍ରଧାନ ବିଚାରପତି। ସେ କହିଛନ୍ତି, କାଲିଠାରୁ ମୁଁ ଆଉ ନ୍ୟାୟ ପ୍ରଦାନ କରିପାରିବି ନାହିଁ। କିନ୍ତୁ ଏତିକିରେ…

ଭିଜିଲାନ୍ସ ହାତରେ ଧରାପଡ଼ିଲେ ଡାକ୍ତର ବାବୁଙ୍କ ସହ ଫାର୍ମାସିଷ୍ଟ

କୋରାପୁଟ: ଲାଞ୍ଚ ନେବା ପଡିଲା ମହଙ୍ଗା l ଭିଜିଲାନ୍ସ ହାତରେ ଧରାପଡ଼ିଲେ ଡାକ୍ତର ବାବୁ । କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତର ବିଶ୍ବଜିତ ଭୂୟାଁ ଓ ଫାର୍ମାସିଷ୍ଟ ଉତ୍ତମ ମହାକୁଡ଼ଙ୍କୁ ଧରିଛି ଭିଜିଲାନ୍ସ l ଲାଞ୍ଚ ନେଉଥିବା…

ଲଭ୍ ଜିହାଦରୁ ବର୍ତ୍ତିଗଲେ ଓଡ଼ିଆ ଯୁବତୀ !, ଝିଅର ଧର୍ମ ପରିବର୍ତ୍ତନ କରି କାଶ୍ମୀର ନେବାକୁ ଉଦ୍ୟମ କରୁଥିଲା ଯୁବକ

ଭୁବନେଶ୍ବର : ଜଗତସିଂହପୁରରୁ ଜମ୍ମୁ କଶ୍ମୀର । ଓଡ଼ିଶାରେ ଲଭ୍ ଜିହାଦ ଅଭିଯୋଗ । ଯୁବତୀଙ୍କ ଧର୍ମ ପରିବର୍ତ୍ତନ କରି କାଶ୍ମୀର ନେବାକୁ ଉଦ୍ୟମ କରୁଥିଲା ଯୁବକ । ମହିଳା ଥାନାରେ ଏତଲା ପରେ ଯୁବକକୁ ଅଟକ ରଖି ପଚରାଉଚରା କରୁଛି…

ଆମ୍ବ ଟାକୁଆ ଟ୍ରାଜେଡି; ରାଜ୍ୟ ସରକାରଙ୍କୁ ସମାଲୋଚନା କଲା ବିଜେଡି

ଭୁବନେଶ୍ବର: କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ଅନ୍ତର୍ଗତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣାରେ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛି ବିଜେଡି । ବିଜେଡିର ବରିଷ୍ଠ ନେତା ଅତନୁ ସବ୍ୟସାଚୀ ନାୟକ କହିଛନ୍ତି ଯେ, ଖାଦ୍ୟ ସୁରକ୍ଷା…

ସଲମାନଙ୍କୁ ପୁଣି ମିଳିଲା ଧମକ

ଭାଇଜାନଙ୍କୁ ପୁଣି ମିଳିଛି ହତ୍ୟା ଧମକ। ମୁମ୍ବାଇ ଟ୍ରାଫିକ୍ କଣ୍ଟ୍ରୋଲ ରୁମକୁ ଆସିଛି ସଲମାନଙ୍କ ଉଦ୍ଦେଶ୍ୟରେ ଧମକପୂର୍ଣ୍ଣ ମେସେଜ୍। ଗତକାଲି ବିଳମ୍ବିତ ରାତିରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ତରଫରୁ ଏହି ଧମକପୂର୍ଣ୍ଣ ମେସେଜ ମିଳିଥିବା ଜଣାଯାଇଛି। ଏଥିରେ କୁହାଯାଇଛି ସଲମାନ ଖାନ୍…