2024

ଓଡ଼ିଶାକୁ ମାଓ ହିଂସା ରୂପକ ଭାଇରସରୁ ପୁଲିସ ମୁକ୍ତ କରିପାରିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡିଶା ପୁଲିସ ଏକ ଶୃଙ୍ଖଳିତ, ଲୋକାଭିମୁଖୀ ଏବଂ ଦକ୍ଷ ପୁଲିସ ବଳ। ଯେପରି ଭାବେ ପ୍ରତ୍ୟେକ କ୍ଷେତ୍ରରେ କିଛି ବ୍ୟତିକ୍ରମ ଥାଏ ସେମିତି କିଛି ବ୍ୟତିକ୍ରମ ପୁଲିସ ସେବାରେ ଥାଇପାରେ। ତାକୁ ବ୍ୟତିକ୍ରମ ଭାବେ ବିବେଚନା କରାଯାଇପାରେ। କିନ୍ତୁ, ଏ…

କୁତ୍ସିତ ଜାତି ପ୍ରଥା: ଘରେ ୧୨ ଘଣ୍ଟା ପଡ଼ି ରହିଲା ମୃତଦେହ

ସୁବର୍ଣ୍ଣପୁର : କୁତ୍ସିତ ଜାତି ପ୍ରଥାର ଅନ୍ଧାରୀ କୋଠରୀରୁ ସମ୍ପୂର୍ଣ୍ଣ ବାହାରି ପାରିନାହିଁ ଏ ସଭ୍ୟ ସମାଜ। ଯେଉଁପାଇଁ ଆଜି ମୃତଦେହକୁ ଅସମ୍ମାନିତ କରାଯାଇଛି। ଜାତିଆଣ ମନୋଭାବ ଯୋଗୁ ୧୨ ଘଣ୍ଟାରୁ ଅଧିକ ସମୟ ଧରି ଘର ଭିତରେ ପଡ଼ି ରହିଲା…

୨୦ ଫୁଟ ତଳକୁ ଖସିଲା ତୀର୍ଥଯାତ୍ରୀ ବସ୍‌; ୪ ମୃତ, ୨୩ ଆହତ

ବାଲେଶ୍ବର : ଗତକାଲି ବିଳମ୍ବିତ ରାତିରେ ବାଲେଶ୍ୱର ଜିଲ୍ଲା ଜଳେଶ୍ୱରରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଜାତୀୟ ରାଜପଥରୁ ୨୦ ଫୁଟ ତଳକୁ ଖସିଲା ଏକ ଯାତ୍ରୀବାହୀ ବସ୍‌। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୩…

୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଦୁଇ ଦିନଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେପ୍ଟେମ୍ବର ୩୦ ତାରିଖରେ ମୁଖ୍ୟମନ୍ତ୍ରୀ ଝାଡ଼ଖଣ୍ଡ ଯିବାର କାର୍ଯ୍ୟକ୍ରମ ରହିଛି।ମୁଖ୍ୟମନ୍ତ୍ରୀ ୩୦ ତାରିଖରେ ଝାଡ଼ଖଣ୍ଡ ପହଞ୍ଚିବା ପରେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ। ସେଠାରେ ପ୍ରାକ୍ ନିର୍ବାଚନୀ…

ରାଜଧାନୀରେ ଚାଞ୍ଚଲ୍ୟ: ୪ ଝିଅକୁ ହତ୍ୟା କରି ଆତ୍ମହତ୍ୟା କଲା ବାପା

ନୂଆଦିଲ୍ଲୀ : ଦେଶର ରାଜଧାନୀ ନୂଆଦିଲ୍ଲୀରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ଜଣେ ବାପା ନିଜର ୪ ଝିଅକୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଛନ୍ତି। ଦକ୍ଷିଣ-ପଶ୍ଚିମ ଦିଲ୍ଲୀର ବସନ୍ତକୁଞ୍ଜ ଅନ୍ତର୍ଗତ ରଙ୍ଗପୁରୀ ପାହାଡ଼ି ଅଞ୍ଚଳରେ ଏହି ଜଘନ୍ୟ କାଣ୍ଡ…

