2024

‘ଫୋନରେ ମିଛ ଧମକ ହେବ ଧର୍ତ୍ତବ୍ୟ ଅପରାଧ’

ଲଗାତାର ଭାବେ ଭାରତୀୟ ବିମାନଗୁଡିକୁ ବୋମା ଧମକ ମିଳିବାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ। ଏପରି ଅପରାଧକୁ ରୋକିବା ପାଇଁ ଆଇନରେ ସଂଶୋଧନ ଆଣିବାକୁ ଆଲୋଚନା ଚାଲିଥିବା ସେ କହିଛନ୍ତି। ବର୍ତ୍ତମାନ ସମୟରେ…

ଲାଞ୍ଚ ନେଇ ଫସିଗଲେ ପୋଲିସ୍ ବାବୁ, ମାଡିବସିଲା ଭିଜିଲାନ୍ସ

ଖଣ୍ଡପଡା: ଲାଞ୍ଚ ନେଉଥିଲେ ପୋଲିସ୍ ଏସଆଇ । ମାଡିବସିଲା ଭିଜିଲାନ୍ସ । ମଦବେପାରୀଙ୍କ ଠାରୁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଖଣ୍ଡପଡା ଏସଆଇ ଶେଖ୍ ରେହମାନଙ୍କୁ ବାନ୍ଧିଛି ଭିଜିଲାନ୍ସ । ଭିଜିଲାନ୍ସ ପୋଲିସ୍ ବାବୁଙ୍କୁ ଗିରଫ କରିବା ସହ…

ବାତ୍ୟା ଦାନା ପୁରୀ ଓ ସାଗର ଦ୍ବୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବା ସମ୍ଭାବନା

ଆସିଲା ସମ୍ଭାବ୍ୟ ବାତ୍ୟ ଦାନାର ଗତିପଥ। ୨୪ ତାରିଖ ସକାଳେ ଉତ୍ତର ପଶ୍ଚିମ ବଙ୍ଗୋପସାଗରର ଓଡ଼ିଶା ଓ ପଶ୍ଚିମବଙ୍ଗ ମଧ୍ୟରେ ଅତିକ୍ରମ କରିବ ବାତ୍ୟା ଦାନା। ପୁରୀ ଓ ସାଗର ଦ୍ବୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବା ସମ୍ଭାବନା ରହିଛି । ୨୪ତାରିଖ…

ପୁଣି ବିଜେଡିକୁ ସୌମ୍ୟଙ୍କ କଡା କଟାକ୍ଷ, ‘ଅହଂକାର ବୁଡାଇଲା’

ବାଙ୍କୀ: ପୁଣି ବିଜେଡିକୁ ଶାଣିତ ଆକ୍ରମଣ କରିଛନ୍ତି ସୌମ୍ୟରଞ୍ଜନ ପଟ୍ଟନାୟକ । ବିଜେଡି କାହିଁକି ହାରିଲା କାରଣ ଦର୍ଶାଇ କଟାକ୍ଷ କରି କହିଛନ୍ତି । ସୌମ୍ୟ କହିଛନ୍ତି, ବିଜେଡି କାହିଁକି ହାରିଛି କେହି ଆଲୋଚନା ପାଇଁ ପ୍ରସ୍ତୁତ ନାହାନ୍ତି । ଓଡିଶାବାସୀଙ୍କ…

କେଜ୍ରିଓ୍ୱାଲଙ୍କୁ ଝଟ୍‌କା, ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ୍‌ ଆଦମୀ ପାର୍ଟି ସୁପ୍ରିମୋ ଅରବିନ୍ଦ କ୍ରଜିଓ୍ୱାଲଙ୍କୁ ଲାଗିଲା ସୁପ୍ରିମ ଝଟ୍‌କା। ଆବେଦନ ଖାରଜ କଲେ ସର୍ବୋଚ୍ଚ ଅଦାଲତ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଡିଗ୍ରୀକୁ ନେଇ କରାଯାଇଥିବା ଟିପ୍ପଣୀ ମାମଲା କେଜ୍ରିଓ୍ୱାଲଙ୍କୁ ସମନ ଜାରି ହୋଇଥିଲା।…

