କଟକ ଗଣଦୁଷ୍କର୍ମ ଘଟଣାରେ ଦୋଷୀଙ୍କ ବିରୋଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ : ଆଇନ ମନ୍ତ୍ରୀ
କଟକ : କଟକ ଗଣଦୁଷ୍କର୍ମ ଘଟଣାରେ ଦୋଷୀଙ୍କ ବିରୋଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ । ଦୋଷୀଙ୍କୁ ଦଣ୍ଡିତ କରିବାକୁ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଏହି ମାମଲାକୁ ରାଜ୍ୟ ସରକାର ଗୁରୁତର…