ଇସ୍ରାଏଲର ବୋମା ମାଡ଼ ଜାରି, ହେଜବୁଲ୍ଲା ମୁଖ୍ୟଙ୍କ ଝିଅ ନିହତ

ନୂଆଦିଲ୍ଲୀ : ବିଦ୍ରୋହୀ ସଂଗଠନ ହେଜବୁଲ୍ଲା ବିରୋଧରେ ଇସ୍ରାଏଲ ଅପରେସନ ଜାରି ରଖିଛି। ଆଜି ମଧ୍ୟ ହେଜବୁଲ୍ଲାର ଗଡ଼ କୁହାଯାଉଥିବା ଲେବାନନର ରାଜଧାନୀ ବେରୁଟର ଦକ୍ଷିଣ ପ୍ରାନ୍ତରେ ଇସ୍ରାଏଲ ସେନା ଘନଘନ ବୋମା ମାଡ଼ କରିଛନ୍ତି। ଶୁକ୍ରବାର ରାତିରୁ ଏଠାରେ ଆରମ୍ଭ…

ଜୋମାଟୋରୁ ଇସ୍ତଫା ଦେଲେ ସହ ପ୍ରତିଷ୍ଠାତା ଆକୃତି ଚୋପ୍ରା

ନୂଆଦିଲ୍ଲୀ : ଅନଲାଇନ ଫୁଡ ଡେଲିଭରୀ ସଂସ୍ଥା ଜୋମାଟୋ ସହ ସମ୍ପର୍କଛିନ୍ନ କରିଛନ୍ତି ଏହାର ସହ ପ୍ରତିଷ୍ଠାତା ଆକୃତି ଚୋପ୍ରା। ସେ ଜମାଟୋର ସହ ପ୍ରତିଷ୍ଠାତା ସହ ମୁଖ୍ୟ ଲୋକ ଅଧିକାରୀ ଭାବେ କାମ କରୁଥିଲେ। ହେଲେ ଆଜି ସେ ଇସ୍ତଫା…

ଅକ୍ଟୋବରରେ ଭାରତ ଆସିବେ ମାଳଦ୍ଵୀପ ରାଷ୍ଟ୍ରପତି

ନୂଆଦିଲ୍ଲୀ : ଅକ୍ଟୋବର ମାସରେ ଭାରତ ଆସିବେ ମାଳଦ୍ଵୀପ ରାଷ୍ଟ୍ରପତି। ମାଳଦ୍ଵୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ ଅକ୍ଟୋବର ଦ୍ଵିତୀୟ ସପ୍ତାହରେ ଭାରତ ଗସ୍ତରେ ଆସିବେ ବୋଲି ଜଣାପଡିଛି। ୨୦୨୩ ନଭେମ୍ବର ମାସରେ ରାଷ୍ଟ୍ରପତି ନିର୍ବାଚିତ ହେବା ପରେ ମୁଇଜୁଙ୍କର ଏହା ପ୍ରଥମ…

ହେଜବୁଲ୍ଲାର ମୁଖ୍ୟ ଶେଖ ହାସନ ନସ୍ରଲ୍ଲା ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ମୃତ

ନୂଆଦିଲ୍ଲୀ : ଇରାନ ସମର୍ଥିତ ବିଦ୍ରୋହୀ ସଂଗଠନ ହେଜବୁଲ୍ଲାର ମୁଖ୍ୟ ଶେଖ ହାସନ ନସ୍ରଲ୍ଲା ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ପ୍ରାଣ ହରାଇଥିବା ଦାବି କରାଯାଉଛି। ଶୁକ୍ରବାର ଇସ୍ରାଏଲ ସେନା ଲେବାନନର ରାଜଧାନୀ ବେରୁଟରେ ଥିବା ହେଜବୁଲ୍ଲାର ମୁଖ୍ୟାଳୟ ଉପରେ ବୋମା ମାଡ଼…

ଇସ୍ରାଏଲ ପାଇଁ ଭାରତ ବନ୍ଧୁ, ଇରାନ ଅଭିଶାପ- ଜାତିସଂଘରେ ୨ଟି ମାନଚିତ୍ର ଦେଖାଇ ଏପରି କହିଲେ ନେତାନ୍ୟାହୁ

ନୂଆଦିଲ୍ଲୀ : ଇସ୍ରାଏଲ-ହେଜବୋଲ୍ଲା ଯୁଦ୍ଧ ଚାଲିଥିବାବେଳେ ଜାତିସଂଘରେ ଭାରତକୁ ଭୂୟସୀ ପ୍ରଶଂସା କରିଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ। ସେ ଜାତିସଂଘ ସାଧାରଣ ସଭା ବୈଠକରେ ପୋଡ଼ିୟମରେ ଛିଡ଼ା ହୋଇ ଦୁଇ ହାତରେ ୨ଟି ମାନଚିତ୍ର ଧରି ସମସ୍ତଙ୍କୁ ଦେଖାଇଥିଲେ। ଗୋଟିଏ…