2024

ମିଥୁନଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର

ନୂଆଦିଲ୍ଲୀ: ବଲିଉଡ୍‌ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ଦାଦା ସାହେବ ଫାଲ୍‌କେ ପୁରସ୍କାର ମିଳିଛି । କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏହି ଘୋଷଣା କରିଛନ୍ତି। ହିନ୍ଦୀ ସିନେମା ଜଗତରେ ତାଙ୍କର ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି।…

ଭଦ୍ରକ ବିଜେଡିରେ ବି ଫାଟ!

ଭଦ୍ରକ: ତୁଟୁନି ବିଜେଡି ବିବାଦ । ନିର୍ବାଚନରେ ହାରିବା ପରେ ଯେମିତି ଦଳର ସବୁ ସଦସ୍ୟ ବେପରୁଆ ହୋଇଗଲେଣି । ଯେଉଁଠି ଦିନେ ମାଟି କାମୁଡି ପଡୁଥିଲେ । ଆଜି ଟିକିଏ କେଁ କିନା ହେଲା ବେଳକୁ ବି କନ୍ଦଳ ହେଇଯାଉଛି…

ଦେଶୀ ଗାଈକୁ ‘ରାଜ୍ୟମାତା’ର ମାନ୍ୟତା ଦେଲେ ମହାରାଷ୍ଟ୍ର ସରକାର

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଏକନାଥ ସିନ୍ଦେ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ସରକାର ଦେଶୀ ଗାଈକୁ ରାଜ୍ୟମାତା-ଗୋମାତାର ମାନ୍ୟତା ଦେଇଛନ୍ତି। ଆଜି ରାଜ୍ୟ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନିଯାଇଛି। ବିଧାନସଭା ନିର୍ବାଚନକୁ ଅଳ୍ପ କିଛି ମାସ ବାକି…

ଲଦାଖ ନିକଟରେ ଚୀନର ଇଣ୍ଟରସେପ୍ଟର କ୍ଷେପଣାସ୍ତ୍ର ପରୀକ୍ଷା

ନୂଆଦିଲ୍ଲୀ: ଭାରତ ସୀମା ନିକଟରେ ଚୀନ ଏକ ଇଣ୍ଟରସେପ୍ଟର କ୍ଷେପଣାସ୍ତ୍ର ପରୀକ୍ଷଣ କରିଛି । ଏହି କ୍ଷେପଣାସ୍ତ୍ରଟି ଆଉ ଏକ କ୍ଷେପଣାସ୍ତ୍ରକୁ ମାରି ଖସାଇଦେଇଥିଲା । ଭାରତର ବ୍ରହ୍ମସ୍ କ୍ଷେପଣାସ୍ତ୍ରକୁ ଦୃଷ୍ଟିରେ ରଖି ଚୀନ ଏହି ପରୀକ୍ଷଣ କରିଛି । ସିନ୍ହୁଆ…

ବାଇକକୁ ଧକ୍କା ଦେଲା ବାଇକ, ଚାଳକ ଜୀବନ୍ତ ଦଗ୍ଧ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ଥାନା ଅନ୍ତର୍ଗତ କୁଡପାନି ରାସ୍ତାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଯାହା ପରେ ଦୁଇ ବାଇକ୍‌ ବିଚ୍‌ ରାସ୍ତାରେ ହୁତୁହୁତ ହୋଇ ଜଳିବାକୁ ଲାଗିଲା। ଏହି ଅଘଟଣରେ ଜଣେ ବାଇକ୍‌ ଚାଳକ ଜୀଅନ୍ତା…

ଦୀପାଳି ଦାସଙ୍କୁ ହାଇକୋର୍ଟରୁ ମିଳିଲା ଆଗୁଆ ଜାମିନ

ଝାରସୁଗୁଡ଼ାର ପୂର୍ବତନ ବିଧାୟିକା ଦୀପାଳି ଦାସଙ୍କୁ ହାଇକୋର୍ଟରୁ ମିଳିଲା ଆଗୁଆ ଜାମିନ। ତେଲକୋଳେଇ ଥାନା ମାମଲାରେ ତାଙ୍କୁ ମିଳିଛି ଆଗୁଆ ଜାମିନ। ଗତ ୨୧ତାରିଖରେ ଝାରସୁଗୁଡ଼ାର ତେଲକୋଳେଇ ଥାନା ଅଞ୍ଚଳରେ ଥିବା କୋଲ ଇଣ୍ଡିଆ ଅଫିସ ସାମ୍ନାରେ ପ୍ରତିବାଦ ଧାରଣା ଘଟଣାରେ…

ବିଜେଡି ବିବାଦରେ ଆକ୍ସନ: ୪ ଜଣଙ୍କୁ କାରଣ ଦର୍ଶାଅ ନୋଟିସ୍

ଭୁବନେଶ୍ବର: ବିଜେଡି ଭିତର ବିବାଦ ଦିନକୁ ଦିନ ବଢୁଥିବା ବେଳେ ଏବେ ଆରମ୍ଭ ହୋଇଛି ଆକ୍ସନ ପ୍ରକ୍ରିୟା । ୪ଜଣ ବିଜେଡି ନେତାଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି ଜିଲ୍ଲା ସଭାପତି । କର୍ପୋରେଟର ଅମରେଶ ଜେନା, ବିରଞ୍ଚି ମହାସୂପକାରଙ୍କୁ…

ନୂତନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ସୁରେଶ ଦେବଦତ୍ତ ସିଂହ

ପାର୍ବଣ ପୂର୍ବରୁ ବଦଳିଲେ ଟୁଇନ୍‌ ସିଟି କମିଶନର । ନୂତନ କମିଶନର ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ସୁରେଶ ଦେବଦତ୍ତ ସିଂହ । ପୂର୍ବତନ କମିଶନର ସଂଜୀବ ପଣ୍ଡାଙ୍କ ତାଙ୍କ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ୧୯୯୮ ବ୍ୟାଚ୍‌ ବରିଷ୍ଠ ଆଇପିଏସ୍‌…

ଝାଡ଼ାବାନ୍ତିରେ ୨ ଜଣଙ୍କ ମୃତ୍ୟୁ, ୧୭ ଆକ୍ରାନ୍ତ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ମେଘଲା ଗାଁରେ ଝାଡ଼ାବାନ୍ତିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସେହିପରି ଗାଁରେ ଆହୁରି ୧୭ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ମୃତକ ଦ୍ୱୟ ହେଉଛନ୍ତି, ଉପି ମଲ୍ଲିକ (୬୬) ଓ ଖଇରୁ…

ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଫିସରେ ଲାଗିଲା ନିଆଁ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳାୟରେ ଲାଗିଲା ନିଆଁ । ହୁତୁହୁତୁ ହୋଇ ଜଲିଲା ଇନଭର୍ଟର । ତେବେ ଏଥିରେ କେହି ଆହତ ହୋଇନଥିବା ସୂଚନା ମିଳିଛି । ତେବେ ମିଳିଥିବା ସୂଚନା ଅନୁସାରେ, ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଫିସରେ ଇନଭର୍ଟର ଫାଟି ଅଗ୍ନିକାଣ୍ଡ…