2024

ନଇଁଲା ଇସ୍କନ; ଅଦିନିଆ ରଥଯାତ୍ରା ବନ୍ଦ

ଭୁବନେଶ୍ବର: ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ବୟାନ୍‌ ପରେ ନଇଁଲା ଇସ୍କନ। କରିବାକୁ ଯାଇଥିବା ଅଦିନିଆ ରଥଯାତ୍ରାକୁ ବନ୍ଦ କରିଛି। ଆସନ୍ତା ୯ ତାରିଖରେ ଆମେରିକା ହ୍ୟୁଷ୍ଟନ୍‌ରେ ହେବନି ଇସ୍କନ ରଥଯାତ୍ରା। ଓଡ଼ିଆ ଶ୍ରଦ୍ଧାଳୁଙ୍କ ଭାବାବେଗକୁ ବିଚାର କରି ଇସ୍କନ ପକ୍ଷରୁ ଏପରି…

ଆମ୍ବ ଟାକୁଆ ଟ୍ରାଜେଡି; ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା କଂଗ୍ରେସ

ଭୁବନେଶ୍ବର: କନ୍ଧମାଳରେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟଣାରେ ତେଜିଛି ରାଜନୀତି। ଏହି ଘଟଣା ପାଇଁ ରାଜ୍ୟ ସରକାରଙ୍କ ଅପାରଗତାକୁ ଦାୟୀ କରି ରାଜ୍ୟପାଳଙ୍କୁ ଭେଟିଛି କଂଗ୍ରେସ ପ୍ରତିନିଧି ଦଳ। ଶ୍ରୀକାନ୍ତ ଜେନା, ମହମ୍ମଦ ମୋକିମ୍, ସନ୍ତୋଷ ସିଂ…

କନ୍ଧମାଳରେ ଆମ୍ବଟାକୁଆ ଖାଇ ମୃତ୍ୟୁ ଘଟଣାର ଆରଡିସିସ୍ତରୀୟ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ବର: କନ୍ଧମାଳ ଜିଲ୍ଲାରେ ଆମ୍ବଟାକୁଆ ଖାଇ ୨ଜଣ ମହିଳାଙ୍କ ମୃତ୍ୟୁ ହେବା ଘଟଣାର ଆରଡିସିସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, କନ୍ଧମାଳରେ ଆମ୍ବଟାକୁଆ ଖାଇ ମୃତ୍ୟୁ…

ସାରା ରାଜ୍ୟରେ ନାଗ ଚତୁର୍ଥୀ ପାଳିତ

ଭୁବନେଶ୍ବର : ଆଜି କାର୍ତ୍ତିକ ଶୁକ୍ଳ ଚତୁର୍ଥୀରେ ସମଗ୍ର ରାଜ୍ୟରେ ବିଶେଷତଃ ଦକ୍ଷିଣ ଓଡିଶାରେ ନାଗ ଚତୁର୍ଥୀ ଉତ୍ସବ ପାଳନ ହୋଇଛି । ହିନ୍ଦୁ ଧର୍ମ ଧାରାରେ ବିଭିନ୍ନ ଜୀବଜନ୍ତୁଙ୍କ ଲାଗି ପୂଜା ଆୟୋଜନ ଅନନ୍ତ କାଳରୁ ସୀକୃତ ପ୍ରଥା ।…

ଜାତୀୟସ୍ତରରେ ପାଳନ ହେବ ଡ.ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ

ଭୁବନେଶ୍ବର: ଜାତୀୟ ସ୍ତରରେ ପାଳନ ହେବ ଉତ୍କଳ କେଶରୀ ଡକ୍କର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ। ଡ.ମହତାବଙ୍କ ଜୟନ୍ତୀକୁ ଜାତୀୟ ସ୍ତରୀୟ ଉତ୍ସବ ଭାବେ ପାଳନ କରିବାକୁ ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା…

ଖୋର୍ଦ୍ଧା ରୋଡ଼ ମଣ୍ଡଳର ୯ଟି ରେଳ ଷ୍ଟେସନକୁ “ପରିବେଶ ପରିଚାଳନା ସିଷ୍ଟମ ଷ୍ଟାଣ୍ଡାର୍ଡ” ପ୍ରମାଣପତ୍ର ପ୍ରଦାନ

