2024

ବରିଷ୍ଠ ଆଇପିଏସ ଅରୁଣ ଷଡ଼ଙ୍ଗୀ ହେଲେ OPSC ଅଧ୍ୟକ୍ଷ, ୬୨ ବର୍ଷ ବୟସ ଯାଏ ରହିବ କାର୍ଯ୍ୟକାଳ

ଭୁବନେଶ୍ୱର : ବରିଷ୍ଠ ଆଇପିଏସ ଅରୁଣ ଷଡ଼ଙ୍ଗୀ ହେଲେ OPSC ଅଧ୍ୟକ୍ଷ । ଆଇପିଏସ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଚେୟାରମ୍ୟାନ୍ ନିଯୁକ୍ତ କରିଛନ୍ତି ସରକାର । ୬ ବର୍ଷ କିମ୍ବା ୬୨ ବର୍ଷ ବୟସ ଯାଏ ରହିବ କାର୍ଯ୍ୟକାଳ।…

ବାଂଲାଦେଶୀ ପର୍ଣ୍ଣ ଷ୍ଟାରଙ୍କୁ ବାନ୍ଧିଲା ମହାରାଷ୍ଟ୍ର ପୁଲିସ

ବେଆଇନ ଭାବେ ଭାରତରେ ରହୁଥିବା ଅଭିଯୋଗରେ ବାଂଲାଦେଶୀ ପର୍ଣ୍ଣ ଷ୍ଟାର ରିୟା ବର୍ଡେ ଓରଫ ଆରୋହୀ ବର୍ଡେ ଓରଫ ବନ୍ନା ଶେଖଙ୍କୁ ଗିରଫ କରିଛି ମହାରାଷ୍ଟ୍ର ପୁଲିସ। ମୁମ୍ବାଇଠାରୁ ପ୍ରାୟ ୫୦ କିମି ଦୂର ଉଲ୍ଲାସନଗରର ହିଲ୍ ଲାଇନ ଥାନା ପୁଲିସ…

ସରକାର ଓ ଲୋକଙ୍କ ମଧ୍ୟରେ ଜିଲ୍ଲାପାଳ ସେତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସରକାର ଓ ଲୋକଙ୍କ ମଧ୍ୟରେ ଜିଲ୍ଲାପାଳ ସେତୁ । ଯୋଜନାର ସଫଳ ରୂପାୟନ ହେଲେ ରାଜ୍ୟରେ ଦାରିଦ୍ର୍ୟ ହଟିବ । ସରକାରୀ ଯୋଜନାର ରୂପାୟନ ଜିଲ୍ଲାପାଳଙ୍କ ହାତରେ ରହିଛି । ଲୋକସେବା ଭବନରେ ଦୁଇ ଦିନିଆ ଜିଲ୍ଲାପାଳ ସମ୍ମିଳନୀକୁ ଉଦଘାଟନ…

ଆସନ୍ତାମାସରୁ ରାସନକାର୍ଡ ହିତାଧିକାରୀଙ୍କୁ ମିଳିବ ଚାଉଳ ସହ ଗହମ

ଭୁବନେଶ୍ବର: ଏଣିକି ରାସନ ଖାତାରେ ମିଳିବ ଚାଉଳ ସାଙ୍ଗରେ ଗହମ । ଆସନ୍ତାମାସ ଠାରୁ ରାସନକାର୍ଡଧାରୀ ମାନେ ପାଇବେ ଗହମ । ଏନେଇ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟର ଚିଠି ଜାରି ହୋଇଛି । ଅକ୍ଟୋବର ମାସରୁ ରାସନ…

ସନ୍ଦୀପ ଘୋଷଙ୍କ ବିରୋଧରେ ଥିବା ଚାର୍ଜ ଅତ୍ୟନ୍ତ ସାଂଘାତିକ, ମିଳିପାରେ ମୃତ୍ୟୁଦଣ୍ଡ: କୋର୍ଟ

କୋଲକାତା ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ ଓ ତାଲା ପୁଲିସ୍‌ ଷ୍ଟେସନର ପୂର୍ବତନ ଓଆଇସି ଅଭିଜିତ ମଣ୍ଡଳଙ୍କ ବିରୋଧରେ ଥିବା ଚାର୍ଜ ଅତ୍ୟନ୍ତ ସାଂଘାତିକ। ଯଦି ଏହା ପ୍ରାମଣିତ ହୋଇଯାଏ, ତା’ହେଲେ ସେମାନଙ୍କୁ…

