2024

ଉପ ମୁଖ୍ୟମନ୍ତ୍ରୀ କରିବେ ହବିଷ୍ୟାଳୀ ଯୋଜନା ଉଦ୍ଘାଟନ

ପୁରୀ: ଆସନ୍ତା ୧୮ ତାରିଖରୁ ଆରମ୍ଭ ହେବ । ହବିଷ୍ୟାଳୀ ବ୍ରତ ପାଇଁ ଜିଲ୍ଲା ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ରାଜ୍ୟର ୩୦ ଜିଲ୍ଲାରୁ ୨୫୦୦ ଜଣ ହବିଷ୍ୟାଳୀ ଅନଲାଇନ ଯୋଗେ ପଞ୍ଜିକରଣ କରିଛନ୍ତି । ଆଉ କୌଣସି ସ୍ପଟ…

ଶପଥ ନେଲେ ଓମାର ଅବଦୁଲ୍ଲା, ସୁରିନ୍ଦର ସିଂହ ଚୌଧୁରୀ ହେଲେ ଉପମୁଖ୍ୟମନ୍ତ୍ରୀ

କେନ୍ଦ୍ରଶାସିତ ଅଞ୍ଚଳର ମାନ୍ୟତା ପାଇବାର 6 ବର୍ଷ ପରେ ଜମ୍ମୁ-କଶ୍ମୀରକୁ ମିଳିଲା ପ୍ରଥମ ମୁଖ୍ୟମନ୍ତ୍ରୀ। ନ୍ୟାସନାଲ କନଫରେନ୍ସ (ଏନସି) ବିଧାୟକ ଓମାର ଅବଦୁଲ୍ଲା ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତାଙ୍କ ସହ ସୁରିନ୍ଦର ସିଂହ ଚୌଧୁରୀ ମଧ୍ୟ ଉପମୁଖ୍ୟମନ୍ତ୍ରୀ ଭାବେ…

ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଗୋଷାଣୀ ନୂଆଗାଁ ଥାନା ଅନ୍ତର୍ଗତ ଫୁଲଟା ଗାଁର ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼ । କିଛି ଦୁର୍ବୃତ୍ତ ଏହି ବୋମାମାଡ଼ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ତେବେ ବୋମାମାଡ଼ରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ସରପଞ୍ଚଙ୍କକ ପରିବାର ।…

ପିପିଲି ଅଞ୍ଚଳର ବିକାଶ ପ୍ରତି ଆମେ ସଂକଳ୍ପବଦ୍ଧ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଡେଲାଙ୍ଗ ପିପିଲି ଅଞ୍ଚଳ ହେଉଛି ଐତିହ୍ୟ ସଂପନ୍ନ ସ୍ଥଳ। ବିଶ୍ଵ ପ୍ରସିଦ୍ଧ ଚାନ୍ଦୁଆର ଉତ୍ପତ୍ତି ଏଠାରେ ହୋଇଛି। ଏଠିକାର ବୀର ନାଗା ନାଚ ଅତ୍ୟନ୍ତ ଚିତ୍ତାକର୍ଷକ। ଏଠାରେ ମଧ୍ୟ ଅନେକ କାଳରୁ ଓଡ଼ିଶା ପ୍ରସିଦ୍ଧ ହରିରାଜପୁର, ବଳଙ୍ଗା ଓ ଓଡ଼ିଶାର…

‘ମସଜିଦରେ ଜୟ ଶ୍ରୀରାମ ନାରା ଦେବା ଅପରାଧ ନୁହେଁ’

ମସଜିଦରେ ‘ଜୟ ଶ୍ରୀରାମ’ ନାରା ଦେବା କୌଣସି ଅପରାଧ ନୁହେଁ ବୋଲି କହିଛନ୍ତି କର୍ଣ୍ଣାଟକ ହାଇକୋର୍ଟ। ଏଥିସହ “ଜୟ ଶ୍ରୀରାମ” ନାରା ଦେବାକୁ ନେଇ ଦୁଇ ଜଣ ବ୍ୟକ୍ତିଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା ଅପରାଧିକ ମାମଲାକୁ ଖଣ୍ଡନ କରିଛନ୍ତି। ଅଭିଯୋଗ ଅନୁସାରେ,…

