ନକ୍ସଲ ପ୍ରଭାବିତ ଅଞ୍ଚଳ ପାଇଁ ‘ଗ୍ରାମୋଦୟ’
ଭୁବନେଶ୍ବର : ନକ୍ସଲ ପ୍ରଭାବିତ ଅଞ୍ଚଳ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ‘ଗ୍ରାମୋଦୟ’ କାର୍ଯ୍ୟକ୍ରମ। ହିତାଧିକାରୀଙ୍କୁ ସରକାରୀ ଯୋଜନାର ସବୁ ସୁବିଧା ପହଞ୍ଚାଇବା ଲକ୍ଷ୍ୟ ନେଇ ଏହି ଯୋଜନା କରାଯାଇଛି। ନକ୍ସଲ ପ୍ରଭାବିତ ବରଗଡ଼, ବଲାଙ୍ଗିର, କଳାହାଣ୍ଡି, ବୌଦ୍ଧ,…