ଏଣିକି ସରୋଗେଟ ମାତା-ପିତାଙ୍କୁ ମିଳିବ ପ୍ରସବ ଛୁଟି

ଭୁବନେଶ୍ୱର : ଏଣିକି ସରୋଗେସି ଅବା ‘ଭଡ଼ାଗର୍ଭ’ ମାତୃତ୍ୱ ଲାଭ କରୁଥିବା ସରକାରୀ କର୍ମଚାରୀଙ୍କୁ ମିଳିବ ମାତୃତ୍ୱ ଛୁଟି । ସରୋଗେସିରେ କେହି ସରକାରୀ ମହିଳା କର୍ମଚାରୀ ଯଦି ମା’ ହୁଅନ୍ତି ତାହାଲେ ତାଙ୍କୁ ୧୮୦ ଦିନର ମାତୃତ୍ବ ଛୁଟି ଦେବେ…

ଜିଦ୍‌ରେ ଅଟଳ ନର୍ସିଂ ସଂଘ: ଶୁକ୍ରବାରଠାରୁ ଜରୁରୀକାଳୀନ ସେବା ଠପ୍ ପାଇଁ ଚେତାବନୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଏସମାକୁ ଅଣଦେଖା କରି ନର୍ସିଂ ସଂଘ ପକ୍ଷରୁ ରାଜ୍ୟବ୍ୟାପୀ ଦ୍ୱିତୀୟ ଦିନରେ ମଧ୍ୟ ଆନ୍ଦୋଳନ ଜାରି ରହିଛି । ସରକାରଙ୍କ ସହିତ ଆଲୋଚନା ବିଫଳ ହେବା ପରେ ଗୁରୁବାର ନର୍ସିଂ ସଂଘ ପୁଣି ଆନ୍ଦୋଳନ କରିଛି ।…

ବାପା, ପୁଅ ଓ ଝିଅଙ୍କୁ ଆଜୀବନ ଜେଲ୍‌ ସହ ଜରିମାନା

ଆସ୍କା : ୨୦୧୧ ମସିହାରେ ଘଟିଥିବା ବୀଭତ୍ସ ହତ୍ୟା ମାମଲାରେ ଆଜି ରାୟ ପ୍ରକାଶ ପାଇଛି। ହତ୍ୟା ଅଭିଯୁକ୍ତଙ୍କ ଭିତରୁ ଗୋଟିଏ ପରିବାରର ବାପା, ପୁଅ ଓ ଝିଅଙ୍କୁ ଆଜୀବନ ଜେଲ୍‌ ସହ ଜରିମାନା ଶୁଣାଇଛନ୍ତି ଆସିକା ଅତିରିକ୍ତ ଜିଲ୍ଲା ଦୌରା…

ଓଡ଼ିଶା ବିଜ୍ଞାନ ଏକାଡେମୀ ପୁରସ୍କାର ଘୋଷିତ, ସମ୍ବର୍ଦ୍ଧିତ ହେବେ ୧୬ ଜଣ ବୈଜ୍ଞାନିକ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ବୈଷୟିକ ବିଭାଗର ଅନୁମୋଦନ କ୍ରମେ ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ପୁରସ୍କାର ତାଲିକା ପ୍ରକାଶ ପାଇଛି` ଏଥିରେ ୫ଟି ବର୍ଗରେ ୧୬ ଜଣ ବୈଜ୍ଞାନିକଙ୍କୁ ପୁରସ୍କୃତ କରାଯିବ । କିଟ୍‌ ବିଶ୍ୱବିଦ୍ୟାଳୟର ସ୍କୁଲ ଅଫ୍‌…

ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ରୟାଲ ଇଣ୍ଡିଆ କମ୍ପାନୀ ପ୍ରତିନିଧିଙ୍କ ବୈଠକ

ଭୁବନେଶ୍ୱର: ଆଜି ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ରୟାଲ ଇଣ୍ଡିଆ କମ୍ପାନୀର ପ୍ରତିନିଧିମାନେ ସାକ୍ଷାତ ଓ ଆଲୋଚନା କରିଛନ୍ତି । ଏହି…