2024

ବରଗଡ଼ ଜିଲ୍ଲା କାରାଗାରରେ ପୋଲିସ ବିଭାଗର ଅଚାନକ ଚଢ଼ାଉ

ବରଗଡ଼:ବରଗଡ଼ ଜିଲ୍ଲା କାରାଗାରରେ ପୋଲିସ ବିଭାଗର ଅଚାନକ ଚଢ଼ାଉ l ଚଢ଼ାଉ ବେଳେ କାରାଗାରରୁ ବ୍ୟାପକ ମାତ୍ରାରେ ମାଦକ ଦ୍ରବ୍ୟ ଜବତ କରିଛି ପୋଲିସ l ସେପଟେ ସମ୍ବଲପୁର ମଣ୍ଡଳ କାରାଗାରରେ ଅଚାନକ ଚଢ଼ାଉ କରି ବିପୁଳ ମାଦକଦ୍ରବ୍ୟ ଜବତ କରିଛି…

ଆପ୍ ଜରିଆରେ ୫୦୦ କୋଟି ଟଙ୍କା ଠକେଇ; ଭାରତୀ ସିଂହ ଓ ଏଲଭିସ ଯାଦବଙ୍କୁ ସମନ

ୟୁଟ୍ୟୁବର ଏଲଭିସ ଯାଦବଙ୍କ ପାଇଁ ପୁଣି ଅଡୁଆ ବଢିଛି। ଏକ ଆପ୍ ଆଧାରିତ ସ୍କାମରେ ୫୦୦ କୋଟି ଟଙ୍କା ଠକେଇ ଅଭିଯୋଗରେ ସମନ ପଠାଇଛି ଦିଲ୍ଲୀ ପୁଲିସ। ଏଲଭିସ ଯାଦବଙ୍କ ସମେତ ହାସ୍ୟ ଅଭିନେତା ଭାରତୀ ସିଂହ ଏବଂ ଅନ୍ୟ ତିନି…

ଓଡ଼ିଶାକୁ ବିଦେଶୀ ପୁଞ୍ଜି ଆଣିବା ପାଇଁ ରାଜ୍ୟ ସରକାରଙ୍କ ପ୍ରୟାସ ଚାଲିଛି: ସୁରେଶ ପୂଜାରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦିଲ୍ଲୀ ଗସ୍ତକୁ ନେଇ ଅଧିକ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦିଲ୍ଲୀ ଗସ୍ତ କାଳରେ ନିବେଶକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ଖାଲି ସେତିକି ନୁହେଁ, ମୁଖ୍ୟମନ୍ତ୍ରୀ…

ଅଗ୍ନିବୀରଙ୍କ ପାଇଁ ବଡ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର: ଅଗ୍ନବିୀରଙ୍କ ପାଇଁ ପୁଣି ନରମିଲେ ରାଜ୍ୟ ସରକାର । ପ୍ରଥମେ ୧୦ ପ୍ରତିଶତ ସଂରକ୍ଷଣ ଏବେ ପୁଣି ବୟସ ସୀମାରେ ବି କୋହଳ କରିଛନ୍ତି ସରକାର । ତେବେ ଏନେଇ ସରକାର ବିଜ୍ଞପ୍ତି ଜାରି କରିଛନ୍ତି । ଅବସରପ୍ରାପ୍ତ ଅଗ୍ନିବୀରଙ୍କ…

ତିରୁପତି ଲଡୁ ବିବାଦ; SITକୁ ତଦନ୍ତ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ତିରୁପତି ଲଡୁ ବିବାଦ ମାମଲାର ତଦନ୍ତ କରିବ ସ୍ପେଶାଲ ଇନଭେଷ୍ଟିଗେସନ ଟିମ୍ (SIT)। ଆଜି ସୁପ୍ରିମକୋର୍ଟ ତଦନ୍ତ ପାଇଁ ଏସଆଇଟିକୁ ନିର୍ଦ୍ଦେଶ ଦେଇଛନ୍ତି। ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ (FSSAI)ର ଦୁଇଜଣ ବରିଷ୍ଠ ଅଧିକାରୀ ଏବଂ ସିବିଆଇର ଦୁଇଜଣ ବରିଷ୍ଠ…

