2024

ବାଂଲାଦେଶରେ ହିନ୍ଦୁ ଆନ୍ଦୋଳନକୁ ଭଣ୍ଡୁର ଯୋଜନା, ସାଧୁଙ୍କ ବିରୋଧରେ ଦେଶଦ୍ରୋହ ମାମଲା

ଢାକା: ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁମାନେ ଚଳାଇଥିବା ଆନ୍ଦୋଳନକୁ ଭଣ୍ଡୁର କରିବା ଲାଗି ମହମ୍ମଦ ୟୁନୁସ୍‌ଙ୍କ ନେତୃତ୍ବାଧୀନ ଅନ୍ତରୀଣ ସରକାର ୧୮ଜଣ ସାଧୁଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ କରିଛନ୍ତି। ସାଧୁମାନେ ହିନ୍ଦୁ ଆନ୍ଦୋଳନର ନେତୃତ୍ବ ନେଉଥିବାରୁ ସେମାନଙ୍କୁ ମିଥ୍ୟା ମାମଲାରେ ଜେଲ୍‌ରେ…

ରଣଥମ୍ଭୋର ଜାତୀୟ ଉଦ୍ୟାନରୁ ୨୫ ବାଘ ନିଖୋଜ, ଯାଞ୍ଚ କମିଟି ଗଠିତ

ନୂଆଦିଲ୍ଲୀ : ରାଜସ୍ଥାନର ରଣଥମ୍ଭୋର ଜାତୀୟ ଉଦ୍ୟାନରେ ଏକ ବାଘର ମୃତ୍ୟୁ ହେବା ସହ ୨୫ ବାଘ ନିଖୋଜ ଅଛନ୍ତି । ନିଖୋଜ ବାଘମାନଙ୍କ ସନ୍ଧାନ ପାଇଁ କମିଟି ଗଠନ ହୋଇଥିଲା । ଯାଞ୍ଚ ପରେ କୁହାଯାଇଛି କି ୧୧ଟି ବାଘ…

ଭୁଲ୍‌ ତଥ୍ୟ ଦେଉଛି Wikipedia, ନୋଟିସ୍‌ ଜାରି କଲେ ସରକାର

ନୂଆଦିଲ୍ଲୀ :ଭୁଲ୍‌ ତଥ୍ୟ ତଥା ସୂଚନା ଦେଉଛି Wikipedia। ଏଭଳି କିଛି ଏକାଧିକ ଅଭିଯୋଗ ଆସିବା ପରେ ଉଇକିପିଡ଼ିଆ ଉପରେ ବର୍ଷିଛନ୍ତି କେନ୍ଦ୍ର ସରକାର। ଏଥିସହ ତାକୁ ନୋଟିସ୍‌ ପଠାଇ ଏହି ଅଭିଯୋଗ ଉପରେ ଜବାବ ମାଗିଛନ୍ତି। ପକ୍ଷପାତିତା ଏବଂ ଭୁଲ…

ନଭେମ୍ବର ୨୫ରୁ ସଂସଦର ଶୀତ ଅଧିବେଶନ, ୨୦ ଯାଏ ଚାଲିବ

ନୂଆଦିଲ୍ଲୀ : ସଂସଦର ଶୀତ ଅଧିବେଶନ ଆସନ୍ତା ନଭେମ୍ବର ୨୫ରୁ ଆରମ୍ଭ ହେବ। ଏହା ଡିସେମ୍ବର ୨୦ ଯାଏ ଚାଲିବ ବୋଲି ଆଜି ସଂସଦୀୟ ବ୍ୟାପାର ମନ୍ତ୍ରୀ କରି ରିଜିଜୁ ସୂଚନା ଦେଇଛନ୍ତି। ୨୫ରୁ ଅଧିବେଶନ ଆରମ୍ଭ ହେଉଥିବା ବେଳେ ଏହାର…

କେନ୍ଦ୍ରମନ୍ତ୍ରୀ କୁମାରସ୍ୱାମୀ ଓ ପୁଅଙ୍କ ନାଁରେ ରୁଜୁ ହେଲା ଏଫଆଇଆର

ବେଙ୍ଗାଲୁରୁ : କେନ୍ଦ୍ରମନ୍ତ୍ରୀ କୁମାରସ୍ୱାମୀ, ପୁଅ ନିଖିଲ ଓ ଜେଡିଏସ୍‌ର ବିଧାୟକ ସୁରେଶ ବାବଙ୍କ ନାଁରେ ରୁଜୁ ହୋଇଛି ଏଫଆଇଆର। କୁମାରସ୍ୱାମୀଙ୍କ ବିରୋଧରେ ଥିବା ଖଣି ଦୁର୍ନୀତି କେସ୍‌ର ତଦନ୍ତ କରୁଥିବା ଜଣେ ବରିଷ୍ଠ ପୁଲିସ୍‌ ଅଧିକାରୀଙ୍କୁ ଏମାନେ ଧମକ ଦେଇଥିବା…

