ମନ୍ଦିରରେ ଲାଗିବ ଭେଣ୍ଡିଂ ମେସିନ; କ୍ୟୁଆର କୋଡ ସ୍କାନ କଲେ ବାହାରିବ ପ୍ରସାଦ
ଆଉ ପ୍ରସାଦ ପାଇଁ ଲମ୍ବା ଲାଇନ୍ରେ ଛିଡ଼ା ହେବାକୁ ପଡ଼ିବନି। ଭେଣ୍ଡିଂ ମେସିନରୁ ବାହାରିବ ପ୍ରସାଦ ପ୍ୟାକେଟ୍ । କେବଳ କ୍ୟୁଆର କୋଡ ସ୍କାନ କରି ପେମେଣ୍ଟ କଲେ ବାହାରିବ ଲଡୁ ପ୍ୟାକେଟ। ଏପରି ବ୍ୟବସ୍ଥା ମଧ୍ୟପ୍ରଦେଶର ଉଜ୍ଜେୟନସ୍ଥିତ ମହାକାଳେଶ୍ୱର ମନ୍ଦିରରେ…
