ଶନିବାର ଭୁବନେଶ୍ୱର ଆସିବେ ଅମିତ ଶାହ, ଗୁରୁତ୍ୱପୂର୍ଣ୍ଣ ବୈଠକରେ ହେବେ ସାମିଲ
ଭୁବନେଶ୍ୱର ୨୬।୧୨ : ୨୮ ସନ୍ଧ୍ୟାରେ ଭୁବନେଶ୍ବର ଗସ୍ତରେ ଆସିବେ ଶାହ। ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ଏହାପରେ ୨୯ ତାରିଖ ସନ୍ଧ୍ୟାରେ ଦିଲ୍ଲୀ ଫେରିଯିବେ। ଏହି ଅବସରରେ ସମ୍ବଲପୁର ଗସ୍ତ ନାହିଁ ବୋଲି କହିଛନ୍ତି ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର । ସେହିପରି ୨୯ ତାରିଖ…
