2024

ଓଡ଼ିଶା କ୍ରୀଡା ଓ ଯୁବସେବା ବିଭାଗ ପକ୍ଷରୁ ସଫଳ କ୍ରୀଡ଼ାବିତ୍‌ଙ୍କୁ ସମ୍ବର୍ଦ୍ଧନା, ୭୨ କ୍ରୀଡ଼ାବିତ୍‌ଙ୍କୁ ୩ ଲକ୍ଷ ୮୫ ହଜାର ୫୦୦ ଟଙ୍କା ପୁରସ୍କାର ରାଶି ପ୍ରଦାନ

ଭୁବନେଶ୍ୱର:ବିଭିନ୍ନ ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ଆୟୋଜିତ ହୋଇଥିବା କ୍ରୀଡା ପ୍ରତିଯୋଗିତା ମାନଙ୍କରେ ନିଜର ଉଲ୍ଲେଖନୀୟ ପ୍ରଦର୍ଶନ ଦ୍ୱାରା ରାଜ୍ୟ ପାଇଁ ଗର୍ବ ଓ ଗୌରବ ଆଣିଥିବା ୭୨ କ୍ରୀଡାବିତ୍ ମାନଙ୍କୁ ଆଜି ଓଡ଼ିଶା କ୍ରୀଡା ଓ ଯୁବସେବା ବିଭାଗ ପକ୍ଷରୁ…

ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର

ଭୁବନେଶ୍ବର: ଭାରତ ସରକାରଙ୍କ ଦ୍ବାରା ଆୟୋଜିତ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବରେ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ଏହି ଚଳଚ୍ଚିତ୍ରର ପ୍ରଯୋଜକ ଓ ୨ ନିର୍ଦେଶକ ପୁରସ୍କାର ଗ୍ରହଣ କରିଛନ୍ତି। ଓଡ଼ିଆ…

ସଚ୍ଚୋଟତା, ସ୍ବଚ୍ଛତା ଓ ସାଧୁତାକୁ ଅବଲମ୍ବନ କରି ଲୋକଙ୍କ ସେବା କରନ୍ତୁ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆମ ସରକାର ଲୋକଙ୍କ କଲ୍ୟାଣ ଏବଂ ବିକଶିତ ଓଡ଼ିଶା ଗଠନ ନିମନ୍ତେ ପ୍ରତିଶ୍ରୁତିବଦ୍ଧ। ପ୍ରଣୟନ କରାଯାଇଥିବା ସରକାରଙ୍କ ପ୍ରତିଟି ପଦକ୍ଷେପ ଓ ଯୋଜନାଗୁଡିକ କିପରି ରାଜ୍ୟର ପ୍ରତ୍ୟେକ କୋଣ ଅନୁକୋଣରେ ପହଞ୍ଚିବ ଓ ଏହାର ସଫଳ ରୂପାୟନ ହୋଇପାରିବ…

ସ୍ୱାସ୍ଥ୍ୟସେବାରେ ନୂଆ ଅଧ୍ୟାୟ – ଏସସିବି ମେଡିକାଲରେ କାର୍ଯ୍ୟକ୍ଷମ ହେଲା ଅସ୍ଥି ଭଣ୍ଡାର

କଟକ : ମଙ୍ଗଳବାର ରାଜ୍ୟ ସ୍ଵାସ୍ଥ୍ୟସେବାରେ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି। ଏସସିବି ମେଡିକାଲ କଲେଜରେ କାର୍ଯ୍ୟକ୍ଷମ ହୋଇଛି ଅସ୍ଥି ଭଣ୍ଡାର (ବୋନ ବ୍ୟାଙ୍କ)। ଆଜି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କଟକ ବଡ଼ ମେଡିକାଲର ଅସ୍ତିଶଲ୍ୟ ବିଭାଗରେ ଆୟୋଜିତ ଉତ୍ସବରେ ମୁଖ୍ୟ…

ଦୁର୍ଗାପୂଜା ପାଇଁ ଟ୍ରାଫିକ୍ କଟକଣା; କାଲିଠୁ ଟୁଇନ୍‌ ସିଟିରେ ଲାଗୁ ହେବ

କଟକ : ଦୁର୍ଗାପୂଜା ପାଇଁ ଟୁଇନ ସିଟିରେ ଲାଗୁ ହେବ ଟ୍ରାଫିକ କଟକଣା। ଆସନ୍ତା କାଲିଠୁ ୧୩ ତାରିଖ ଯାଏଁ କଟକ ଏବଂ ଭୁବନେଶ୍ୱରରେ ଟ୍ରାଫିକ କଟକଣା ଲାଗୁ ହେବ । ଏନେଇ ବିଜ୍ଞପ୍ତି ଜାରି କରିଛି କମିଶନରେଟ୍ ପୁଲିସ। କଟକରେ…

