2024

ତିରୁପତି ମନ୍ଦିର ବିବାଦ ନେଇ ଶ୍ରୀମନ୍ଦିରରେ ଛନକା: ଯାଞ୍ଚ ହେବ ଘିଅ !

ପୁରୀ: ତିରୁପତି ଶ୍ରୀ ଭେଙ୍କଟେଶ୍ବର ମନ୍ଦିରରେ ଯେଉଁ ବିବାଦ ଦେଖାଦେଇଛି ତାହା ଏବେ ପୁରା ଦେଶରେ ହଇଚଇ ସୃଷ୍ଟି କରିଛି । ଭକ୍ତଙ୍କ ଆବେଗକୁ ମଧ୍ୟ ଠେସ୍ ପହଞ୍ଚିଛି । ସେପଟେ ଏହାର ପ୍ରଭାବ ମଧ୍ୟ ଦେଶର ସମସ୍ତ ମନ୍ଦିରରେ ଦେଖାଦେଲାଣି…

ପ୍ରତ୍ୟାହୃତ ୩ କୃଷି ଆଇନ ପୁଣି ଲାଗୁ କରିବାକୁ ଚାହୁଁଛନ୍ତି କଙ୍ଗନା

ପୁଣିଥରେ ଚର୍ଚ୍ଚାରେ ବିଜେପି ସାଂସଦ କଙ୍ଗନା ରାଣାୱତ। ଚାଷୀଙ୍କ ସବୁଠାରୁ ବଡ଼ ଆନ୍ଦୋଳନ ଯୋଗୁ ପ୍ରତ୍ୟାହାର ହୋଇଥିବା ୩ କୃଷି ଆଇନକୁ ପୁଣିଥରେ କେନ୍ଦ୍ର ସରକାର ଲାଗୁ କରନ୍ତୁ ବୋଲି କଙ୍ଗନା କହିଛନ୍ତି। ଏହାକୁ ନେଇ ବିବାଦ ସୃଷ୍ଟି ହୋଇଛି। ହିମାଚଳ…

ସର୍ବୋତ୍ତମ ଶିକ୍ଷାଦାନ ପ୍ରଣାଳୀକୁ ସରକାର ଗୁରୁତ୍ବ ଦେଉଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ସର୍ବୋତ୍ତମ ପ୍ରଣାଳୀ ଆଣିବା ପାଇଁ ଆମ ସରକାର ଚେଷ୍ଟା ଜାରି ରଖିଛନ୍ତି। ଶିକ୍ଷା ଭିତ୍ତିଭୂମିର ସୁଦୃଢ଼ୀକରଣ ପାଇଁ ବଜେଟ୍‌ରେ ମଧ୍ୟ ବ୍ୟବସ୍ଥା କରାଯାଇଛି। ପ୍ରାଥମିକସ୍ତରରେ ପିଲାମାନଙ୍କ ମୂଳଦୁଆକୁ ମଜବୁତ୍ କରିବା ପାଇଁ ପ୍ରତି ପଞ୍ଚାୟତରେ ଗୋଟିଏ…

କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ବୁର୍ଲା ଭୀମସାରକୁ ୧୧ ଲକ୍ଷ ଫାଇନ୍

ସମ୍ବଲପୁର: ବୁର୍ଲା ଭୀମସାରକୁ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ୧୧ ଲକ୍ଷ ୨୦୦ ହଜାର ଟଙ୍କା ଜରିମାନା କରାଯାଇଛି । ଠିକ୍ ଭାବେ ବର୍ଜ୍ୟ ବସ୍ତୁ ପରିଚାଳନା କରାଯାଉ ନ ଥିବା ଅଭିଯୋଗରେ ଏହି ଜରିମାନା କରାଯାଇଥିବା ସୂଚନା ରହିଛି…

ପୁଲୱାମା ଆଟାକର ଅଭିଯୁକ୍ତ ହାର୍ଟ ଆଟାକରେ ଆଖି ବୁଜିଲା

ଜମ୍ମୁ-କଶ୍ମୀରର ପୁଲୱାମାରେ ୫ ବର୍ଷ ତଳେ ହୋଇଥିବା ଭୟଙ୍କର ହମଲାର ଜଣେ ଅଭିଯୁକ୍ତ ହୃଦଘାତରେ ପ୍ରାଣ ହରାଇଛି। ତା’ ନାଁ ବିଲାଲ ଅହମଦ। ୨୦୧୯ ପେବୃଆରୀ ୧୪ରେ ସିଆରପିଏଫ ଯବାନଙ୍କ କନଭୟ ଉପରେ ହୋଇଥିବା ଭାରତ ଇତିହାସର ସବୁଠାରୁ ବଡ଼ ହମଲାରେ…

