2024

ଘରୋଇ ହସ୍ପିଟାଲରେ ଉତ୍ତେଜନା; ସାମ୍ବାଦିକ ଓ ସୁରକ୍ଷାକର୍ମୀ ହାତାହାତି

ଘରୋଇ ହସ୍ପିଟାଲରେ ଉତ୍ତେଜନା। ପୋର୍ଟାଲ ସାମ୍ବାଦିକ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ହାତାହାତି। ଜଣେ ଅଟୋଚାଳକ ଗତକାଲି ବିଦ୍ୟୁତ ସଂସ୍ପର୍ଶରେ ଆସି ଆହତ ହୋଇଥିଲେ। ତାଙ୍କୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ବାବଦରେ ବିଏସକେୱାଇରେ ଥିବା ସମସ୍ତ…

ମୁମ୍ବାଇ ଯାତ୍ରୀଙ୍କ ପାଇଁ ଖୁସି ଖବର, ଟୋଲ୍-ଫି ଛାଡ଼ କଲେ ସିନ୍ଦେ ସରକାର

ବିଧାନସଭା ନିର୍ବାଚନ ପୂର୍ବରୁ ମହାରାଷ୍ଟ୍ର ସରକାର କରିଛନ୍ତି ବଡ଼ ଘୋଷଣା। ଆଜି ମଧ୍ୟରାତ୍ର ପରଠାରୁ ସମସ୍ତ ପ୍ରକାର ହାଲୁକା ଯାନ ପାଇଁ ଟୋଲ୍-ଫି ଛାଡ଼ କରିଛନ୍ତି ଏକନାଥ ସିନ୍ଦେ ସରକାର। ମୁମ୍ବାଇର ସମସ୍ତ ପାଞ୍ଚଟି ଟୋଲ୍ ବୁଥରେ ଏହି ନିୟମ କାର୍ଯ୍ୟକାରୀ…

ଦଳ ଛାଡି ଚାଲିଯାଆନ୍ତୁ ଅମର : ଲେନିନ ମହାନ୍ତି

ଭୁବନେଶ୍ବର: ବଢିଲା ବିଜେଡି କଳି। ଅମର ଶତପଥୀ ବନାମ ଲେନିନ ମହାନ୍ତି । ବରିଷ୍ଠ ନେତା ଅମର ଶତପଥୀଙ୍କୁ ଦଳ ଛାଡି ଚାଲିଯିବାକୁ କହିଲେ ଲେନିନ ମହାନ୍ତି । ଅମର ଶତପଥୀ କହିଲେ, ସେ ଦଳରେ ନାହାନ୍ତି । ନିର୍ବାଚନରେ ହାରିବା…

ଓଲିଉଡରେ ନୂଆ ରେକର୍ଡ: ୫ ଦିନରେ ‘କର୍ମ’ କଲା ୨.୨୧ କୋଟି ଟଙ୍କାର ବ୍ୟବସାୟ

ଭୁବନେଶ୍ବର: ଅମୀୟ ପଟ୍ଟନାୟକ ପ୍ରଡକ୍ସନ ବ୍ୟାନରରେ ଅନୁପମ ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ‘କର୍ମ’ ପ୍ରଥମ ଦିନରୁ ହିଁ ଜବରଦସ୍ତ ବ୍ୟାବସାୟିକ ସଫଳତା ହାସଲ କରିଛି। ଏହାପରେ ବି ଏହାର କ୍ରେଜ୍ ବଢିବାରେ ଲାଗିଛି। ଗୋଟିଏ ପରେ ଗୋଟିଏ ରେକର୍ଡ ବି କରିବାରେ ଲାଗିଛି।…

ଏଥର ରାଜଧାନୀରେ ଫୁଟିବନି ବାଣ

ଏଥର ରଜଧାନୀରେ ଫୁଟିବନି ବାଣ। ବାଣ ତିଆରି ଓ ବିକ୍ରି ଉପରେ ବ୍ୟାନ୍‌ ଲାଗିଇଲେ ଦିଲ୍ଳୀ ସରକାର। ଦିଲ୍ଲୀରେ ପ୍ରଦୂଷଣ ନିୟନ୍ତ୍ରଣ କରିବାକୁ ଯାଇ ଏଭଳି କିଛି ନିଷ୍ପତ୍ତି ନେଇଛନ୍ତି ସରକାର। ପୂର୍ବ ବର୍ଷ ଭଳି ଏଥର ବି ଦିଲ୍ଳୀରେ ବାଣ…

