ଓଡିଶା ଆସିବେ କେନ୍ଦ୍ରୀୟ ଟିମ୍, ଆକଳନ କରିବେ ବାତ୍ୟା କ୍ଷୟକ୍ଷତି
ଭୁବନେଶ୍ବର : ସାମୁଦ୍ରିକ ଝଡ଼ ‘ଦାନା’ ପ୍ରଭାବରେ ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲା ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ୱର, ମୟୂରଭଞ୍ଜ ଓ ଜଗତସିଂହପୁରରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ହଜାର ହଜାର ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଥିବା ବେଳେ ୧.୭୫ ଲକ୍ଷ ହେକ୍ଟର ଜମିର…