ଆସନ୍ତାକାଲି ଠାରୁ ପୁଣି ଆନ୍ଦୋଳନ କରିବ ଓଡ଼ିଶା ନର୍ସିଂ ଅଫିସର ସଂଘ

ଭୁବନେଶ୍ୱର : ଓଡ଼ିଶା ନର୍ସିଂ ଅଫିସର ସଂଘ ଆସନ୍ତାକାଲି ଠାରୁ ପୁଣି କରିବ ଆନ୍ଦୋଳନ । ଦୁଇ ଦିନ ପର୍ଯ୍ୟନ୍ତ ଜରୁରୀକାଳୀନ ସେବାକୁ ବାଦ ଦେଇ ଅନ୍ୟ ସବୁ ସେବା ବର୍ଜନ କରିବ ସଂଘ । ଏହାପରେ ଯଦି ସରକାର ଦାବି…

ତିରୁପତି ପ୍ରଭାବ; ଓଡିଶାର ସମସ୍ତ ମନ୍ଦିରରେ ଓମଫେଡ୍ ଘିଅ ବ୍ୟବହାର କରିବାକୁ ଦାବି

ଭୁବନେଶ୍ବର: ଆନ୍ଧ୍ରପ୍ରଦେଶ ସ୍ଥିତ ପ୍ରସିଦ୍ଧ ତିରୁପତି ମନ୍ଦିରରେ ପଶୁ ଚର୍ବିଯୁକ୍ତ ଘିଅରେ ଲଡୁ ପ୍ରସ୍ତୁତ ହେଉଥିବା ଖବର ସାରା ବିଶ୍ବରେ ଆଲୋଡନ ସୃଷ୍ଚି କରିଛି । ଯାହା ଦ୍ବାରା କୋଟି କୋଟି ଭକ୍ତଙ୍କ ଆସ୍ଥା ଓ ବିଶ୍ବାସରେ କଠୋରାଘାତ ହୋଇଛି ।…

ଜମି ଦୁର୍ନୀତି ମାମଲା: ରାଜ୍ୟପାଳଙ୍କ ନିର୍ଦ୍ଦେଶ ବିରୁଦ୍ଧରେ ସିଦ୍ଧରମୈୟା କରିଥିବା ଆବେଦନ ଖାରଜ

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଜମି ଦୁର୍ନୀତି ମାମଲା ଉପରେ କରିଥିବା ଆବେଦନ ହାଇକୋର୍ଟରେ ଖାରଜ ହୋଇଯାଇଛି। ନିକଟରେ ଏହି ମାମଲା ଉପରେ ରାଜ୍ୟପାଳ ଥାୱର ଚାନ୍ଦ ଗେହଲଟ ସିଦ୍ଧରମୈୟାଙ୍କ ବିରୁଦ୍ଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାକୁ ଚ୍ୟାଲେଞ୍ଜ କରି…

ଫରେଷ୍ଟର ସଞ୍ଜୟ ନାୟକ ମୃତ୍ୟୁ ଘଟଣା: ଡିଏଫଓଙ୍କ ନାଁରେ ଅଭିଯୋଗ ଆଣିଲେ ପରିବାର ଲୋକ

କଳାହାଣ୍ଡି : ଫରେଷ୍ଟର ସଞ୍ଜୟ ନାୟକ ଜୀବନ ହାରିବା ଘଟଣାରେ ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି । ଏହି ଘଟଣାରେ ସ୍ଥାନୀୟ DFOଙ୍କ ସଂପୃକ୍ତି ଅଭିଯୋଗ ଆସିବା ପରେ ବିଭାଗୟ ତଦନ୍ତ ଆରମ୍ଭ କରିଛି ବନବିଭାଗ । ମାମଲାର ତଦନ୍ତ ଦୟିତ୍ବ…

ବିବାଦୀୟ ଥାନାରେ ଶେଷରେ ଲାଗିଲା ସିସିଟିଭି

ଭୁବନେଶ୍ବର: ବିବାଦୀୟ ତଥା ବର୍ତ୍ତମାନର ଚର୍ଚ୍ଚିତ ଭରତପୁର ଥାନାରେ ପରିଶେଷରେ ସିସିଟିଭି ଲାଗଛି । ଖାଲି ସିସିଟିଭି ଲାଗିନି, ଏହାକୁ ମନିଟର ସହ ଯୋଡି ଚାଲୁ ମଧ୍ୟ କରାଯାଇଛି । ଥାନାର ବିଭିନ୍ନ ସ୍ଥାନକୁ ସିସିଟିଭି ପରିସରଭୁକ୍ତ କରାଯାଇଛି । ଥାନାରେ…