ସହଜ ଓ ଶୃଙ୍ଖଳିତ ହେବ ଶ୍ରୀମନ୍ଦିର ଭିତର ଦର୍ଶନ

ପୁରୀ: ଆହୁରି ସହଜ ହେବ ମହାପ୍ରଭୁଙ୍କ ଦର୍ଶନ । ଭକ୍ତମାନେ କିପରି ଶୃଙ୍ଖଳିତ ଓ ସୁରୁଖୁରରୁରେ ଦର୍ଶନ କରିପାରିବେ ସେନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବାଗତଯୋଗ୍ୟ ପଦକ୍ଷେପ ନିଆଯାଇଛି । ତେବେ ନାଟମଣ୍ଡପରେ ଶ୍ରୀଜିଉଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଭକ୍ତଙ୍କ ପାଇଁ…

ଓଡ଼ିଆ ଯୁବତୀ ଦିଲ୍ଲୀରେ ଗଣ ଦୁଷ୍କର୍ମ ମାମଲା, ଦିଲ୍ଲୀ ସିପିଙ୍କ ସହ କଥାହେଲେ ଡିଜିପି ୱାଇ.ବି ଖୁରାନିଆ

ଓଡ଼ିଆ ଯୁବତୀଙ୍କୁ ଦିଲ୍ଲୀରେ ଗଣ ଦୁଷ୍କର୍ମ ମାମଲାରେ ଦିଲ୍ଲୀ ସିପିଙ୍କ ସହ କଥାହେଲେ ଡିଜିପି ୱାଇ.ବି ଖୁରାନିଆ । ତଦନ୍ତର ଅଗ୍ରଗତି ନେଇ ଆଲୋଚନା କରିଛନ୍ତି ପୋଲିସ ଡିଜି । ପୀଡ଼ିତାଙ୍କ ପରିବାର ସହ ଯୋଗାଯୋଗରେ ରହିଛି ଓଡ଼ିଶା ପୋଲିସ। ପୀଡ଼ିତାଙ୍କ…

ପପୁଙ୍କ ଓପନ୍‌ ଚ୍ୟାଲେଞ୍ଜ: ୨୪ ଘଣ୍ଟାରେ ବିଷ୍ଣୋଇ ଗ୍ୟାଙ୍ଗକୁ ମାଟିରେ ମିଶାଇ ଦେବି

‘ମାଟିରେ ମିଶାଇ ଦେବି ଅପରାଧର ସାମ୍ରାଜ୍ୟ। ଯଦି ଅନୁମତି ମିଳେ ତେବେ ୨୪ ଘଣ୍ଟାରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗକୁ ଶେଷ କରିଦେବି।’ ଏଭଳି ଓପନ୍‌ ଚ୍ୟଲେଞ୍ଜ ଦେଇଛନ୍ତି ବିହାର ପୂର୍ଣ୍ଣିୟା ସାଂସଦ ପପୁ ଯାଦବ। ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ତିନିଥର…

ସଂଶୋଧନ ହେବ ରେରା ଆଇନ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର: ସଂଶୋଧନ ହେବ ରେରା ଆଇନ l ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ l ଆଜି ଝିଅ ବାହାଘର ପାଇଁ ଜଣେ ଜମି ବିକିବାକୁ ଚାହିଁ ବି ବିକି ପାରୁନି l ତେଣୁ ରେରା ଆଇନରେ ସଂଶୋଧନର…

ଛତିଆ ନିକଟରେ ବାଇକକୁ ଧକ୍କା ଦେଲା ବସ, ଜଣେ ମୃତ, ଜଳିଗଲା ବସ

ଯାଜପୁର: ଜଳିଗଲା ଚଳନ୍ତା ବସ୍ । ବାଇକ ଚାଳକ ମୃତ। ଯାଜପୁର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ଛତିଆ ନିକଟରେ ଘଟିଛି ଦୁର୍ଘଟଣା । ବସଟି ବାଲେଶ୍ବରରୁ ଭୁବନେଶ୍ବରକୁ ଯାଉଥିବାବେଳେ ଏକ ବାଇକକୁ ଧକ୍କା ଦେଇଥିଲା। ଫଳରେ ବାଇକ ଆରୋହୀଙ୍କ ଘଟଣାସ୍ଥଳରେ…