ମହାଲକ୍ଷ୍ମୀ ହତ୍ୟା ଘଟଣା; କାଳ ରାତି କଥା ବଖାଣିଲେ ଅଭିଯୁକ୍ତର ଭାଇ
ଭୁବନେଶ୍ବର : ବେଙ୍ଗାଲୁରୁର ଭୟାଲିକାବାଲରେ ଘଟିଥିବା ମହାଲକ୍ଷ୍ମୀ ହତ୍ୟାକାଣ୍ଡ ଏବେ ସମଗ୍ର ଦେଶରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଯାହାକୁ ଜୀବନଠୁ ଅଧିକ ଭଲ ପାଉଥିଲେ, ତା’ କୁ ହିଁ ନିର୍ମମ ଭାବେ ହତ୍ୟା କରି ଛୁରୀରେ ଖଣ୍ଡ ଖଣ୍ଡ କରିଦେଲେ ଅଭିଯୁକ୍ତ…