ଶ୍ରୀମନ୍ଦିରରେ ବ୍ୟବହାର ହେବ କେବଳ ଓମଫେଡ୍ ଘିଅ, ନଚେତ୍‌ କାର୍ଯ୍ୟାନୁଷ୍ଠାନ

ପୁରୀ: ଶ୍ରୀମନ୍ଦିରରେ ବ୍ୟବହାର ହେବ କେବଳ ଓମଫେଡ୍ ଘିଅ। ମହାପ୍ରସାଦ ପ୍ରସ୍ତୁତି ଓ ଦୀପରେ କେବଳ ଓମଫେଡ୍ ଘିଅ ବ୍ୟବହାର ହେବ। ଏନେଇ ନିଷ୍ପତ୍ତି ହୋଇଥିବା ବେଳେ ଓମଫେଡ୍ କୁ ମୁଖ୍ୟ ପ୍ରଶାସକ ଚିଠି ଲେଖିଥିବା ସୂଚନା ମିଳିଛି। ଅନ୍ୟ ଘିଅ…

ଘରୋଇ କଳିରେ ଚାଲିଗଲା ୪ମାସର ଶିଶୁର ଜୀବନ

ବ୍ରହ୍ମଗିରି : ରାଗ ବ୍ରହ୍ମ ଚଣ୍ଡାଳ । ରାଗ ବଢ଼ିଗଲେ ପର ଆପଣା ସବୁ ଭୁଲିଯାଏ ମଣିଷ । ତେବେ ରାଗରେ ନିଜ ନିଜର ସମ୍ପର୍କୀୟଙ୍କୁ ମାରିବାକୁ ପଛାନ୍ତିନି କିଛି ଲୋକ । ଏବେ ସେହିଭଳି ଏକ ଘଟଣା ଦେଖିବାକୁ ମିଳିଛି…

SCO ସମ୍ମିଳନୀ: ‘ଆତଙ୍କବାଦର ବିନାଶ ବିନା ବିକାଶ ଅସମ୍ଭବ’

ପାକିସ୍ତାନରେ ଆୟୋଜିତ ସାଙ୍ଘାଇ କର୍ମୋପେସନ ଅର୍ଗାନାଇଜେନ (SCO) ବୈଠେକରେ ନିଜ ଆନ୍ଦାଜ ଦେଖାଇଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର। ପାକିସ୍ତାନକୁ ଆକ୍ଷେପ କରି ଆତଙ୍କବାଦ କେବେ ହେଲେ ବାଣିଜ୍ୟ ଏବଂ ଯୋଗାଯୋଗ ବୃଦ୍ଧି କରିବ ନାହିଁ ବୋଲି ସେ କହିଛନ୍ତି। ସେ…

୨୨ ରେ ପୁଣି ଏକ ଲଘୁଚାପ

ଭୁବନେଶ୍ୱର: ରାଜ୍ୟକୁ ପୁଣି ଏକ ଲଘୁଚାପ ଆସୁଛି। ବଙ୍ଗୋପସାଗରରେ ହେବାକୁ ଥିବା ଏହି ଲଘୁଚାପ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ। ପାଣିପାଗ ବିଶେଷଜ୍ଞ ଏଭଳି ପୂର୍ବାନୁମାନ କରୁଛନ୍ତି। ତେବେ ଏହି ଲଘୁଚାପ ଘନୀଭୂତ ହୋଇ ଅବପାତ ଓ ପରେ ବାତ୍ୟାରେ…

ଆଜିଠୁ ଗଜଲକ୍ଷ୍ମୀ ପୂଜା, ଦୁଲୁକୁଛି କେନ୍ଦ୍ରାପଡ଼ା ଓ ଢେଙ୍କାନାଳ

ଧରାପୃଷ୍ଠରୁ ଜଗତଜନନୀ ମା’ ଦୁର୍ଗା ମେଲାଣି ନେବା ପରଠୁ ଆଜିଠୁ ଆରମ୍ଭ ହେଉଛି ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା। ରାଜ୍ୟର କୋଣ ଅନୁକୋଣରେ ମା’ଙ୍କ ପୂଜାବେଶ୍‌ ଜାକଜମକରେ ଅନୁଷ୍ଠିତ ହେଉଛି।କିନ୍ତୁ ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରସିଦ୍ଧ ଲାଭ କରିଥିବା ଢେଙ୍କାନାଳ ଓ କେନ୍ଦ୍ରାପଡ଼ାରେ…