ଜିଦ୍ରେ ଅଟଳ ନର୍ସିଂ ଅଫିସର, ବିଭିନ୍ନ ଦାବିରେ କାର୍ଯ୍ୟବନ୍ଦ ଆନ୍ଦୋଳନ
ଭୁବନେଶ୍ୱର: ଆଜିଠୁ ରାଜ୍ୟବ୍ୟାପୀ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦେଇଛି ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ। ନର୍ସିଂ କର୍ମଚାରୀ ସଂଘ ସ୍ଥଗିତ ରଖିଥିବା କାର୍ଯ୍ୟବନ୍ଦ ଆନ୍ଦୋଳନକୁ ପୁଣି ଓହ୍ଲାଇବ। ୧୦ ଦଫା ଦାବିରେ ଧର୍ମଘଟ କରିବ ସଂଘ। ରାଜ୍ୟ ସରକାରଙ୍କ ସହ ଆଲୋଚନା…
