ଆଜି ପବିତ୍ର ବଡ଼ଦିନ; ଧରା ଅବତରଣ କଲେ ପ୍ରଭୁ ଯୀଶୁ
ଆଜି ବଡ଼ଦିନ, ଖ୍ରୀଷ୍ଟ ଧର୍ମାବଳମ୍ବୀଙ୍କ ବଡ଼ ପର୍ବ। ଧରାବତରଣ କରିଛନ୍ତି ପ୍ରଭୁ ଯୀଶୁ ଖ୍ରୀଷ୍ଟ। ଏହି ଅବସରରେ ଖ୍ରୀଷ୍ଟ ଧର୍ମାବଲମ୍ବୀ ମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ମଧ୍ୟରାତ୍ରରେ ପ୍ରଭୁ ଯୀଶୁ ଧରାବତରଣ କରିବା ପରେ ଚାରିଆଡେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି।…
