ମୁମ୍ବାଇରେ ଆତଙ୍କବାଦୀ ଆକ୍ରମଣ ଆଲର୍ଟ, ଆକ୍ସନ ମୁଡ୍ରେ ପୁଲିସ
ମୁମ୍ବାଇ : ମୁମ୍ବାଇରେ ହୋଇପାରେ ପୁଣିଥରେ ଆତଙ୍କବାଦୀ ଆକ୍ରମଣ। ଏନେଇ ଗୁଇନ୍ଦା ବିଭାଗ ପକ୍ଷରୁ ଆଲର୍ଟ ଜାରି କରାଯାଇଛି। ଏହି ଖବର ସାମ୍ନାକୁ ଆସିବା ପରେ ଆକ୍ସନମୁଡ୍କୁ ଆସିଛି ପୁଲିସ। ମୁମ୍ବାଇରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ବିଭିନ୍ନ ସ୍ଥାନରେ ପୁଲିସ…
