ବାଲିଯାତ୍ରାରେ ଗାଡି ପାର୍କିଂକୁ ନେଇ ଜାରି ରହିଛି ଦ୍ଵନ୍ଦ୍ୱ
କଟକ: ଐତିହାସିକ ବାଲିଯାତ୍ରାରେ ଗାଡି ପାର୍କିଂ ପ୍ରସଙ୍ଗକୁ ନେଇ ଜାରି ରହିଛି ଦ୍ଵନ୍ଦ୍ୱ। ଆସନ୍ତା ୧୫ ତାରିଖରୁ ଆରମ୍ଭ ହେବ ବାଲିଯାତ୍ରା ମାତ୍ର ଉପର ବାଲିଯାତ୍ରା ପଡିଆରେ ଗାଡି ପାର୍କିଂ ପ୍ରସଙ୍ଗକୁ ନେଇ ଚିନ୍ତାରେ ଜିଲ୍ଲା ପ୍ରଶାସନ। ଆସନ୍ତା ସୋମବାର ଏନେଇ…
