ଦୀପାବଳିକୁ ନେଇ ପୂର୍ବତଟ ରେଳପଥର ସ୍ୱତନ୍ତ୍ର ଅଭିଯାନ
ଭୁବନେଶ୍ୱର: ଟ୍ରେନ ଯାତ୍ରା ସମୟରେ ଦହନଶୀଳ ପଦାର୍ଥ ଯଥା ଫଟକା, ଗ୍ୟାସ୍ ସିଲିଣ୍ଡର, ଏସିଡ୍, ପେଟ୍ରୋଲ୍, କିରୋସିନି ଇତ୍ୟାଦି ଜ୍ୱଳନ୍ତ ତଥା ବିସ୍ଫୋରକ ଜିନିଷ ପରିବହନ କରିବା ରେଳବାଇ ଅଧିନିୟମ, ୧୯୮୯ ଅନୁଯାୟୀ ଦଣ୍ଡନୀୟ ଅପରାଧ ଅଟେ ଏବଂ ଅପରାଧୀ ତିନି…