ପୂରା ପରିବାର ନିଶ୍ଚିହ୍ନ: ବାପା-ମା’ଙ୍କ ସହ ୩ ପିଲାଙ୍କ ଗୁଳିବିଦ୍ଧ ମୃତଦେହ ଉଦ୍ଧାର

ନୂଆଦିଲ୍ଲୀ : ନିଶ୍ଚିହ୍ନ ହୋଇଯାଇଛି ଗୋଟିଏ ପରିବାର। ସ୍ୱାମୀ-ସ୍ତ୍ରୀ ଓ ୩ ପିଲାଙ୍କ ସହ ଆଗକୁ ବଢ଼ୁଥିବା ପରିବାର ସବୁ ସଦସ୍ୟଙ୍କ ଗୁଳିବିଦ୍ଧ ମୃତଦେହ ଆଜି ପୁଲିସ୍‌ ଉଦ୍ଧାର କରିଛି। ପ୍ରଥମେ ପୁଲିସ୍‌ ୪୫ ବର୍ଷୀୟ ମହିଳା, ତାଙ୍କର ଦୁଇ ପୁଅ…

କେନ୍ଦ୍ରାପଡ଼ାରୁ ଓହରିନି ଆର୍ସେଲର ମିତ୍ତଲ ନିପନ୍ ଷ୍ଟିଲ : ଶିଳ୍ପ ମନ୍ତ୍ରୀ

ଭୁବନେଶ୍ୱର : କେନ୍ଦ୍ରାପଡ଼ାରୁ ଓହରିନି ଆର୍ସେଲର ମିତ୍ତଲ ନିପନ୍ ଷ୍ଟିଲ କମ୍ପାନୀ । ଆର୍ସେଲର ମିତ୍ତଲ ନିପନ୍‌ କମ୍ପାନୀ ଓଡିଶାରୁ ଚାଲି ଯାଉଥିବା ବିଜେଡି ନେତା ପ୍ରତାପ ଜେନା କହିବା ପରେ ଏହା ଉପରେ ସ୍ପଷ୍ଟୀକରଣ ରଖିଛନ୍ତି ଶିଳ୍ପ ମନ୍ତ୍ରୀ ସମ୍ପଦ…

ପିସିସି ସଭାପତି ଚୟନକୁ ନେଇ ସରିଲା ପ୍ରଥମ ପର୍ଯ୍ୟାୟ ବୈଠକ

ଭୁବନେଶ୍ୱର: ରାଜ୍ୟ କଂଗ୍ରେସର ପିସିସି ସଭାପତିକୁ ନେଇ କସରତ ଚାଲିଛି | ପିସିସି କାର୍ଯ୍ୟାଳୟରେ ସରିଲା ପ୍ରଥମ ପର୍ଯ୍ୟାୟ ବୈଠକ। ସବୁ ବିଧାୟକ ଏଵଂ ଷ୍ଟିୟରିଂ କମିଟି ସଦସ୍ୟଙ୍କୁ ନେଇ ଚାଲିଥିଲା ବୈଠକ। କିଏ ଧରିବେ କଂଗ୍ରେସର ମଙ୍ଗ, ତାକୁ ନେଇ…

ଦୁର୍ଘଟଣା ପରେ ଜଳିଗଲା ବାୟୁସେନାର ମିଗ ୨୯ ଯୁଦ୍ଧ ବିମାନ

ଭାରତୀୟ ବାୟୁସେନାର ଗୋଟିଏ ମିଗ ୨୯ ଯୁଦ୍ଧ ବିମାନ ଆଜି ଉତ୍ତର ପ୍ରଦେଶର ଆଗ୍ରାରେ କ୍ରାଶ କରି ଯାଇଛି। ତେବେ ବିମାନରେ ଥିବା ପାଇଲଟ ଜଣଙ୍କ ଏଥିରୁ ସୁରକ୍ଷିତ ଭାବେ ବାହାରି ଆସିବାକୁ ସକ୍ଷମ ହୋଇଛନ୍ତି। ଦୁର୍ଘଟଣା ପରେ ବିମାନଟି ସଂପୂର୍ଣ୍ଣ…

ଆମ୍ବ ଟାକୁଆ ଜାଉ ପ୍ରସଙ୍ଗ: ଚିକିତ୍ସିତ ୨ ଗୁରୁତରଙ୍କୁ ହେପାଟାଇଟିସ୍

ଭୁବନେଶ୍ୱର: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କା ଗ୍ରାମରେ ଆମ୍ବ ଟାକୁଆ ଜାଉ ଖାଇ ଦୁଇ ମହିଳାଙ୍କର ମୃତ୍ୟୁ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ଏହି ଘଟଣାରେ ୬ ଜଣ ଚିକିତ୍ସାଧୀନ ଅଛନ୍ତି। ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ବଡ଼ ପ୍ରତିକ୍ରିୟା ମିଳିଛି।…