ଭୁବନେଶ୍ବର : ଉନ୍ନତ ପରିବେଶ ପ୍ରଦର୍ଶନ ପାଇଁ, ଖୋର୍ଦ୍ଧା ରୋଡ୍ ମଣ୍ଡଳର ନଅଟି ରେଳ ଷ୍ଟେସନକୁ “ପରିବେଶ ପରିଚାଳନା ସିଷ୍ଟମ ଷ୍ଟାଣ୍ଡାର୍ଡ ପ୍ରମାଣପତ୍ର” ପ୍ରଦାନ କରାଯାଇଛି। ଏହି ଷ୍ଟେସନ ଗୁଡ଼ିକ ହେଲା ପୁରୀ, ଭୁବନେଶ୍ୱର, ଖୋର୍ଦ୍ଧା ରୋଡ୍, ପଲାସା, ବାଲୁଗାଁ, ଯାଜପୁର…

ଖଲିସ୍ତାନୀଙ୍କ ବିରୋଧରେ ରଣହୁଙ୍କାର: କାନାଡାରେ ଏକାଠି ହେଲେ ହିନ୍ଦୁ ଓ ଶିଖ୍‌

ନୂଆଦିଲ୍ଲୀ : କାନାଡାରେ ରହିଥିବା ଖଲିସ୍ତାନ ସପକ୍ଷବାଦୀଙ୍କ ବିରୋଧରେ ଏକାଠି ହୋଇଛନ୍ତି ସେଠାରେ ରହୁଥିବା ହିନ୍ଦୁ ଓ ଶିଖ ସଂପ୍ରଦାୟର ଲୋକ। ଖଲିସ୍ତାନୀମାନେ ଦିନକ ତଳେ କାନାଡାର ବ୍ରାମ୍ପଟନରେ ଥିବା ଗୋଟିଏ ହିନ୍ଦୁ ମନ୍ଦିର ଉପରେ ଆକ୍ରମଣ କରିଥିଲେ। ସେମାନେ ହିନ୍ଦୁ…

ନିର୍ବାଚନ ପୂର୍ବରୁ ମହାରାଷ୍ଟ୍ର ଡିଜିପି ହେଲେ ସଞ୍ଜୟ କୁମାର ବର୍ମା

ମୁମ୍ବାଇ : ଆସନ୍ତା ୨୦ ତାରିଖରେ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାପୂର୍ବରୁ ୧୯୯୦ ବ୍ୟାଚ୍‌ର ଆଇପିଏସ ସଞ୍ଜୟ କୁମାର ବର୍ମାଙ୍କୁ ରାଜ୍ୟର ପୁଲିସ୍‌ ମହାନିର୍ଦ୍ଦେଶକ ବା ଡିଜିପି ଭାବେ ନିଯୁକ୍ତି ମିଳିଛି। ବର୍ତ୍ତମାନ ଆଇପିଏସ ବର୍ମା ଲିଗାଲ ଓ…

ୟୁପି, କେରଳ ଓ ପଞ୍ଜାବ ବିଧାନସଭା ଉପନିର୍ବାଚନ: ଭୋଟଗ୍ରହଣ ତାରିଖ ୧୩ରୁ ୨୦କୁ ଘୁଞ୍ଚିଲା

ନୂଆଦିଲ୍ଲୀ: ବିଭିନ୍ନ ରାଜନୈତିକ ଦଳଙ୍କ ଅନୁରୋଧ ରକ୍ଷାକରି ନିର୍ବାଚନ କମିସନ (ଇସି)ଙ୍କ ପକ୍ଷରୁ ଉତ୍ତର ପ୍ରଦେଶ (ୟୁପି), କେରଳ ଓ ପଞ୍ଜାବର ମୋଟ ୧୪ ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନକୁ ନଭେମ୍ବର ୧୩ରୁ ୨୦କୁ ଘୁଞ୍ଚାଇ ଦେଇଛନ୍ତି। ତେବେ ଫଳାଫଳ…

ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ; ଇଲେକ୍ଟୋରାଲ କଲେଜ ପାଇଁ ଆଜି ଭୋଟ, ଜାନୁୟାରୀ ୨୦ରେ ଶପଥ

ୱାଶିଂଟନ: ଆମେରିକା ରାଷ୍ଟ୍ରପତି ନିର୍ବାଚନ ପରିପ୍ରେକ୍ଷୀରେ ଆସନ୍ତାକାଲି ଅର୍ଥାତ ମଙ୍ଗଳବାର ଇଲେକ୍ଟୋରାଲ କଲେଜ ସଦସ୍ୟ ମନୋନୟନ ନିମନ୍ତେ ଭୋଟଗ୍ରହଣ କରାଯିବ ବୋଲି ଜଣାପଡିଛି। ସୂଚନାଯୋଗ୍ୟ ଆମେରିକାରେ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତି ପରୋକ୍ଷ ନିର୍ବାଚନ ଦ୍ବାରା ନିର୍ବାଚିତ ହୋଇଥାନ୍ତି। ପ୍ରଥମେ ପ୍ରତ୍ୟେକ ରାଜ୍ୟର…