୪୦ ବିଦ୍ରୋହୀମାନଙ୍କୁ ଦଳରୁ ବହିଷ୍କାର କଲା ବିଜେପି
ପାଖେଇ ଆସିଲାଣି ମହାରାଷ୍ଟ୍ର ନିର୍ବାଚନ। ତେବେ ନିର୍ବାଚନ ପୂର୍ବରୁ ଆକ୍ସନ ମୁଡ୍ରେ ବିଜେପି। ବିଦ୍ରୋହୀ ନେତାଙ୍କ ବିରୋଧରେ ଦଳ ନେଇଛି ବଡ଼ କାର୍ଯ୍ୟାନୁଷ୍ଠାନ। ୩୭ ଟି ଆସନରେ ବିଦ୍ରୋହ କରିଥିବା ୪୦ ବିଦ୍ରୋହୀମାନଙ୍କୁ ଦଳରୁ ବହିଷ୍କାର କରିଛି। ଏହାପୂର୍ବରୁ ଉଦ୍ଧବ ଠାକରେ…
