2024

ଆମ୍ବ ଟାକୁଆ ଖାଇ ମୃତ୍ୟୁ ଘଟଣା: ଯୋଗାଣ ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ

ଭୁବନେଶ୍ୱର: କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ିରେ ଆମ୍ବ ଟାକୁଆ ଖାଇ ମୃତ୍ୟୁ ଘଟଣାକୁ ନେଇ ବିରୋଧୀ ବିଜେଡି ଓ କଂଗ୍ରେସ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ଏହି ଘଟଣାରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଇସ୍ତଫା ସହ ଗିରଫ ଦାବି କରିଛି…

ଐତିହାସିକ ବିଜୟ ସହ ୧୩୨ ବର୍ଷ ପୁରୁଣା ରେକର୍ଡର ସମକକ୍ଷ ହେଲେ ଡୋନାଲ୍ଟ ଟ୍ରମ୍ପ

ଦ୍ୱିତୀୟ ଥର ପାଇଁ ହ୍ୱାଇଟ ହାଉସକୁ ଫେରିବାକୁ ଯାଉଛନ୍ତି ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ । ସେ ସମସ୍ତ ୭ଟି ଯାକ ସ୍ୱିଙ୍ଗ ଷ୍ଟେଟରେ ଡେମୋକ୍ରାଟିକ ପାର୍ଟିର କମଳା ହାରିସଙ୍କୁ ମାତ ଦେଇଛନ୍ତି। ଆମେରିକାର ମୋଟ ୫୩୮ ଇଲେକ୍ଟୋରାଲ ଭୋଟ ମଧ୍ୟରୁ…

ହାତୀଙ୍କ ପାଇଁ ରାଜ୍ୟରେ ଅଧିକ ଜଙ୍ଗଲ ସୃଷ୍ଟି କରିବେ ସରକାର

ଭୁବନେଶ୍ବର: ଓଡିଶାରେ ଗଜରାଜଙ୍କ ପାଇଁ ଜାଗା କମ୍ ପଡିଲାଣି । ଓଡିଶା ଜଙ୍ଗଲରେ ସର୍ବାଧିକ ହାତୀ ରହିବା କ୍ଷମତା ୧୭୦୦ ଥିବା ବେଳେ ଏବେ ରାଜ୍ୟରେ ମୋଟ ହାତୀ ସଂଖ୍ୟା ୨୧୦୦ ରହିଛି । ଯାହାକି କ୍ଷମତା ଠାରୁ ୪୦୦ ଅଧିକ…

ଆସନ୍ତା ଡିସେମ୍ବର ୧୫ ତାରିଖରେ ଓଡ଼ିଶା ସିଭିଲ ସର୍ଭିସେସ ପ୍ରିଲିମିନାରୀ ପରୀକ୍ଷା

ଓଡ଼ିଶା ସିଭିଲ ସର୍ଭିସେସ ପ୍ରିଲିମିନାରୀ ପରୀକ୍ଷା ପାଇଁ ଆଜି ତାରିଖ ଘୋଷଣା କରିଛି ଓଡ଼ିଶା ଲୋକ ସେବା ଆୟୋଗ । ଆସନ୍ତା ଡିସେମ୍ବର ୧୫ ତାରିଖ ରବିବାରରେ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଏହି ପରୀକ୍ଷା ପାଇଁ ସଂପୂର୍ଣ୍ଣ ସୂଚୀ ପରବର୍ତ୍ତୀ…

ଚର୍ଚ୍ଚାରେ ଟ୍ରମ୍ପଙ୍କ ଡେପୁଟି ଓ ତାଙ୍କ ଭାରତୀୟ ବଂଶୋଦ୍ଭବ ପତ୍ନୀ ଉଷା

ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବାକୁ ଯାଉଛନ୍ତି ଡୋନାଲ୍ଡ ଟ୍ରମ୍ପ। ସେ ଡେମୋକ୍ରାଟିକ ପାର୍ଟିର କମଳା ହାରିସଙ୍କୁ ବୃହତ୍ତ ବ୍ୟବଧାନରେ ହରାଇବାକୁ ଯାଉଥିବା ଏକପ୍ରକାରର ସ୍ପଷ୍ଟ ହୋଇଛି। ଟ୍ରମ୍ପ ବିଜୟୀ ହେବା ନିଶ୍ଚିତ ହୋଇଥିବାରୁ ସେ ଆଜି ଫ୍ଲରିଡାର ପାଲମ…