ଆର୍ଟିଫିସିଆଲ୍‌ ଇଣ୍ଟେଲିଜେଣ୍ଟ, ମେସିନ୍‌ ଲର୍ଣ୍ଣିଙ୍ଗ୍‌, ଡାଟା ସାଇନ୍ସ ଆଦି ନୂତନ ପାଠ୍ୟକ୍ରମ ବହୁଳ ମାତ୍ରାରେ ପ୍ରଚଳନ କରାଯିବାର ଆବଶ୍ୟକତା ରହିଛି-ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟର ତୃତୀୟ ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ଶିଳ୍ପ, ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ କହିଲେ ଯେ ଇଂଜିନିୟରିଂ ବିଦ୍ୟାକୁ ସଫଳ…

OPSC ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଅରୁଣ ଷଡ଼ଙ୍ଗୀ

ଭୁବନେଶ୍ବର : ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ୧୯୯୦ ବ୍ୟାଚର ଆଇପିଏସ୍ ଅରୁଣ ଷଡ଼ଙ୍ଗୀ। ଆଜି ଲୋକସେବା ଭବନ ସେ ଡଃ ସରିତା ସୁପକାରଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ଓପିଏସସି ଅଧ୍ୟକ୍ଷ ପଦରୁ ସତ୍ୟଜିତ୍ ମହାନ୍ତି…

ତ୍ୱରିତ ଫଇସଲା ହେବ ରାଜସ୍ୱ ପରିଷଦରେ ପଡିଥିବା ମାମଲା

ଭୁବନେଶ୍ବର : ରାଜସ୍ୱ ପରିଷଦରେ ଦୀର୍ଘ ବର୍ଷ ଧରି ପଡି ରହିଥିବା ମାମଲା ଗୁଡିକର ହେବ ତ୍ୱରିତ ଫଇସଲା। ରିଭିଜନାଲ୍‌ କୋର୍ଟରେ ତ୍ୱରିତ ଜମିଜମା ରେକର୍ଡ, ପଟ୍ଟା, ନକ୍ସାରେ ସଂଶୋଧନ ସମ୍ପର୍କିତ ମାମଲାର ହେବ ଫୈସଲା। ଏଥିପାଇଁ ପ୍ରତି ସପ୍ତାହରେ ଅତିକମରେ…

ହେଜବୁଲ୍ଲା ମୁଖ୍ୟ କାର୍ଯ୍ୟାଳୟର କମାଣ୍ଡର ନିପାତ

ଗାଜା : ହେଜବୁଲ୍ଲା ଶକ୍ତିକୁ ଦୁର୍ବଳ କଲା ଇସ୍ରାଏଲ। ସଂଗଠନର ମୁଖ୍ୟ ହାସନ ନସ୍ରଲ୍ଲା ଏବଂ ତାଙ୍କ ଉତ୍ତରାଧିକାରୀ ହାସିମ ସୈଫୁଦ୍ଦିନଙ୍କ ପରେ ଏବେ ମୁଖ୍ୟ କାର୍ଯ୍ୟାଳୟର କମାଣ୍ଡରଙ୍କୁ ନିପାତ କରିଛି। ଏନେଇ ଇସ୍ରାଏଲ ସେନା ପକ୍ଷରୁ ସୂଚନା ଦିଆଯାଇଛି। ଇସ୍ରାଏଲ…

ହରିୟାଣାରେ କଂଗ୍ରେସର ପରାଜୟ ପରେ ହୁଡ୍ଡାଙ୍କୁ ଟାର୍ଗେଟ କଲେ ସେଲଜା

ଚଣ୍ଡୀଗଡ : ଭୁଲ୍ ହେଲା ଏକଜିଟ୍ ପୋଲ୍‌। ହରିୟାଣାରେ ଲଗାତାର ତୃତୀୟ ଥର ପାଇଁ ବହୁମତ ପାଇଲା ବିଜେପି। ଆଉ ନିଶ୍ଚିତ ବିଜୟ ଆଶା ରଖିଥିବା କଂଗ୍ରେସ ୩୭ଟି ଆସନ ପାଇବା ପରେ ଏହାର ପ୍ରମୁଖ ନେତାମାନେ ଖୋଲାଖୋଲି ପରସ୍ପର ବିରୋଧରେ…