2024

ରାଜ୍ୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩% ବୃଢ଼ାଇଲେ ସରକାର

ଭୁବନେଶ୍ୱର: ଦୀପାବଳି ପୂର୍ବରୁ ରାଜ୍ୟ ସରକାର ନିଜର କର୍ମଚାରୀମାନଙ୍କୁ ଉପହାର ଦେଇଛନ୍ତି। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା…

ବାଲିଗୁଡ଼ାରେ ଟିକା ନେଇ ୫୦ରୁ ଉର୍ଦ୍ଧ୍ୱ ଅସୁସ୍ଥ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳରେ ଅଘଟଣ। ଯକ୍ଷ୍ମା (ଟିବି)ରୁ ରକ୍ଷା ପାଇଁ ଦିଆଯାଉଥିବା ବିସିଜି ଟିକା ନେଇ ୫୦ରୁ ଉଦ୍ଧ୍ବ ବ୍ୟକ୍ତି ଅସୁସ୍ଥ ହୋଇପଡ଼ିଥିବା ଅଭିଯୋଗ ହୋଇଛି । ଟିକା ନେବାର ୨ ରୁ ୩ ଦିନ ଯନ୍ତ୍ରଣା ପରେ…

ବଢ଼ୁଛି ରାଜଧାନୀରେ ପ୍ରଦୂଷଣ, ନଡ଼ା ଜାଳି ୧୪ କୃଷକ ଗିରଫ

ଦୀପାବଳି ପୂର୍ବରୁ ରାଜଧାନୀ ଦିଲ୍ଲୀରେ ବଢ଼ି ଚାଲିଛି ପ୍ରଦୂଷଣ। ବିଷାକ୍ତ ହେବାରେ ଲାଗିଛି ବାୟୁ। ପ୍ରତିବର୍ଷ ପଡୋଶୀ ରାଜ୍ୟ ହରିୟାଣାରେ କୃଷକମାନେ ନଡ଼ା ଜାଳିବା ଯୋଗୁ ପ୍ରଦୂଷଣ ବଢ଼ୁଥିବା ଅଭିଯୋଗ ହୋଇ ଆସୁଛି। ଏହାରି ଭିତରେ ଆକ୍ସନ ମୁଡ଼କୁ ଆସିଛନ୍ତି ସରକାର।…

ବାତ୍ୟା ‘ଦାନା’ର ମୁକାବିଲା ପାଇଁ ଟିପିଏସ୍ଓଡିଏଲ ପକ୍ଷରୁ ପ୍ରସ୍ତୁତି

ବ୍ରହ୍ମପୁର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଦାନା’କୁ ଦୃଷ୍ଟିରେ ରଖି ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ତତ୍ପରତା ଦେଖାଇଛି। ନିରବଚ୍ଛିନ୍ନ ବିଜୁଳି ଯୋଗାଣ ସୁନିଶ୍ଚିତ କରିବା ସହ ବିଦ୍ୟୁତ ସରବରାହରେ ବାଧାବିଘ୍ନକୁ ହ୍ରାସ କରିବା ପାଇଁ କମ୍ପାନୀ…

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ, ସବୁ ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ । ପୂର୍ବ ପ୍ରସ୍ତୁତି କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାପାଳମାନଙ୍କ ପାଇଁ ଆଡଭାଇଜରି ଜାରି ହୋଇଛି । ସବୁ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଥିବା କହିଛନ୍ତି…

ଭୁଲ୍ ମାଗିଲେ ବୁଦ୍ଧାଦିତ୍ୟ, ‘ଆଉ ଏମିତି ଭୁଲ୍ ହେବନି’

ଭୁବନେଶ୍ବର: ଭୁଲ୍ ମାଗିଲେ ବୁଦ୍ଧାଦିତ୍ୟ । କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ସୋସିଆଲ ମିଡିଆରେ ଯେଉଁ ପୋଷ୍ଟ ଜାରି କରିଥିଲେ ତାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି ଅଭିନେତା ବୁଦ୍ଧାଦିତ୍ୟ । ଏହାକୁ ନେଇ ବୁଦ୍ଧାଦିତ୍ୟ କହିଛନ୍ତି, ପୋଷ୍ଟକୁ ନେଇ…

ସୀମାରେ ଉତ୍ତେଜନା ହ୍ରାସ କରିବାକୁ ଭାରତ-ଚାଇନା ରାଜି, ଏଲଏସିରେ କରିବେ ପାଟ୍ରୋଲିଂ

ଭାରତ ଓ ଚାଇନା ମଧ୍ୟରେ ଲାଗି ରହିଥିବା ସୀମା ବିବାଦକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଦୀର୍ଘ ଦିନ ଧରି କୂଟନୀତିକ ସ୍ତରରେ ଚାଲିଥିବା ଆଲୋଚନା ଶେଷରେ ସକାରାତ୍ମକ ଫଳ ଆଣିଛି। ସୀମାରୁ ସେନା ପ୍ରତ୍ୟାହାର ସହ ଉତ୍ତେଜନା ହ୍ରାସ…

ଭୀଷଣ ବାତ୍ୟାର ରୂପ ନେବ ‘ଦାନା’, ଖୋଲିଲା ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌‌

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ଛୁଇଁଲା ବେଳକୁ ଭୀଷଣ ରୂପ ନେଇପାରେ ବୋଲି ସତର୍କ କରାଇଲାଣି ପାଣିପାଗ ବିଭାଗ । ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ତାରିଖରେ ଭୀଷଣ ବାତ୍ୟାର ରୂପ ନେବାକୁ ଥିବା ବେଳେ ଏହା…

ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ମୁହାଁଇବ ବାତ୍ୟା : ଆମେରିକୀୟ GFS ମଡେଲ

କେଉଁଠି ମାଡ ହେବ ବାତ୍ୟା ଦାନା । ବାତ୍ୟାର ଗତିପଥ ନେଇ ଆକଳନ କରିଛନ୍ତି ବିଭିନ୍ନ ଅନ୍ତର୍ଜାତୀୟ ପାଣିପାଗ ସଂସ୍ଥା । ଆମେରିକୀୟ GFS ମଡେଲ ଅନୁସାରେ ସମ୍ଭାବ୍ୟ ବାତ୍ୟା ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ମୁହାଁଇବ । ପଶ୍ଚିମବଙ୍ଗ ସୁନ୍ଦରବନ…

‘ଦାନା’ ପାଇଁ ୩୦ ଜିଲ୍ଲାରେ ମୁତୟନ ରହିବେ ଓଡ୍ରାଫ୍‌ ଟିମ୍‌, ଭୟଭୀତ ହୁଅନ୍ତୁ ନାହିଁ

ଭୁବନେଶ୍ବର: ଆଣ୍ଡାମାନ ସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏହି ଲଘୁଚାପ କ୍ଷେତ୍ରଟି ପଶ୍ଚିମ-ଉତ୍ତର ପଶ୍ଚିମକୁ ଗତି କରି ଅଧିକ ଘନୀଭୂତ ହୋଇ ୨୨ରେ ଅର୍ଥାତ୍ ଆସନ୍ତାକାଲି ଅବପାତର ରୂପ ନେବ।…