୨୦୨୨ ଓଏଏସ ପରୀକ୍ଷା ଫଳ ପ୍ରକାଶିତ, ଶ୍ୱେତାଶ୍ରୀ ଟପ୍ପର
ଭୁବନେଶ୍ବର : ଆଜି ପ୍ରକାଶ ପାଇଲା ୨୦୨୨ ମସିହାର ଓଏଏସ୍ ରେଜଲ୍ଟ। ମୋଟ୍ ୬୮୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଟପ୍ ଟେନ୍ରେ ୫ ମହିଳା ଓ ୫ ପୁରୁଷ ରହିଛନ୍ତି। ଶ୍ୱେତାଶ୍ରୀ ମହାପାତ୍ର ଓଏଏସ୍ ଟପ୍ପର ହୋଇଛନ୍ତି। ଦ୍ୱିତୀୟ ସ୍ଥାନରେ…