୭ ହଜାର ଟଙ୍କା ଲାଞ୍ଚ ନେଲା ବେଳେ କନିଷ୍ଠ ଯନ୍ତ୍ରୀଙ୍କୁ ଧରିଲା ଭିଜିଲାନ୍ସ

ପାଟଣାଗଡ଼: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ବେଲପଡ଼ା ବ୍ଲକର କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ସାହୁ ନାମକ ଜୈନିକ କନିଷ୍ଠ ଯନ୍ତ୍ରୀ ଜଣେ ଚାଷୀଙ୍କ ଠାରୁ ୭ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ୬ ଭିଜିଲାନ୍ସ ହାତରେ ଧରା ପଡିଥିବା ଜଣାପଡିଛି।…

ନୂଆ ସ୍ପର୍ଶ ପାଇବ ରାଜ୍ୟର ମୁଖ୍ୟ ବିମାନ ବନ୍ଦର, ଖୁବ୍ ଶୀଘ୍ର ରନୱେ କ୍ୟାଟ୍‌ ଟୁ ଲାଇଟ୍

ଭୁବନେଶ୍ବର: ନୂଆ ସ୍ବର୍ଶ ପାଇବ ଭୁବନେଶ୍ବର ବିମାନ ବନ୍ଦର । ପୁରୁଣା ଟର୍ମିନାଲ ପାଖରେ ତିଆରି ହେବ ନୂଆ ଟର୍ମିନାଲ । ଭୁବନେଶ୍ବର ବିମାନ ବନ୍ଦରରେ ପରିଦର୍ଶନ କରି ଏହି ସୂଚନା ଦେଇଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ.…

ମଧ୍ୟପ୍ରାଚ୍ୟରେ ଘନଉଛି ସଙ୍କଟ, ମୋଦି ଡାକିଲେ ଜରୁରୀ ବୈଠକ

ମଧ୍ୟପ୍ରାଚ୍ୟରେ ଗମ୍ଭୀର ହେଉଛି ଯୁଦ୍ଧ ସ୍ଥିତି। ସୁଧୁରିବା ବଦଳରେ ଜଟିଳ ରୂପ ନେଲାଣି ଦୁଇ ମହାଶକ୍ତିଙ୍କ ମଧ୍ୟରେ ଫେସ୍ ଟୁ ଫେସ୍ ୱାର୍। ଇରାନର ଆକ୍ରମଣ ପରେ ଚିହିଁକି ଉଠିଥିବା ଇସ୍ରାଏଲ, ବଡ଼ ଧରଣର ଆଟାକ୍ ପାଇଁ ପ୍ରସ୍ତୁତ କରୁଛି ରଣନୀତି।…

ଜିଲ୍ଲା ଭିତ୍ତିକ ସ୍ଥାୟୀ ନିଯୁକ୍ତି ଦାବି, ୧୨ ଘଣ୍ଟିଆ କୋରାପୁଟ୍‌ ବନ୍ଦ

କୋରାପୁଟ: ଆଜି ଅବିଭକ୍ତ କୋରାପୁଟ ବନ୍ଦ । ୪ ଜିଲ୍ଲାରେ ଚକଅଖ ଜାମ୍ । କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଓ ରାୟଗଡା ଜିଲ୍ଲାରେ ସକାଳ ୬ଟାରୁ ଆରମ୍ଭ ହୋଇଛି ବନ୍ଦ ପାଳନ । ସରକାରୀ ଚାକିରିରେ ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ…

୨ କୋଟି ୮୬ ଲକ୍ଷ ଟଙ୍କାରେ ନିଲାମ ହେଲା ମହାପ୍ରଭୁଙ୍କ ଅର୍ପଣ ଚାଉଳ

ପୁରୀ: ଶେଷରେ ବିକ୍ରି ହେଲା ଅର୍ପଣ ଚାଉଳ । ନିର୍ବାଚନ ପୂର୍ବରୁ ପରିକ୍ରମା ପ୍ରକଳ୍ପ ନାଁରେ ଘର ଘର ରଥ ବୁଲି ଯେଉଁ ଚାଉଳ ସଂଗ୍ରହ ହୋଇଥିଲା ପ୍ରାୟ ୬ ମାସ ଧରି ପଡିରହିବା ପରେ ଆଜି ଶେଷରେ ନିଲାମ ହୋଇଛି…