‘ଆତଙ୍କବାଦୀ ଆକ୍ରମଣ ପଛରେ ରହିଛି ଷଡ଼ଯନ୍ତ୍ର’, ଫାରୁକ ଅବଦୁଲ୍ଲାଙ୍କ ବୟାନକୁ ନିନ୍ଦା କଲା ବିଜେପି
ଶ୍ରୀନଗର : ଗତ କିଛିଦିନ ହେବ ଜମ୍ମୁ-କାଶ୍ମୀରରେ ଆତଙ୍କବାଦୀଙ୍କ ଦୌରାତ୍ମ୍ୟ କ୍ରମାଗତ ଭାବେ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪ଟି ଆତଙ୍କବାଦୀ ଆକ୍ରମଣ ହେଲାଣି। ଏଭଳି ସମ୍ବେଦନଶୀଳ ପ୍ରସଙ୍ଗରେ ପ୍ରତିକ୍ରିୟା ରଖି ଏହା ପଛରେ ଷଡ଼ଯନ୍ତ୍ର ଥିବା…