ବିଜେଡିର ଦ୍ୱିତୀୟ ପର୍ଯ୍ୟାୟ ଜନସମ୍ପର୍କ ପଦଯାତ୍ରା, ଚାଲିଛି ସଭ୍ୟ ସଂଗ୍ରହ ଅଭିଯାନ

ଭୁବନେଶ୍ଵର: ଆଜିଠୁ ସାରା ରାଜ୍ୟରେ ବିଜେଡିର ଦ୍ଵିତୀୟ ପର୍ଯ୍ୟାୟ ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହେବ। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଦ୍ଵିତୀୟ ପର୍ଯ୍ୟାୟ ପଦଯାତ୍ରା ଚାଲିବ। ଅକ୍ଟୋବର ୨ ‘ଗାନ୍ଧୀ ଜୟନ୍ତୀ’ ଠାରୁ ଅକ୍ଟୋବର ୬ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ…

ଶ୍ରୀମନ୍ଦିର ସେବାୟତଙ୍କୁ ଆକ୍ରମଣ ଘଟଣା: ସାମ୍ନାକୁ ଆସିଲା ସିସିଟିଭି

ପୁରୀ: ଶ୍ରୀମନ୍ଦିର ବରିଷ୍ଠ ସେବାୟତ ତଥା ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଆକ୍ରମଣ ଘଟଣାରେ ସାମ୍ନାକୁ ଆସିଲା ସିସିଟିଭି ଦୃଶ୍ୟ । ଶୁକ୍ରବାର ସନ୍ଧ୍ୟା ସମୟରେ ବକ୍ସି ରାମଚନ୍ଦ୍ର ପ୍ରତିହାରୀ ତାଙ୍କ ସ୍କୁଟରରେ ବସି ବାହାରିବା ବେଳେ ପଛ ଆଡୁ ଆକ୍ରମଣ…

ବାତ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି: ମନ୍ତ୍ରୀ

ଭୁବନେଶ୍ବର: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଏପର୍ଯ୍ୟନ୍ତ ଅବପାତ ଅବସ୍ଥାରେ ଅଛି। ଗଭୀର ଅବପାତ ହୋଇନାହିଁ। ଆମେ ନିରନ୍ତର ପାଣିପାଗ ବିଭାଗ ଏବଂ ବିଶେଷଜ୍ଞମାନଙ୍କ ସହିତ ସମ୍ପର୍କରେ…

ଗୋପ ବ୍ଲକ ଡିହସାହିରେ ଅଘଟଣ: ବଜ୍ରପାତରେ ୨ ମୃତ

ଗୋପ: ସାରା ରାଜ୍ୟକୁ ଘଡ଼ିଛି ବାତ୍ୟା ଭୟ। ଏହାରି ଭିତରେ ଗୋପ ବ୍ଲକ ଡ଼ିହସାହି ଗାଁରେ ଘଟିଛି ବଡ ଅଘଟଣ। ବଜ୍ରପାତରେ ଯାଇଛି ଦୁଇ ମହିଳାଙ୍କ ଜୀବନ। ଗୋପ ବ୍ଲକ ଏରବଙ୍ଗ ପଞ୍ଚାୟତ ଅନ୍ତର୍ଗତ ଡିହସାହି ଗାଁରେ ବଜ୍ରପାତ ନେଇଛି ୨…

ସିନ୍ଦେ ସେନାର ପ୍ରଚାର ମୁଖିଆ ହେଲେ ଗୌରୀ ଲଙ୍କେଶଙ୍କ ହତ୍ୟା ଅଭିଯୁକ୍ତ

ସାମ୍ବାଦିକ ଗୌରୀ ଲଙ୍କେଶଙ୍କ ହତ୍ୟା ଅଭିଯୁକ୍ତ ତଥା ଜାମିନରେ ଜେଲରୁ ବାହାରିଥିବା ଶ୍ରୀକାନ୍ତ ପଙ୍ଗାରକରଙ୍କୁ ମିଳିଛି ବଡ଼ ଦାୟିତ୍ୱ। ସେ ଜଣେ ହତ୍ୟା ଅଭିଯୁକ୍ତ ହୋଇଥିଲେ ହେଁ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଶିବସେନାର ପ୍ରଚାର ଦାୟିତ୍ୱର ନେତୃତ୍ୱ ନେବେ। ମହାରାଷ୍ଟ୍ରର ଜଲନା…