ରାଜନୀତିଠୁ ଭଗବାନଙ୍କୁ ଦୂରେଇ ରଖ; ଲଡୁ ବିବାଦକୁ ନେଇ ଏପରି କହିଲେ ସୁପ୍ରିମକୋର୍ଟ
ଆନ୍ଧ୍ରପ୍ରଦେଶର ପ୍ରସିଦ୍ଧ ତିରୁପତି ମନ୍ଦିର ଲଡ଼ୁ ବିବାଦକୁ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ଆଜି ସୁପ୍ରିମକୋର୍ଟରେ ଏ ଉପରେ ଶୁଣାଣି ହୋଇଛି। ଶୁଣାଣି ସମୟରେ ସର୍ବୋଚ୍ଚ ଅଦାଲତ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛନ୍ତି। ତଦନ୍ତ ହେବା ପୂର୍ବରୁ…