ପଦ୍ମ ଧରିଲେ ପୂର୍ବତନ ବିଧାୟିକା ସୁନନ୍ଦା ଦାସ

ଭୁବନେଶ୍ବର: ବିଜେପିରେ ସାମିଲ ହେଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ । ନିଜ ସମର୍ଥକଙ୍କ ସହ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଜେପିରେ ସାମିଲ ହେଲେ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ପଦ୍ମ ଧରିଲେ ସୁନନ୍ଦା । ତେବେ…

ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀ ମନ୍ଦିର ତାଲା ଭାଙ୍ଗି ଲୁଟ୍

ଗଞ୍ଜାମ: ଲୁଟେରାଙ୍କ ଟାର୍ଗେଟରେ ଏବେ ମନ୍ଦିର । ଲୁଟି ନେଉଛନ୍ତି ଠାକୁରଙ୍କ ଅଳଙ୍କାର ଓ ପୂଜା ସାମଗ୍ରୀ । ଏହିଭଳି ଏକ ଘଟଣା ଗଞ୍ଜାମ ଜିଲ୍ଲାରୁ ଆସିଛି । ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀ ମନ୍ଦିର ତାଲା ଭାଙ୍ଗି ଲୁଟ୍…

ଟ୍ରମ୍ପଙ୍କ ପାଇଁ ହୋମ ଯଜ୍ଞ, ଭିଡିଓ ଭାଇରାଲ

ଆମେରିକାରେ ଚାଲିଛି ରାଷ୍ଟ୍ରପତି ନିର୍ବାଚନ। ଡୋନାଲ୍ଡ ଟ୍ରମ୍ପ ଓ କମଲା ହାରିସ୍‌ଙ୍କ ମଧ୍ୟରେ ଚାଲିଛି କଡ଼ା ଟକ୍କର। ଆଶା କରାଯାଉଛି ଯେ, ଭାରତୀୟ ବଂଶୋଦ୍ଭବ କମଲା ହାରିସ ଜିତିବେ। ଏହାରି ଭିତରେ ଦିଲ୍ଲୀର ସାଧୁ ଏବଂ ପୁରୋହିତମାନେ ଆମେରିକାର ପୂର୍ବତନ ରାଷ୍ଟ୍ରପତି…

ସ୍ୱାମୀକୁ ଗଛରେ ବାନ୍ଧି ସ୍ତ୍ରୀକୁ ହତ୍ୟା ଘଟଣା: ସ୍ୱାମୀ ରଚିଥିଲା ଷଡ଼ଯନ୍ତ୍ର

କୋରାପୁଟ: ସ୍ଵାମୀକୁ ଗଛରେ ବନ୍ଧି ସ୍ତ୍ରୀକୁ ହତ୍ୟା ଘଟଣାରେ ଧରାପଡିଲା ମୁଖ୍ୟ ଅଭିଯୁକ୍ତ। ସମସ୍ତ ସସପେନ୍ସ ଉପରୁ ପରଦା ହଟାଇଲା କୋରାପୁଟ ନନ୍ଦପୁର ପୋଲିସ। ସ୍ତ୍ରୀକୁ ହତ୍ୟା କରିବା ପାଇଁ ସ୍ବାମୀ ରଚିଥିଲା ସାଂଘାତିକ ଷଡ଼ଯନ୍ତ୍ର । ମୁଖ୍ୟ ଅଭିଯୁକ୍ତ ତଥା…

ଘରେ ନିଆଁ ଲାଗି ଜଳିଗଲେ ମା ଝିଅ

ସମ୍ବଲପୁର : ମାଆ ଝିଅ ଜୀବନ୍ତ ଦଗ୍ଧ । ସମ୍ବଲପୁର ମାନେଶ୍ବର ସ୍ଥିତ ହାଟପଦା ଅଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ନିଆଁ ଲାଗି ମାଆ ଓ ଝିଅ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଦୁଇ ମହଲା ଘରର ଉପର ମହଲାରେ…